ବରୀ,୨୯।୧୦: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା କହିଛନ୍ତି।
ବରୀ,୨୯।୧୦: ବିଜେଡି ଛାଡ଼ିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ସେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା ହେଉଥିବା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା କହିଛନ୍ତି।
ହଙ୍ଗକଙ୍ଗ,୧୩।୧୧: ବିଶ୍ୱର ପ୍ରମୁଖ ଚିପ୍ ନିର୍ମାତା କମ୍ପାନୀ ଏନଭିଡିଆ (Nvidia)ର ସହ-ପ୍ରତିଷ୍ଠାତା ଜେନସେନ୍ ହୁଆଙ୍ଗଙ୍କୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ଚାଇନାର ଜଣେ ମହିଳାଙ୍କ…
ଓ୍ବାଶିଂଟନ,୧୩।୧୧: ଗୁରୁବାର ଏବଂ ଶୁକ୍ରବାର ସକାଳେ ଏକ ବୈଷୟିକ ତ୍ରୁଟି ଯୋଗୁ ବିଶ୍ୱବ୍ୟାପୀ ମାଇକ୍ରୋସଫ୍ଟର ଅନେକ ପ୍ରମୁଖ ପ୍ଲାଟଫର୍ମ ପ୍ରଭାବିତ ହୋଇଥିଲା। ଆଉଟଲୁକ (Outlook), ମାଇକ୍ରୋସଫ୍ଟ ଟିମ୍ସ…
ଜମ୍ମୁ,୧୩।୧୧(ପି.ଟି): ଜମ୍ମୁ-କଶ୍ମୀରର କିସ୍ତୱାଡ୍ ଜିଲାର ଦୁର୍ଗମ ଦଚ୍ଛନ ଅଞ୍ଚଳରୁ ନିଖୋଜ ହେବାର ଗୋଟିଏ ଦିନ ପରେ ଗୁରୁବାର ସକାଳେ ୨ଜଣ ସ୍ବତନ୍ତ୍ର ପୋଲିସ ଅଧିକାରୀ (ଏସ୍ପିଓ)ଙ୍କ ଗୁଳିବିଦ୍ଧ…
ନୂଆଦିଲ୍ଲୀ,୧୩।୧୧: ଅଣ୍ଡର-୧୯ ଏସିଆ କପ୍ ୨୦୨୬ରେ ଭାରତୀୟ ଯୁବ ଖେଳାଳିମାନେ ନିଜ ପ୍ରଦର୍ଶନ ବଳରେ ଚର୍ଚ୍ଚାରେ ରହିଛନ୍ତି । ବୀରେନ୍ଦ୍ର ସେହୱାଗଙ୍କ ପୁଅ ଆର୍ଯ୍ୟବୀର ସେହୱାଗଙ୍କ ବ୍ୟାଟିଂକୁ…
ମୋହାଲି, ୧୨ା୧୧: ଦିଲ୍ଲୀର ଆମ୍ ଆଦ୍ମୀ ପାର୍ଟି (ଆପ୍) ବିଧାୟକ ଜର୍ନେଲ ସିଂହଙ୍କ ଅଭିଯୋଗ ଆଧାରରେ ପଞ୍ଜାବ ପୋଲିସ ଏକ ମାମଲା ରୁଜୁ କରିଛି। ଦଳର ନେତା…
ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…
ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…
ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…