Posted inଜାତୀୟ

୨୦୨୪ରେ ମୁଁ ଶେଷ ନିର୍ବାଚନ ଲଢ଼ିବି : ଚନ୍ଦ୍ରାବାବୁ ନାଇଡୁ…

ହାଇଦ୍ରାବାଦ,୧୭।୧୧ : ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ଏନ. ଚନ୍ଦ୍ରବାବୁ ନାଇଡୁ ତାଙ୍କ ରାଜନୈତିକ ଭବିଷ୍ୟତ ଉପରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଲୋକମାନେ ୨୦୨୪ ରେ ଟିଡିପିକୁ କ୍ଷମତାକୁ ଫେରାଇ ଆଣନ୍ତି ନାହିଁ, ତେବେ ଏହା ତାଙ୍କର ଶେଷ ନିର୍ବାଚନ ହେବ। ବୁଧବାର ରାତିରେ କୁର୍ନୁଲ ଜିଲାର ଏକ ରୋଡ ଶୋ ସମୟରେ ସେ ଏଭଳି ଭାବପ୍ରବଣ ମନ୍ତବ୍ୟ ଦେଇଛନ୍ତି। ଏହି ସମୟରେ ସେ ତାଙ୍କ ଶପଥକୁ ମନେ ପକାଇଥିଲେ ଯେ ତାଙ୍କ ଦଳ କ୍ଷମତାକୁ ନ ଆସିବା ପର୍ଯ୍ୟନ୍ତ ସେ ବିଧାନସଭାକୁ ଯିବେ ନାହିଁ।

ନାଇଡୁ କହିଛନ୍ତି ଯେ ଯଦି ମୋତେ ବିଧାନସଭା ପୁଣି ଯିବାକୁ ପଡିବ, ଯଦି ମୋତେ ରାଜନୀତିରେ ରହିବାକୁ ପଡିବ ଏବଂ ଯଦି ଆନ୍ଧ୍ରପ୍ରଦେଶକୁ ନ୍ୟାୟ ପ୍ରଦାନ କରିବାକୁ ପଡିବ, ତେବେ ଆପଣଙ୍କୁ ଆମର ବିଜୟ ନିଶ୍ଚିତ କରିବାକୁ ପଡିବ। ଯେପର୍ଯ୍ୟନ୍ତ ଆପଣ ପରବର୍ତ୍ତୀ ନିର୍ବାଚନରେ ଆମର ବିଜୟ ନିଶ୍ଚିତ କରିବାକୁ ପଡ଼ିବ। ଯାହା ମୋର ଶେଷ ନିର୍ବାଚନ ହୋଇପାରେ।

୭୨ ବର୍ଷୀୟ ଟିଡିପି ନେତା କହିଛନ୍ତି ଯେ କିଛି ଲୋକ ମୋ ବୟସକୁ ନେଇ ପରିହାସ କରୁଛନ୍ତି। ମୁଁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମାନ ବୟସର। ଜୋ ବାଇଡେନ ୭୯ ବର୍ଷ ବୟସରେ ଆମେରିକାର ରାଷ୍ଟ୍ରପତି ହୋଇଥିଲେ।
ଟିଡିପି ସୁପ୍ରିମୋ କହିଛନ୍ତି ଯେ ପୁନର୍ବାର ନିର୍ବାଚିତ ହେଲେ ମୁଁ ରାଜ୍ୟର ବିକାଶ କରିବି। ଏହା ସହିତ ଆମେ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟିବା ଥୟ

ଖଣି ଓ ଖଣିଜ (ବିକାଶ ଓ ନିୟନ୍ତ୍ରଣ) ବା ଏମ୍‌ଏମ୍‌ଡିଆର୍‌ ଆଇନ-୧୯୫୭କୁ ୨୦୨୬ ଅଗଷ୍ଟରେ କେନ୍ଦ୍ର ସରକାର ସଂଶୋଧନ କରିଛନ୍ତି। ସଂସଦରେ ଗୃହୀତ ଏହି ଆଇନ ଦେଶର…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍‌

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri