Posted inଜାତୀୟ

ସର୍ତ୍ତ ମାନିଲେ ନୀତୀଶଙ୍କ ସହ ମିଶିବି, କହିଲେ ପିକେ…

ପାଟନା, ୧୫।୯ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଭେଟିବାର ଗୁମର ଖୋଲିଛନ୍ତି। ସେ କହିଛନ୍ତି ଯେ ନୀତୀଶଙ୍କୁ ଦୁଇ ଦିନ ପୂର୍ବରୁ ଭେଟିଥିଲେ। ଅନେକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ କେବଳ ଏକ ସାମାଜିକ, ରାଜନୈତିକ ପ୍ରସଙ୍ଗ ଉପରେ ଚର୍ଚ୍ଚା ହୋଇଥିଲା। ଏହା ଏକ ସୌଜନ୍ୟମୂଳକ ସାକ୍ଷାତ୍‌କାର ଥିଲା ।

ଏହି ସମୟରେ ଆମେ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରି ନଥିଲୁ । ସେ କହିଛନ୍ତି ଯେ ମୁଁ ମୋର ଅଭିଯାନରୁ ପଛଘୁଞ୍ଚା ଦେବି ନାହିଁ। ମୋର ଜନସୁରାଜ ଯାତ୍ରା ଜାରି ରହିବ। ମୁଁ ରାଜ୍ୟର ସମସ୍ତ ଲୋକଙ୍କୁ ଭେଟିବି ଏବଂ ବିହାରର ଭବିଷ୍ୟତ ବିଷୟରେ ସେମାନଙ୍କୁ ବୁଝାଇବି।

ପିକେ କହିଛନ୍ତି ଯେ ଯଦି ମୋର ଗୋଟିଏ ସର୍ତ୍ତ ରହିଛି। ଏହା ମାନିନେଲେ ମୁଁ ନୀତୀଶଙ୍କ ସହିତ ମିଶିବି। ସେହି ସର୍ତ୍ତ ହେଉଛି ନୀତୀଶ ଗୋଟିଏ ବର୍ଷ ମଧ୍ୟରେ ୧୦ ଲକ୍ଷ ବେକାର ଯୁବକଙ୍କୁ ଚାକିରି ଦିଅନ୍ତୁ। ଏହାପରେ ମୁଁ ତାଙ୍କ ସହିତ ଯୋଗଦେବି। ପିକେଙ୍କ ଏଭଳି ମନ୍ତବ୍ୟ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆ କରୋନା ମୁକ୍ତ ରାଜ୍ୟ ଘୋଷଣାକୁ ନେଇ ଆରମ୍ଭ ହେଲା ରାଜନୀତି

ପଣଜୀ,୨୧।୪: ଗୋଟିଏ ଦିନ ପୂର୍ବରୁ ଗୋଆକୁ କରୋନା ମୁକ୍ତ ରାଜ୍ୟ ଘୋଷଣା କରାଯାଇଥିଲା। ଏବେ ଏହାକୁ ନେଇ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତଙ୍କୁ ଟାର୍ଗେଟ କରିଛି କଂଗ୍ରେସ।...

ମୁମ୍ବାଇରେ ଗଣପତି ବିସର୍ଜନ ପାଇଁ ସୁରକ୍ଷାରେ ରହିବେ ୫୦ ହଜାରରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀ

ମୁମ୍ବାଇ,୧୨।୯: ମହାରାଷ୍ଟ୍ରରେ ସବୁଠାରୁ ବଡ ପର୍ବ ଗଣେଶ ପୂଜା ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ୧୦ ଦିନ ପରେ ଏଠାରେ ବିଘ୍ନବିନାଶକଙ୍କୁ ବିସର୍ଜନ କରାଯାଇଥାଏ।...

ପଶ୍ଚିମବଙ୍ଗ ରାଜନୀତି ସରଗରମ: ମୋଦିଙ୍କୁ ଚିଠି ଲେଖିଲେ ଟିଏମ୍‌ସି ଏମ୍‌ପି

କୋଲକାତା,୨ ।୭: ପଶ୍ଚିମବଙ୍ଗ ବିଧାନସଭାର ବିରୋଧିଦଳ ନେତା ଶୁଭେନ୍ଦୁ ଅଧିକାରୀ ସଲିସିଟର ଜେନରାଲ ତୁଷାର ମେହେଟ୍ଟାଙ୍କୁ ସାକ୍ଷାତ୍ କରିବା ପରେ ଏବେ ସେଠାରେ ରାଜନୀତି ହୋଇଛି...

ଅରୁଣ ସୌରିି ଅସୁସ୍ଥ

ପୁଣେ,୨।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ସାମ୍ବାଦିକ ଅରୁଣ ସୌରି ଅସୁସ୍ଥ ହୋଇପଡିଛନ୍ତି। ରବିବାର ରାତିରେ ସେ ଚେତାଶୂନ୍ୟ ହୋଇଯିବାରୁ ତାଙ୍କୁ ପୁଣେର ରୁବି ହାଲ୍‌...

ଟୁଇଟର୍‌ରେ ରାଜ୍ୟପାଳଙ୍କୁ ବ୍ଲକ୍‌ କଲେ ମୁଖ୍ୟମନ୍ତ୍ରୀ

କୋଲକତା,୩୧।୧: ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖର ଏବଂ ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାରଙ୍କ ମଧ୍ୟରେ ତିକ୍ତତା ତୀବ୍ର ହୋଇଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟପାଳଙ୍କୁ...

୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ...

ସୀମାରେ ଚାହିଁ ବସିଛି ଶତ୍ରୁ, ପ୍ରତିରକ୍ଷା ଗବେଷଣା ଅନୁସନ୍ଧାନ ଖର୍ଚ୍ଚ ମାତ୍ର ୦.୦୮୩ ପ୍ରତିଶତ…

ନୂଆଦିଲ୍ଲୀ,୧୭।୩ : ପୂର୍ବ ଲଦାଖର ଏଲ୍‌ଏସି ଏବଂ ଜମ୍ମୁ-କଶ୍ମୀରର ଏଲ୍‌ଓସିରେ ଶତ୍ରୁ ପକ୍ଷ ଚାହିଁ ବସିଥିବାବେଳେ ଭାରତରେ ପ୍ରତିରକ୍ଷା ଗବେଷଣା ଅନୁସନ୍ଧାନ ଖର୍ଚ୍ଚ କମିବାରେ ଲାଗିଛି।...

କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କାମ ଦେବନି କନିକାଙ୍କ ପ୍ଲାଜମା !

ଲକ୍ଷ୍ନୌ,୨୮।୪: ବଲିଉଡ୍‌ ଗାୟିକା କନିକା କପୁର ନିକଟରେ କରୋନା ସଂକ୍ରମଣରୁ ସୁସ୍ଥ ହୋଇଥିବା ବେଳେ ଏବେ ସେ ପ୍ଲାଜମା ଦାନ କରିବାକୁ ମନ ବଳାଇଥିଲେ। ଯେଉଁଥିରେ...

Advertisement
Archives

Model This Week