Posted inଜାତୀୟ

କ୍ଷମତାର କେନ୍ଦ୍ରରେ ମୋର ଜନ୍ମ, ହେଲେ ମୋର ସେଥିରେ ଆଗ୍ରହ ନାହିଁ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୯।୪: ମୁଁ କ୍ଷମତାର କେନ୍ଦ୍ରରେ ଜନ୍ମ ହୋଇଛି। ହେଲେ ମୋର ସେଥିପ୍ରତି ଲୋଭ ନାହିଁ ବୋଲି ଶନିବାର ପୂର୍ବତନ ଆଇଏଏସ୍‌ ଅଫିସର କେ. ରାଜୁ ଜୱାହରଙ୍କ ଏକ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଇ ରାହୁଲ ଏହା କହିଛନ୍ତି।

ରାହୁଲ କହିଛନ୍ତି, ରାଜନୈତିକ ବ୍ୟକ୍ତିମାନେ ସର୍ବଦା କ୍ଷମତାର ପଛରେ ରୁହନ୍ତି। ସମସ୍ତ ଶକ୍ତି ଖଟାଇ ତାକୁ ହାସଲ କରିବାକୁ ଚିନ୍ତା କରନ୍ତି। ମୁଁ କ୍ଷମତା ବଳୟରେ ଜନ୍ମ ହୋଇଛି ସତ କିନ୍ତୁ, ସତ କହିବାକୁ ଗଲେ ମୋର ସେଥିପ୍ରତି ଆଦୌ ଆଗ୍ରହ ନାହିଁ। ଏହା ବଦଳରେ ମୁଁ ମୋ’ ଦେଶକୁ ବୁଝିବାକୁ ପ୍ରୟାସ କରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୫ ପୂର୍ବରୁ ବଡ଼ ଆକ୍ରମଣ ପାଇଁ ଯୋଜନା କରିଥିଲେ ଆତଙ୍କବାଦୀ

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଦୁଇ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଏଟିଏସ ଗିରଫ କରିଛି। ଗିରଫ ଦୁଇ ଜଣଙ୍କ ଲିଙ୍କ ଆତଙ୍କବାଦୀ ସଙ୍ଗଠନ ଅଲକାଏଦା ଅନସାର୍‌ ଗଜବନ୍‌-ଉଲ୍‌-ହିନ୍ଦ୍‌ ସହ...

ଅର୍ଣ୍ଣବ-ବିଏଆର୍‌ସି ପୂର୍ବତନ ସିଇଓଙ୍କ ଚାଟ୍‌ ଭାଇରାଲ

ମୁମ୍ବାଇ, ୧୭।୧: ରିପବ୍ଲିକ୍‌ ଟିଭିର ମୁଖ୍ୟ ସମ୍ପାଦକ ଅର୍ଣ୍ଣବ ଗୋସ୍ବାମୀ ଏବଂ ଗିରଫ ହୋଇଥିବା ଟିଭି ରେଟିଂ ସଂସ୍ଥା ବିଏଆର୍‌ସିର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କ...

ବଢିବନି ପୋଷାକ ଦର

ନୂଆଦିଲ୍ଲୀ,୩୧।୧୨: ଉଦ୍ୟୋଗୀ ଓ ରାଜ୍ୟ ସରକାରଙ୍କ ବିରୋଧ ପରେ କେନ୍ଦ୍ର ସରକାର କପଡ଼ା ଓ ଜୋତା ଉପରେ ୫ରୁ ୧୨ ପ୍ରତିଶତ ଜିଏସ୍‌ଟି ବୃଦ୍ଧି ନିଷ୍ପତ୍ତିକୁ...

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୋପିଆନ୍‌ ଜିଲାର ଓ୍ବାନଗାମ୍‌ ଅଞ୍ଚଳରେ ହୋଇଥିବା ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ୨...

ମୋଦିଙ୍କ ନିମନ୍ତ୍ରଣ ରଖି ଭାରତ ଆସିବେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ନାଫ୍‌ଟାଲି ବେନେଟ୍‌ ଏପ୍ରିଲ ୨ରେ ୪ ଦିନିଆ ଭାରତ ଗସ୍ତରେ ଆସିବେ। ଏ ନେଇ ବେନେଟ୍‌ଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିବୃତିରେ...

ବିବାହ ହଲରେ ନିଆଁ ଲାଗିବା ପରେ ବି ଖାଇବା ଥାଳିରୁ ଉଠିଲେ ନାହିଁ

ଥାଣେ,୩୦।୧୧: ଖାଦ୍ୟ ପ୍ରତି ଭଲ ପାଇବାର ଏଭଳି ଦୃଷ୍ଟାନ୍ତ ବୋଧହୁଏ କେବେ ଶୁଣି ନ ଥିବେ। ମହାରାଷ୍ଟ୍ର ଥାଣେର ଭିଓ୍ବାଣ୍ଡି ଅଞ୍ଚଳରେ ଆୟୋଜିତ ଏକ ବିବାହ...

ରାଗିଲେ ହେମା

ମୁମ୍ବାଇ,୧୮।୪: କରୋନା ଭାଇରସକୁ ନେଇ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ କରୋନାକୁ ହରାଇବାକୁ ଅନେକ ଲୋକ ସେମାନଙ୍କ ଜୀବନକୁ ବାଜି ଲଗାଇ ଦେଇଛନ୍ତି...

ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଓଲଟିଲା: ୪୧ ଆହତ

ଉନ୍ନାଓ,୧୭।୬: ଉତ୍ତରପ୍ରଦେଶର ଉନ୍ନାଓର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ପ୍ରବାସୀ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ବସ୍‌ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୪୧ ଜଣ ଆହତ ହୋଇଥିବା...

Advertisement
Archives

Model This Week