Posted inଖେଳ

ପୁଣି ମନର ଯନ୍ତ୍ରଣା ପ୍ରକାଶ କଲେ ଯୁବରାଜ: କହିଲେ ଧୋନୀ…

ଭାରତୀୟ କ୍ରିକେଟ୍‌ ଦଳର ସର୍ବଶ୍ରେଷ୍ଠ ଅଲରାଉଣ୍ଡରଙ୍କ ମଧ୍ୟରୁ ଯୁବରାଜ ସିଂ ଅନ୍ୟତମ। ସେ ୨୦୦୭ ଟି-2୨୦ବିଶ୍ୱକପ୍‌ ଏବଂ ୨୦୧୧ ବିଶ୍ୱକପ୍‌ ବିଜେତା ଦଳର ସଦସ୍ୟ ଥିଲେ। ୨୦୦୭ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଭାରତୀୟ ଦଳ ପ୍ରଥମ ଟି -୨୦ ବିଶ୍ୱକପ ଜିତିଥିଲା। ତେବେ ଟି -୨୦ ବିଶ୍ୱକପ ଜିତିବାରେ ଯୁବରାଜଙ୍କ ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ଥିଲା। ଯୁବରାଜ ଇଂଲଣ୍ଡ ବିପକ୍ଷ ଏକ ମ୍ୟାଚ୍‌ରେ ୬ଟି ବଲରେ ୬ଟି ଛକା ମାରିଥିଲେ। ନିକଟରେ ଏକ ସାକ୍ଷାତକାରରେ ଯୁବରାଜ କହିଛନ୍ତି, ୨୦୦୭ରେ ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଏକଦିବସୀୟ ବିଶ୍ୱକପ୍‌ ଖେଳାଯାଇଥିଲା। ଏଥିରେ ଭାରତୀୟ ଦଳ ପ୍ରଥମ ପର୍ଯ୍ୟାରୁ ବିଦାୟ ନେଇଥିଲା। ଫଳରେ ଭାରତୀୟ କ୍ରିକେଟରେ ବହୁ ଅସନ୍ତୋେ ଦେଖାଦେଇଥିଲା। ବିଶ୍ୱକପ୍‌ ପରେ ସିନିୟର୍‌ ଖେଳାଳିମାନେ ଦଳରୁ ବ୍ରେକ୍‌ ନେଇଥିଲେ। କାରଣ ସେମାନେ ଟି-୨୦ ବିଶ୍ୱକପ୍‌କୁ ସେତେଟା ଗମ୍ଭୀରତାର ସହ ନେଉ ନ ଥିଲେ। ସେ ସମୟରେ ବିଶ୍ୱକପ୍‌ରେ ଭାରତର ପ୍ରତିନିଧିତ୍ୱ କରିବାକୁ ମୁଁ ଆଶା ରଖିଥିଲି। କିନ୍ତୁ ମହେନ୍ଦ୍ର ସିଂ ଧୋନୀଙ୍କୁ ଏହି ଦାୟିତ୍ୱ ମିଳିଥିଲ। ଏହାସତ୍ତ୍ୱେ ମୁଁ ନିରାଶ ନ ହୋଇ ମୋ ପ୍ରଦର୍ଶନ କରିଚାଲିଥିଲି ବୋଲି ସେ କହିଛନ୍ତି। ମୁଁ ସବୁବେଳେ ଧୋନୀଙ୍କୁ ସମର୍ଥନ କରୁଥିଲି। ୬ ଛକା ମାରିବା ପରେ ଧୋନୀ ବହୁତ୍‌ ଖୁସି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ରାଷ୍ଟ୍ରପତିଙ୍କ ପାଖରେ ଛାଇ ଭଳି ରହୁଥିବା ମେଜର ରିଷଭ ହଠାତ୍‌ ନେଲେ ଅବସର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୩୧।୮: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ବିଭିନ୍ନ ସରକାରୀ ଓ ଆଧିକାରିକ କାର୍ଯ୍ୟକ୍ରମରେ ନଜର ଆସି ଚର୍ଚ୍ଚାରେ ଥିବା ମେଜର ରିଷଭ ସିଂହ ସାମ୍ବ୍ୟାଲ ଏବେ…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri