Posted inଖେଳ

ହୃଦୟ ଜିତିଲେ ପୂଜାରାଙ୍କ ୨ ବର୍ଷର ଝିଅ: କହିଲେ, ବାପାଙ୍କ ଯନ୍ତ୍ରଣାକୁ ଏମିତି ଉପଶମ କରିବି

ଭାରତୀୟ ଟେଷ୍ଟ କ୍ରିକେଟ ଦଳର ସଦସ୍ୟ ଚେତେଶ୍ୱର ପୂଜାରା ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲରଙ୍କ ସମ୍ମୁଖରେ ପାଚେରୀ ଭାବରେ ଠିଆ ହୋଇଥିଲେ। ବ୍ରିସବେନରେ ଖେଳାଯାଇଥିବା ଶେଷ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତର ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲୀୟ ବୋଲରମାନେ ତାଙ୍କ ଶରୀରକୁ ବାଉନସର ପକାଇଥିଲେ। କିନ୍ତୁ ପୂଜାରା ଦୃଢ଼ ରହିଥିଲେ। ପୂଜାରାଙ୍କ ଏକ ଡଜନରୁ ଅଧିକ ବଲରେ ଆଘାତ ପାଇଥିଲେ କିନ୍ତୁ ତାଙ୍କର ସଂକଳ୍ପ ଭାଙ୍ଗି ନ ଥିଲା। ଚତୁର୍ଥ ଇନିଂସରେ ପୂଜାରା ୨୦୦ରୁ ଅଧିକ ବଲ ଖେଳିଥିଲେ। ଭାରତ ଏହି ମ୍ୟାଚ୍‌ ଜିତି ୨-୧ରେ ସିରିଜ୍‌ ଜିତିଥିଲା। ସିରିଜ୍‌ ଜିତିବା ପରେ ଖେଳାଳିମାନେ ସ୍ବଦେଶ ଫେରିଛନ୍ତି। ଏକ ସାକ୍ଷାତକାରରେ ପୂଜାରା କହିଛନ୍ତି, ମ୍ୟାଚ୍‌ରେ ଏତେ ଆଘାତ ପାଇବା ପରେ ମୋ ୨ ବର୍ଷର ଝିଅ ଅଦିତିଙ୍କୁ ବହୁତ କଷ୍ଟ ହେଉଥିଲା। ସେ ଘଷର ସବୁବେଳେ କହୁଥିଲେ ପାପା ଆସିଲେ ମୁଁ ତାଙ୍କର ସେହି ସ୍ଥାନକୁ କିସ୍‌ କରିବି ତା’ପରେ ଭଲ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

ସାବରିମାଲା ଦୁର୍ନୀତିର ବଡ଼ ପର୍ଦ୍ଦାଫାଶ

କୋଚି,୧ା୧: କେରଳ ହାଇକୋର୍ଟଙ୍କ ତରଫରୁ ସାବରିମାଲା ମନ୍ଦିରର ସୁନା ଚୋରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ମନ୍ଦିର ଗର୍ଭଗୃହର ଦ୍ୱରାପାଳକ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…

ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...

୨୦୨୬ରେ ଲେଖା ହେବ ମହାକାଶ ବିଜ୍ଞାନର ନୂଆ ଅଧ୍ୟାୟ: ଭାରତ, ଆମେରିକା ରଚିବେ ଇତିହାସ

ନୂଆଦିଲ୍ଲୀ,୧।୧: ୨୦୨୬ ବର୍ଷଟି ବିଶ୍ୱ ମହାକାଶ ଇତିହାସରେ ଏକ ନୂତନ ଯୁଗର ସୂତ୍ରପାତ କରିବାକୁ ଯାଉଛି। ଭାରତର ‘ଇସ୍ରୋ’ ଏବଂ ଆମେରିକାର ‘ନାସା’ ଦୁଇଟି ଭିନ୍ନ...

ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ

ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...

ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri