‘ସୁଯୋଗ ମିଳିଲେ କନ୍ଧମାଳରେ ଶିିକ୍ଷାର ଉନ୍ନତି କରିବି’

ଫୁଲବାଣୀ, ୧ା୮ (ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକର ଶୁଚିସ୍ମିତା ପାଣିଗ୍ରାହୀ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ୨ନଂ ର଼୍ୟାଙ୍କରେ ରହିଛନ୍ତି। ଟିକାବାଲିସ୍ଥିତ ଆଖଣ୍ଡଳମଣି ସାହିର ପ୍ରଫୁଲ ଚନ୍ଦ୍ର ପାଣିଗ୍ରାହୀଙ୍କ ଝିଅ ଶୁଚିସ୍ମିତା ଓଡିଶା ଶିକ୍ଷା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁନିଟ ୨ଭୁବନେଶ୍ୱରରେ କାର୍ଯ୍ୟ କରୁଥିଲେ। ଟିକାବାଲି ସରସ୍ବତୀ ଶିଶୁ ମନ୍ଦିରରୁ ଶିକ୍ଷା ଆରମ୍ଭ କରି ଜଣେ ମେଧାବୀ ଛାତ୍ରୀ ଭାବେ ନିଜ ପରିଚୟ ସୃଷ୍ଟି କରିଥିଲେ। ୨୦୦୭ରେ ଫୁଲବାଣୀ ତୁଡ଼ିପାଜୁ ନବୋଦୟ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ହେବା ପରେ ଭୁବନେଶ୍ୱରରେ ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବିଏସ୍‌ସି ପଢ଼ିଥିଲେ। ଏହାପରେ ପିଜି କରିଥିଲେ। ମା’ ସୁପ୍ରଭା ପାତ୍ର ଜଣେ ଶିକ୍ଷୟିତ୍ରୀ। ପଢ଼ିବାରେ ସେ ଅନେକ ପ୍ରେରଣା ଏବଂ ଉତ୍ସାହ ଦେଇଥିବା ଶୁଚିସ୍ମିତା କହିଛନ୍ତି। ସୁଯୋଗ ମିଳିଲେ କନ୍ଧମାଳ ଜିଲାରେ ବିଶେଷ କରି ଶିିକ୍ଷାର ଉନ୍ନତି ଦିଗରେ ଦୃଷ୍ଟି ଦେବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri