ମାର୍ଚ୍ଚ ୨୧ରେ ମତେ କରାଯିବ ଗିରଫ: ଟ୍ରମ୍ପ…

ଓ୍ବାଶିଂଟନ,୧୮।୩ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁବ ଶୀଘ୍ର ଜେଲ ଯିବେ। ଏନେଇ ସେ ନିଜେ ଦାବି କରିଛନ୍ତି। ମାର୍ଚ୍ଚ ୨୧ ମଙ୍ଗଳବାର ତାଙ୍କୁ ଗିରଫ କରାଯିବାର ଆଶଙ୍କା ରହିଛି। ତେଣୁ ସମର୍ଥକମାନେ ଏକଜୁଟ ହେବାକୁ ସେ ଆହ୍ବାନ ଦେଇଛନ୍ତି। ମେନହଟ୍ଟନ ଜିଲା ଆଟର୍ନିଙ୍କ ଦ୍ୱାରା ଅଣାଯାଇଥିବା ଅଭିଯୋଗ କ୍ରମେ ତାଙ୍କୁ ହଶ୍‌ ମନି ମାମଲାରେ ଗିରଫ କରାଯାଇପାରେ ବୋଲି ଟ୍ରମ୍ପ୍‌ ସୂଚନା ପ୍ରଦାନ କରିଛନ୍ତି।

ତେବେ ଏହି ମାମଲାରେ ପ୍ରମାଣ ସମ୍ପର୍କରେ ସେ କୌଣସି ସୂଚନା ପ୍ରଦାନ କରି ନାହାନ୍ତି। ଏହି ମାମଲା ପର୍ନଷ୍ଟାର ଡେନିୟଲଙ୍କ ସହିତ ସମ୍ପର୍କିତ। ତାଙ୍କର ପ୍ରକୃତ ନାମ ଷ୍ଟିଫେନି କିଲଫୋର୍ଡ। ସେ ଅଭିଯୋଗ କହିଛନ୍ତି ଯେ, ଏକ ଦଶକ ପୂର୍ବରୁ ଟ୍ରମ୍ପଙ୍କ ସହିତ ତାଙ୍କର ସମ୍ପର୍କ ଥିଲା। ମାତ୍ର ଟ୍ରମ୍ପ ଏହାକୁ ଖଣ୍ଡନ କରିଛନ୍ତିି। ୨୦୧୬ ଅକ୍ଟୋବରରେ ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ଡେନିୟଲଙ୍କୁ ଚୁପ୍‌ ରହିବା ପାଇଁ ୧.୩୦ ଲକ୍ଷ ଡଲାର ଟଙ୍କା ପ୍ରଦାନ କରାଯାଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ନିର୍ମାଣ ହେବ ହାଇପରସୋନିକ୍‌ ବିମାନ: ୪ ଘଣ୍ଟାରେ ଲଣ୍ଡନରୁ ସିଡ୍‌ନୀ ୧୭ ହଜାର କିମି କରିବ ଅତିକ୍ରମ

ଲଣ୍ଡନ,୨।୧୧: ଲଣ୍ଡନରୁ ସିଡ୍‌ନୀ ୧୭ ହଜାର କିମି ଅତିକ୍ରମ କରିବାକୁ ବିମାନକୁ ୨୨ରୁ ୨୫ ଘଣ୍ଟା ଲାଗିଥାଏ। ତେବେ ବ୍ରିଟେନ୍‌ ପକ୍ଷରୁ ହାଇପରସୋନିକ୍‌ ବିମାନ ନିର୍ମାଣ...

ଚାଇଲ୍ଡ ପର୍ନୋଗ୍ରାଫି ମାମଲାରେ ଆର୍‌. କେଲି ଦୋଷୀ

ଶିକାଗୋ,୧୬ା୯:ଆମେରିକାର ପ୍ରଖ୍ୟାତ ଗାୟକ ତଥା ନିର୍ଦ୍ଦେଶକ ଆର୍‌.କେଲି ଚାଇଲ୍ଡ ପର୍ନୋଗ୍ରାଫି ପ୍ରଯୋଜନା ସହ ଝିଅମାନଙ୍କୁ ଯୌନ ସମ୍ପର୍କ ପାଇଁ ଉସୁକାଇବା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।...

ବେଜିଂ ଯିବା ମନା!

ବେଜିଂ,୯ ।୮: ଚାଇନାରେ କରୋନା ସଂକ୍ରମଣ ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ଦେଖି ସେଠାକାର ସରକାର ବିଭିନ୍ନ ଅଞ୍ଚଳରେ ଲକ ଡାଉନ...

ଆତଙ୍କବାଦୀ ଅସନ୍ତୁଷ୍ଟ: ଆଫଗାନିସ୍ଥାନରେ ଚାଇନା ବିବେଶରେ ବାଧା…

କାବୁଲ,୨୮।୧ : ପୁଞ୍ଜି ନିବେଶ ନେଇ ଆଫଗାନିସ୍ତାନରେ ଚାଇନାର ଚିନ୍ତା ବଢ଼ିବାରେ ଲାଗିଛି। ସ୍ଥାନୀୟ ଆତଙ୍କବାଦୀ ସଂଗଠନ ଚାଇନାକୁ ଟାର୍ଗେଟ କରୁଥିବାରୁ ପୁଞ୍ଜି ନିବେଶ କରିବାରେ...

୧୧ ଜଣଙ୍କୁ ହତ୍ୟା କଲେ ଯୁବକ

ସେଟିଞ୍ଜେ,୧୩ା୮: ଦକ୍ଷିଣପୂର୍ବ ୟୁରୋପୀୟ ରାଷ୍ଟ୍ର ମୋଣ୍ଟେନେଗ୍ରୋରେ ପାରିବାରିକ ବିବାଦକୁ କେନ୍ଦ୍ରକରି ଜଣେ ଯୁବକ ୧୧ ଜଣଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ସମୟରେ...

ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନାର ପ୍ରବେଶ: ବଢ଼ିଲା ପଶ୍ଚିମ ଦେଶଙ୍କ ଚିନ୍ତା…

ବେଜିଂ,୨୨।୨ : ଆମେରିକା ସମେତ ଅନେକ ପାଶ୍ଚାତ୍ୟ ଦେଶ ରୁଷିଆ-ୟୁକ୍ରେନ ଯୁଦ୍ଧକୁ ନେଇ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନଙ୍କ ସୈନ୍ୟଙ୍କୁ ଚ୍ୟାଲେଞ୍ଜ କରୁଛନ୍ତି। କିନ୍ତୁ ଚାଇନା ନେଇଥିବା...

ଝୁଲାପୋଲ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରୁଷିଆ ରାଷ୍ଟ୍ରପତି

ମସ୍କୋ,୩୧।୧୦: ଗୁଜରାଟର ମୋର୍‌ବି ସହରରେ ଝୁଲାପୋଲ ଭାଙ୍ଗିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ପରିବାରବର୍ଗଙ୍କୁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସମବେଦନା ଜଣାଇଛନ୍ତି। ସୋମବାର କ୍ରେମଲିନ ୱେବସାଇଟରେ...

କପ୍‌୨୬ ଲକ୍ଷ୍ୟ ହାସଲ ନେଇ ଆଶଙ୍କା

ଗ୍ଲାସ୍‌ଗୋ,୧୩।୧୧: ଜଳବାୟୁ ପରିବର୍ତ୍ତନ ପ୍ରସଙ୍ଗରେ ବ୍ରିଟେନର ଗ୍ଲାସ୍‌ଗୋ ସହରରେ ଗତ ୨ ସପ୍ତାହ ଧରି ଚାଲିଥିବା ଅନ୍ତର୍ଜାତୀୟ ସମ୍ମିଳନୀ କପ୍‌୨୬ ଶୁକ୍ରବାର ବିଳମ୍ବିତ ରାତିରେ ଶେଷ...

Advertisement
Archives

Model This Week