ନବୀନଙ୍କ ସହ କଥା ହେବା ପରେ ଉତ୍ତର ରଖିବି, କାହିଁକି ଏପରି କହିଲେ ବିଜେଡିରୁ ବିତାଡ଼ିତ ଅରବିନ୍ଦ

ଭୁବନେଶ୍ୱର,୧୮ା୧: କିଛିଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିବା ବିଧାୟକ ଅରବିନ୍ଦ ମହାପାତ୍ର ଶେଷରେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସବୁଦିନ ମୋ’ ବିରୋଧରେ ନୂଆ ନୂଆ ଅଭିଯୋଗ ଆଣୁଛି ବିଜେଡି। ତେବେ ବିଜେଡିର ଅଭିଯୋଗ ସମ୍ପୂର୍ଣ୍ଣ ମିଛ ବୋଲି କହିଛନ୍ତି ଅରବିନ୍ଦ।

ସେ କହିଛନ୍ତି, ଗୋଟିଏ କାଗଜ ଫର୍ଦ୍ଦରେ ସବୁ ଅଭିଯୋଗ ଲେଖିକି ଆଣନ୍ତୁ, ମିଡିଆରେ ପ୍ରତିକ୍ରିୟା ରଖନ୍ତୁ। ମୁଁ ସବୁ ଅଭିଯୋଗର ଉତ୍ତର ରଖିବି। ନବୀନଙ୍କ ସହ କଥା ହେବାକୁ ଚେଷ୍ଟା କରିବି। ତା’ ପରେ ଉତ୍ତର ରଖିବି ବୋଲି ଅରବିନ୍ଦ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ପାଇଁ ଯାଇଥିଲେ ଚାରୁଲତା, ମାଡ଼ିଆସିଲା ହାତୀ: ଆଉ ତା’ପରେ…

କାମାକ୍ଷାନଗର,୫।୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ଅଁଳାବେରଣିଠାରେ ଜଣେ ମହିଳାଙ୍କୁ ଦଳି ଦେଇଛି ହାତୀ। ମୃତକ ଜଣଙ୍କ ହେଲେ ଚାରୁଲତା ନାଏକ। ଭୋର…

ହଠାତ୍‌ ହୁତୁହୁତୁ ହୋଇ ଜଳିଗଲା ସ୍କୁଟି: ଦେଖନ୍ତୁ Video

ଉଦଳା, ୫।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳିଯାଇଛି ସ୍କୁଟି। ଅଚାନକ ସ୍କୁଟିରେ ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଛି। ସୂଚନାଯୋଗ୍ୟ, ଉଦଳା…

ଆଜି ଓଡ଼ିଶା ଆସିବେ ଅମିତ ଶାହା: ରାଜ୍ୟ ଭାଜପାର ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର, ୫ା୩:କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଆଜି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହା ଆଜି ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି…

ସେମିଫାଇନାଲ ପୂର୍ବରୁ ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ: ସଞ୍ଜୁ ସାମସନ୍‌ଙ୍କୁ ନେଇ ଆସିଲା…

ମୁମ୍ବାଇ,୫।୩: ICC T20 ବିଶ୍ୱକପ 2026ର ଦ୍ୱିତୀୟ ସେମିଫାଇନାଲ ପୂର୍ବରୁ ‘ସଞ୍ଜୁ ସାମସନ ବ୍ୟାନ୍‌’ ସୋସିଆଲ ମିଡିଆରେ ବହୁତ ଟ୍ରେଣ୍ଡ କରୁଛି। ଏହି ନକଆଉଟ ମ୍ୟାଚରେ ଭାରତ…

ନାମାଙ୍କନ ପୂର୍ବରୁ ଭାବବିହ୍ବଳ ହେଲେ ଦିଲୀପ ରାୟ: ବିଜୁ ପଟ୍ଟନାୟକଙ୍କୁ ନେଇ କହିଦେଲେ ବଡ଼ କଥା

ଭୁବନେଶ୍ୱର,୫।୩: ଓଡ଼ିଶାରେ ଖାଲି ପଡ଼ିଥିବା ରାଜ୍ୟ ସଭା ଆସନ ପାଇଁ ଗୁରୁବାର ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ। ଓଡ଼ିଶାରୁ ଏଥର ୪ ପ୍ରାର୍ଥୀ ରାଜ୍ୟ ସଭାକୁ…

ଇରାନ-ଆମେରିକା ଯୁଦ୍ଧରେ ଭାରତର ଏଣ୍ଟ୍ରି! ଭାରତର ନୌସେନା ଘାଟିରେ ବଡ଼…

ନୂଆଦିଲ୍‌ଲୀ,୫।୩: ଇରାନ-ଆମେରିକା-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି। ଏହି ଭିତରେ ଅନେକ ଦେଶ ଯୁଦ୍ଧକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଭାରତ ମଧ୍ୟ…

କାଲିଠାରୁ ବସ୍‌-ଟ୍ରକ୍‌ ଡ୍ରାଇଭରଙ୍କ ବଡ଼ ଆନ୍ଦୋଳନ ଡାକରା, ୩ଦିନ ଯାଏ ଯାତାୟତ ଠପ୍‌!

ମୁମ୍ୱାଇ,୫।୩: ମହାରାଷ୍ଟ୍ର ପରିବହନକାରୀ କାର୍ଯ୍ୟ କମିଟି (ଏମ-ଟିଏସ) ଶୁକ୍ରବାର ଠାରୁ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଘୋଷଣା କରିଛି। ମାର୍ଚ୍ଚ ୨ ତାରିଖରେ MSRTC ମୁଖ୍ୟାଳୟରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଇରାନ ବିରୋଧରେ ଯୁଦ୍ଧକୁ ଡେଇଁଲା ଭାରତର ଏହି ବନ୍ଧୁରାଷ୍ଟ୍ର…

ନୂଆଦିଲ୍ଲୀ,୫।୩: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଆଗାମୀ ଦିନରେ ଇରାନ କ୍ଷେପଣାସ୍ତ୍ର ଘାଟି ବିରୋଧରେ ଆମେରିକାର ଆକ୍ରମଣରେ ବ୍ରିଟେନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ପ୍ରାରମ୍ଭିକ ଦ୍ୱିଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri