Posted inଜାତୀୟ

‘ତ୍ରିପୁରା ସରକାରଙ୍କ ବିରୋଧରେ ଅଦାଲତଙ୍କ ଦ୍ୱାରସ୍ଥ ହେବି’

କୋଲକାତା,୨୨।୧୧: ନୂଆଦିଲ୍ଲୀ ଗସ୍ତରେ ଯାଉଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଏସ୍‌ଏଫ୍‌ର କାର୍ଯ୍ୟ ପରିସର ବୃଦ୍ଧି ପ୍ରସଙ୍ଗରେ ତାଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୋମବାର କହିଛନ୍ତି। ଏଥିସହିତ ସେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ସମେତ ତ୍ରିପୁରା ହିଂସା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ଦେଇଛନ୍ତି।

ସୀମାନ୍ତ ରାଜ୍ୟଗୁଡ଼ିରେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର କାର୍ଯ୍ୟ ପରିସର ବଢ଼ାଇବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ନିକଟରେ ଏକ ନିର୍ଦ୍ଦେଶନାମା ଜାରି କରିଥିଲା। ଏହାକୁ ନେଇ ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ରାଜନୈତିକ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା। ଏହା ବ୍ୟତୀତ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ଓ ତାଙ୍କ ସରକାର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଅବମାନନା କରୁଛନ୍ତି। ସେମାନଙ୍କୁ ଲୋକଙ୍କ ପ୍ରଶ୍ନର ଉତ୍ତର ଦେବାକୁ ହେବ। ଆଇନ ଅନୁଯାୟୀ ତ୍ରିପୁରା ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସେ ଅଦାଲତଙ୍କ ଦ୍ୱାରସ୍ଥ ହେବେ ବୋଲି ମମତା କହିଛନ୍ତି।‘’


Enter your email to get our daily news in your inbox.

All Right Reserved By Dharitri.Com

କଶ୍ମୀର, ହିମାଚଳରେ ବର୍ଷା ବିତ୍ପାତ: ୨୧ ମୃତ

ଶିମଲା/ଜମ୍ମୁ, ୨୯।୭(ପି.ଟି.): ହିମାଚଳପ୍ରଦେଶ, ଜମ୍ମୁ-କଶ୍ମୀର ଏବଂ ଲଦାଖରେ ପ୍ରବଳ ବର୍ଷା ଯୋଗୁ ବୁଧବାର ୨୧ ଜଣଙ୍କର ମୃତ୍ୟୁ ଘଟିଛି। ଲଗାଣ ବର୍ଷାଜନିତ ବନ୍ୟାରେ ବହୁସଂଖ୍ୟାରେ ଘର...

୧୦% ସଂରକ୍ଷଣ ମହାରାଷ୍ଟ୍ରର ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ ହୋଇପାରିବନି

ନୂଆଦିଲ୍ଲୀ,୩୧।୫ :(ପି.ଟି.):ସାଧାରଣ ବର୍ଗ ଗରିବ (ଇଡବ୍ଲ୍ୟୁଏସ୍‌)ଙ୍କ ଲାଗି ଉଦ୍ଦିଷ୍ଟ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ସୁବିଧା ୨୦୧୯-୨୦ ଶିକ୍ଷାବର୍ଷ ଲାଗି ମହାରାଷ୍ଟ୍ରରେ ପିଜି ମେଡିକାଲ ପାଠ୍ୟକ୍ରମରେ ଲାଗୁ...

ସେପ୍ଟେମ୍ବରରେ ବି ଖୋଲିବନି ସ୍କୁଲ: ୫୮ ପ୍ରତିଶତ ଅଭିଭାବକ ଅରାଜି !

ନୂଆଦିଲ୍ଲୀ, ୧୧।୮: କରୋନା ମହାମାରୀ ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଲକ୍‌ ଡାଉନ୍‌ ଯୋଗୁ ସ୍କୁଲ କଲେଜ ବନ୍ଦ ରହିଛି। ଅନ୍‌ଲକ୍‌ର ତୃତୀୟ...

ତ୍ରିପୁରା-ନାଗାଲାଣ୍ଡରେ ଭାଜପା ସରକାର…

ଅଗରତାଲା/କୋହିମା,୨।୩ : ତ୍ରିପୁରା ଏବଂ ନାଗାଲାଣ୍ଡରେ ପୁଣି ଭାଜପା ସରକାର ଗଠନ ହେବାକୁ ଯାଉଛି। ଭାଜପା ୩୫ଟି ଆସନରେ ଆଗୁଆ ରହିଥିବାବେଳେ ବାମ ଦଳ ୧୩,...

ଧରାପଡିଲେ ୪ ଆତଙ୍କବାଦୀ

ଶ୍ରୀନଗର, ୭।୧୧: ଜମ୍ମୁ-କଶ୍ମୀରର ସୋପାରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ଗୁରୁବାର ୪ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ସୋପାରରେ ସେମାନେ ବଡ ଆକ୍ରମଣ ଯୋଜନା...

ଟ୍ରାକ୍ଟର ମାର୍ଚ୍ଚକୁ ସ୍ଥଗିତ ରଖିଲା କୃଷକ ସଙ୍ଗଠନ

ନୂଆଦିଲ୍ଲୀ,୨୭ ।୧୧: ସଂସଦରେ ବିଲ ଉପସ୍ଥାପନ ହେବାର ଦୁଇ ଦିନ ପୂର୍ବରୁ କୃଷକମାନେ ବଡ ନିଷ୍ପତ୍ତି ନେଇଛନ୍ତି । ଶନିବାର କୃଷକ ସଙ୍ଗଠନ ପକ୍ଷରୁ ସଂସଦ...

‘ଅପରେଶନ ଗଙ୍ଗା’ ନାଁରେ ଶିଶୁର ନାମକରଣ କରିବେ ୟୁକ୍ରେନରୁ ଉଦ୍ଧାର ହୋଇଥିବା ଭାରତୀୟ ଦମ୍ପତି

ୱାରସ/ଥିରୁଭାନନ୍ତପୁରମ,୬ ।୩: ୟୁକ୍ରେନର କ୍ୱିଭରେ ରେସ୍ତୋରାଁ କରିଥିବା କେରଳର ଜଣେ ବ୍ୟକ୍ତି ଅଭିଜିତ ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ଫସି ଯାଇଛନ୍ତି । ଏବେ ତାଙ୍କ ପତ୍ନୀ ୯...

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଜଗନ ମୋହନ

ହାଇଦ୍ରାବାଦ,୩୦।୫: ଓ୍ବାଏସ୍‌ଆର୍‌ କଂଗ୍ରେସର ମୁଖ୍ୟ ଓ୍ବାଇ. ଏସ୍‌. ଜଗନ ମୋହନ ରେଡ୍ଡି ଗୁରୁବାର ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ବିଜୟଓ୍ବାଡାଠାରେ...

Advertisement
Archives

Model This Week