Posted inଜାତୀୟ

ଜୀବନ ଦେଇଦେବି ପଛେ ପଶ୍ଚିମବଙ୍ଗର ବିଭାଜନ ହେବାକୁ ଦେବିନି, କହିଲେ ମମତା…

କୋଲକାତା, ୭।୬ : ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ଅଧ୍ୟକ୍ଷା ମମତା ବାନାର୍ଜୀ ଭାଜପାକୁ ଟାର୍ଗେଟ କରଛନ୍ତି। ସେ କହିଛନ୍ତି ଯେ ମୁଁ ମୋ ଜୀବନ ଦେବି ପଛେ କିନ୍ତୁ ଭାଜପାକୁ ପଶ୍ଚିମବଙ୍ଗକୁ ବିଭାଜନ କରିବାକୁ ଦେବି ନାହିଁ। ସେ କହିଛନ୍ତି ଯେ ତୁମେ ମୋତେ ଧମକ ଦେଇ ପାରିବ, ମୋ ଛାତିରେ ବନ୍ଧୁକ ଲଗାଇବ ଏବଂ ତଥାପି ମୁଁ ଏକ ମିଳିତ ପଶ୍ଚିମବଙ୍ଗ ପାଇଁ ଯୁଦ୍ଧ ଜାରି ରଖିବି ।

ମମତା ବାନାର୍ଜୀ କହିଛନ୍ତି ଯେ କିଛି ଲୋକ ମୋତେ ଧମକ ଦେଉଛନ୍ତି, ମୁଁ ସେମାନଙ୍କୁ ଭୟ କରୁ ନାହିଁ।
ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ଲାଗି ଏଭଳି ଜାଣିଶୁଣି କରୁଥିବା ସେ ଅଭିଯୋଗ କରିଛନ୍ତି। ଭାଜପା ଗୋର୍ଖାଲାଣ୍ଡ ଏବଂ ଉତ୍ତରବଙ୍ଗ ଗଠନ ନେଇ ଯୋଜନା ପ୍ରସ୍ତୁତ କରୁଛି। କିନ୍ତୁ ଏହାକୁ ସଫଳ ହେବାକୁ ଦିଆଯିବ ନାହିଁ ବୋଲି ମମତା କହିଛନ୍ତି।

ଅଲିପୁରଦ୍ୱାରରେ ମଙ୍ଗଳବାର ଏକ ଦଳୀୟ ବୈଠକରେ ମମତା ଏଭଳି କହିଛନ୍ତି। ରବିବାର କାମତାପୁର ଲିବରେଶନ ଅର୍ଗାନାଇଜେଶନର ମୁଖ୍ୟ ଜୀବନ ସିଂ କାaମତାପୁରକୁ ଏକ ଅଲଗା ରାଜ୍ୟରେ ପରିଣତ କରିବା ନେଇ ମମତାଙ୍କ ପାଖକୁ ଏକ ଭିଡ଼ିଓ ମେସେଜ ପଠାଇବା ପରେ ଚେତାବନୀ ନେଇ ମମତା ଏଭଳି ଉତ୍ତର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri