Posted inଖେଳ

ହୃଦୟ ଜିତିଲେ ପୂଜାରାଙ୍କ ୨ ବର୍ଷର ଝିଅ: କହିଲେ, ବାପାଙ୍କ ଯନ୍ତ୍ରଣାକୁ ଏମିତି ଉପଶମ କରିବି

ଭାରତୀୟ ଟେଷ୍ଟ କ୍ରିକେଟ ଦଳର ସଦସ୍ୟ ଚେତେଶ୍ୱର ପୂଜାରା ବର୍ଡର-ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲରଙ୍କ ସମ୍ମୁଖରେ ପାଚେରୀ ଭାବରେ ଠିଆ ହୋଇଥିଲେ। ବ୍ରିସବେନରେ ଖେଳାଯାଇଥିବା ଶେଷ ତଥା ଅନ୍ତିମ ଟେଷ୍ଟ ମ୍ୟାଚରେ ଭାରତର ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲୀୟ ବୋଲରମାନେ ତାଙ୍କ ଶରୀରକୁ ବାଉନସର ପକାଇଥିଲେ। କିନ୍ତୁ ପୂଜାରା ଦୃଢ଼ ରହିଥିଲେ। ପୂଜାରାଙ୍କ ଏକ ଡଜନରୁ ଅଧିକ ବଲରେ ଆଘାତ ପାଇଥିଲେ କିନ୍ତୁ ତାଙ୍କର ସଂକଳ୍ପ ଭାଙ୍ଗି ନ ଥିଲା। ଚତୁର୍ଥ ଇନିଂସରେ ପୂଜାରା ୨୦୦ରୁ ଅଧିକ ବଲ ଖେଳିଥିଲେ। ଭାରତ ଏହି ମ୍ୟାଚ୍‌ ଜିତି ୨-୧ରେ ସିରିଜ୍‌ ଜିତିଥିଲା। ସିରିଜ୍‌ ଜିତିବା ପରେ ଖେଳାଳିମାନେ ସ୍ବଦେଶ ଫେରିଛନ୍ତି। ଏକ ସାକ୍ଷାତକାରରେ ପୂଜାରା କହିଛନ୍ତି, ମ୍ୟାଚ୍‌ରେ ଏତେ ଆଘାତ ପାଇବା ପରେ ମୋ ୨ ବର୍ଷର ଝିଅ ଅଦିତିଙ୍କୁ ବହୁତ କଷ୍ଟ ହେଉଥିଲା। ସେ ଘଷର ସବୁବେଳେ କହୁଥିଲେ ପାପା ଆସିଲେ ମୁଁ ତାଙ୍କର ସେହି ସ୍ଥାନକୁ କିସ୍‌ କରିବି ତା’ପରେ ଭଲ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚେନ୍ନାଇର ହ୍ୟାଟ୍ରିକ ପରାଜୟ

ଦୁବାଇ, ୩।୧୦-ଏକାଧିକ କ୍ୟାଚ ଡ୍ରପ୍‌ ଏବଂ ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ବିଫଳତା ଚେନ୍ନାଇ ସୁପରକିଙ୍ଗ୍ସ ପାଇଁ ମହଙ୍ଗା ପଡ଼ିଛି। ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଦଳ ସନ୍‌ରାଇଜର୍ସ...

୭୦୦ତମ ମ୍ୟାଚ୍‌ରେ ମେସିଙ୍କ ଗୋଲ

ବାର୍ସିଲୋନା,୨୮।୧୧- ବିଶ୍ୱର ଅନ୍ୟତମ ଲୋକପ୍ରିୟ ଫୁଟବଲ ଖେଳାଳି ଲିଓନେଲ ମେସି ନିଜର କ୍ଲବ ସ୍ତରୀୟ କ୍ୟାରିୟରର ୭୦୦ତମ ମ୍ୟାଚ୍‌ରେ ଗୋଲ ସ୍କୋର କରିଛନ୍ତି। ତାଙ୍କ ସହ...

ରିଟାୟର୍ଡ ହର୍ଟ ହୋଇ ମ୍ୟାଚ୍‌ରୁ ବାଦ୍‌ ପଡିଲେ ଲିଟନ, ନଇମ ବଦଳ ଖେଳାଳିଭାବେ ମେହିଦି, ତାଇଜୁଲ ସାମିଲ

କୋଲକାତା,୨୩।୧୧(ପି.ଟି.)- ପ୍ରଥମ ଦିବାରାତ୍ର ଟେଷ୍ଟରେ ଦୁଇଟି ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଦୁଇ ବାଂଲାଦଶ ବ୍ୟାଟ୍ସମ୍ୟାନ ଲିଟନ ଦାସ ଓ ନଇମ ହାସନ ରିଟାୟାର୍ଡ ହର୍ଟ...

୩୫ ବର୍ଷରେ ଧାଓ୍ବନ

ନୂଆଦିଲୀ,୬।୧୨: ଭାରତୀୟ ଅଭିଜ୍ଞ ଓପନର ଶିଖର ଧାଓ୍ବନ ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ଶନିବାର ସେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବରାଜ...

ଜାତୀୟ ଜୁନିୟର ବାଳିକା ଫୁଟବଲ: ସଙ୍ଗୀତା ଓଡ଼ିଶା ଦଳର ନେତୃତ୍ୱ ନେବେ

ଭୁବନେଶ୍ୱର, ୧୭।୪(କ୍ରୀଡ଼ା ପ୍ରତିନିଧି)- ମହାରାଷ୍ଟ୍ରର କୋହ୍ଲାପୁରଠାରେ ଜାତୀୟ ଜୁନିୟର ବାଳିକା ଫୁଟବଲ ଚାମ୍ପିୟନଶିପ୍‌ ଚଳିତମାସ ୨୦ରୁ ମେ ୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା...

ଭାରତର ପରାଜୟ ପରେ ଉପଅଧିନାୟକଙ୍କ ଅଜବ ମନ୍ତବ୍ୟ

ସିଡନୀ,୩୦।୧୧: ଅଷ୍ଟ୍ରେଲିଆଠାରୁ କ୍ରମାଗତ ଦୁଇଟି ମ୍ୟାଚ ପରାସ୍ତ ହୋଇ ଭାରତୀୟ ଦଳ ସିରିଜ୍‌ ୨-୦ରେ ହାରିଛି । ଏବେ ଡିସେମ୍ବର ୨ରେ ସେ ସମ୍ମାନ ବଞ୍ଚାଇବା...

ସାକିବ୍‌ଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ହୋଇପାରେ

ଢାକା, ୨୭।୧୦ (ପି.ଟି.)- ଧର୍ମଘଟ ଦ୍ୱାରା ବାଂଲାଦେଶ ଖେଳାଳିମାନେ ହୁଏତ ଉପକୃତ ହୋଇପାରନ୍ତି ହେଲେ ଜାତୀୟ ଅଧିନାୟକ ସାକିବ ଅଲ୍‌ ହସନ ଏବେ ଅଡୁଆରେ ପଡ଼ିଛନ୍ତି।...

ଟିମ୍‌ ଇଣ୍ଡିଆ ବିପକ୍ଷରେ ହାଫ୍‌ସେଞ୍ଚୁରି ମାରିଥିବା ଅନ୍ତର୍ଜାତୀୟ ଖେଳାଳି ଏବେ ଓଡ଼ିଶା ଦଳରେ

ଭୁବନେଶ୍ୱର,୨୯।୮: ହଂକଂର ପୂର୍ବତନ ଅଧିନାୟକ ଅଂଶୁମାନ ରଥ ଚଳିତ ଘରୋଇ ସିଜନରେ ଓଡ଼ିଶା ପାଇଁ ଖେଳିବେ। ଭାରତୀୟ ପାସପୋର୍ଟଧାରୀ ରଥ ଜଣେ ଓଡ଼ିଆ ଖେଳାଳି। ଗତ...

Advertisement
Archives

Model This Week