Posted inଖେଳ

ଗିଲଙ୍କ ଫର୍ମ ଦେଖି ଛାନିଆ: ବୋଲର କହିଲେ ‘ମୁଁ କରିବି ନାହିଁ  ବୋଲିଂ…

ନୂଆଦିଲ୍ଲୀ,୧୨।୭: ଇଂଲଣ୍ଡରେ ଗିଲ ଚମତ୍କାର ଫର୍ମରେ ଅଛନ୍ତି। ସେ ମାତ୍ର ୪ ଇନିଂସରେ ୫୮୫ ରନ କରିଛନ୍ତି। ଏହାକୁ ନେଇ ବୋଲରମାନେ ତାଙ୍କୁ ବୋଲିଂ କରିବାକୁ ଭୟ କରୁଛନ୍ତି। ପରିସ୍ଥିତି ଏଭଳି ଯେ ତାଙ୍କ ବିସ୍ଫୋରକ ବ୍ୟାଟିଂର  ଚର୍ଚ୍ଚା ଅଷ୍ଟ୍ରେଲିଆରେ ପହଞ୍ଚିଛି। ଗିଲଙ୍କ ବ୍ୟାଟିଂ ଦେଖି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବୋଲର ମିଚେଲ ଷ୍ଟାର୍କ ପ୍ରତିକ୍ରିୟା ଦେଇଛନ୍ତି। ସେ ସେଠାକାର ପିଚ୍‌ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ ଭାରତ ଏବଂ ଇଂଲଣ୍ଡ ଟେଷ୍ଟ ସିରିଜ ସମୟରେ ବ୍ୟାଟିଂ ପାଇଁ ସହଜ ପିଚ୍‌ ଉପରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ସେ ‘ଏକଦମ ଫ୍ଲାଟ୍‌ ପିଚ୍‌’ରେ ଶୁଭମନ ଗିଲଙ୍କ ଭଳି ଫର୍ମରେ ଥିବା ବ୍ୟାଟ୍ସମ୍ୟାନଙ୍କୁ ବୋଲିଂ କରିବାକୁ ପସନ୍ଦ କରିବେ ନାହିଁ।
ଷ୍ଟାର୍କ ‘ୱିଲିୟମ ଟକ୍‌ ପଡକାଷ୍ଟ’ରେ କହିଛନ୍ତି, “ମୁଁ ଇଂଲଣ୍ଡରେ ଗିଲଙ୍କୁ ବୋଲିଂ କରିବି ନାହିଁ। ମୁଁ ସେଠାରେ ବହୁତ ମ୍ୟାଚ ଦେଖିନାହିଁ କିନ୍ତୁ ମୁଁ ସ୍କୋରକାର୍ଡ ଦେଖିଛି। ଇଂଲଣ୍ଡରେ ଏପରି ପିଚ ବୋଲରମାନଙ୍କ ପାଇଁ ବହୁତ ଚ୍ୟାଲେଞ୍ଜିଂ।“
ରୋହିତ ଶର୍ମାଙ୍କ ସ୍ଥାନରେ ଭାରତୀୟ ଟେଷ୍ଟ ଅଧିନାୟକ ହୋଇଥିବା ଗିଲ ବର୍ମିଂହାମ ଟେଷ୍ଟରେ ୨୬୯ ଏବଂ ୧୬୧ ରନ କରି ଭାରତକୁ ବଡ଼ ବିଜୟ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପୂର୍ବରୁ ଲିଡ୍ସରେ ଖେଳାଯାଇଥିବା ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଏକ ଶତକ ହାସଲ କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri