Posted inଜାତୀୟ

ଟିକେଟ୍‌ ମିଳିଲେ ନିଶ୍ଚିତ ଲଢିବି: ଓମପ୍ରକାଶ ଚୌତାଲା

ଚଣ୍ଡିଗଡ,୨୧।୭: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ଓମପ୍ରକାଶ ଚୌତାଲା ୨୦୨୪ ନିର୍ବାଚନ ପାଇଁ ନିଜକୁ ପ୍ରସ୍ତୁତ କରୁଛନ୍ତି। ଏହା ପୂର୍ବରୁ ୮୮ ବର୍ଷୀୟ ଓମପ୍ରକାଶ କହିଛନ୍ତି ଯେ, ନିର୍ବାଚନ ଲଢିବାକୁ କିଏ ଚାହେଁ ନାହିଁ? ଯଦି ମୋ ଦଳ ଟିକେଟ ଦିଏ, ମୁଁ ନିଶ୍ଚିତ ଭାବେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବି।
ବିରୋଧୀ ସାମ୍ମୁଖ୍ୟ ‘ଇଣ୍ଡିଆ’ ଉପରେ ଓମପ୍ରକାଶ ମୁଖ୍ୟ କହିଛନ୍ତି ଯେ, ଭାଜପା ନେତୃତ୍ୱାଧୀନ ସରକାର ବିରୋଧରେ ଗଠିତ ଗୋଷ୍ଠୀରେ ସମସ୍ତ ଦଳ ଯୋଗଦେବା ଉଚିତ୍‌। ପରିବର୍ତ୍ତନ ନିଶ୍ଚିତ ରୂପେ ଆସିବ ଏବଂ ପରିସ୍ଥିତି ବଦଳିଯିବ। ଏହି ସରକାରର ଦୁର୍ନୀତି ଶେଷ ହେବ ଏବଂ ଏକ ଭଲ ସରକାର ଗଠନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୫।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri