Posted inଜାତୀୟ

ଭାଜପାରେ ଯୋଗ ଦେବିନି, ଶୀଘ୍ର ଛାଡ଼ିବି କଂଗ୍ରେସ…

ଚଣ୍ଡିଗଡ଼,୩୦।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂ କଂଗ୍ରେସ ଛାଡ଼ିବା ସମ୍ପର୍କରେ ଘୋଷଣା କରିଛନ୍ତି। ଏକ ନ୍ୟୁଜ୍‌ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ ସେ କହିଛନ୍ତି ଯେ, ଭାଜପାରେ ଯୋଗ ଦେବିନି, କିନ୍ତୁ ଶୀଘ୍ର କଂଗ୍ରେସ ଛାଡ଼ିବି। ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଛି। ହୁଏତ ଅମରିନ୍ଦର ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ନୂଆ ରାଜନୈତିକ ଦଳ ଗଠନ କରିପାରନ୍ତି ବୋଲି ରାଜନୈତିକ ସମୀକ୍ଷକମାନେ ଅନୁମାନ କରୁଛନ୍ତି।

କଂଗ୍ରେସରେ ମିଳିଥିବା ଅପମାନ ସହ୍ୟ କରି ହେଉ ନ ଥିବା ସେ କହିଛନ୍ତି। ଏବେ କଂଗ୍ରେସରେ ରହିଛି, ମାତ୍ର ଆଗକୁ ଦଳରେ ରହିବି ନାହିଁ ବୋଲି ସେ ପ୍ରକାଶ କରିଛନ୍ତି। ସେ ଦିଲ୍ଲୀ ଗସ୍ତ କରି ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ୍‌ ନ କରି କଂଗ୍ରେସ ପ୍ରତି ନିଜ  ମନୋଭାବର ସଙ୍କେତ ଦେଇଛନ୍ତି।

କଂଗ୍ରେସର ବରିଷ୍ଠ ନେତା ଅମ୍ବିକା ସୋନୀ ଏବଂ କମଲନାଥ ତାଙ୍କ ସହିତ କଥାବାର୍ତ୍ତା ହେବାର ପ୍ରୟାସ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ବୈଠକରେ ଓଓ୍ବାଇସିଙ୍କୁ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୦।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ଏପର୍ଯ୍ୟନ୍ତ ସରକାର ଏବଂ ବିରୋଧୀ ପକ୍ଷରୁ କୌଣସି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ। ଚଳିତ ଥର ବିରୋଧୀ ମିଳିତ ଭାବେ...

ମାଙ୍କଡ଼ ନେଇଗଲେ କରୋନା ରକ୍ତ ନମୁନା

ନୂଆଦିଲ୍ଲୀ,୩୦ା୫: ଉତ୍ତରପ୍ରଦେଶର ମିରଟ ମେଡିକାଲ କଲେଜ ପରିସରରେ ଦଳେ ମାଙ୍କଡ ଲାବରେଟୋରି ଟେକ୍‌ନିସିଆନ୍‌ଙ୍କୁ ଆକ୍ରମଣ କରି ତାଙ୍କଠାରୁ ସନ୍ଦିଗ୍ଧ କୋଭିଡ୍‌-୧୯ ସଂକ୍ରମିତଙ୍କ ରକ୍ତ ନମୁନା ଛଡ଼ାଇନେଇ...

ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଖଣ୍ଡନ ପରେ ଟୁଇଟ୍‌ ଡିଲିଟ କଲେ ମନୋଜ

ନୂଆଦିଲ୍ଲୀ,୯।୮: କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କର ଏବେ ହସ୍ପିଟାଲରେ ଚିକିତ୍ସା ଚାଲିଛି। ଏପର୍ଯ୍ୟନ୍ତ ତାଙ୍କର ଦ୍ୱିତୀୟ ଥର କରୋନା ଟେଷ୍ଟ...

ପୁଣି ଅଶାନ୍ତ ପଶ୍ଚିମବଙ୍ଗ: ଭାଜପା ଏମ୍‌ପିଙ୍କ ଉପରକୁ ଆକ୍ରମଣ

କୋଲକାତା,୧।୯: ପୁଣି ଅଶାନ୍ତ ହୋଇପଡିଛି ପଶ୍ଚିମବଙ୍ଗ। ରବିବାର ରାଜ୍ୟର ଉତ୍ତର ୨୪ ପ୍ରଗଣା ଜିଲାରେ ଟିଏମସି କର୍ମୀମାନେ ଭାଜପା ଏମ୍‌ପି ଅର୍ଜୁନ ସିଂହଙ୍କ ଗାଡ଼ି ଭଙ୍ଗାରୁଜା...

ମୋଦି ଜଣେ ଏକଛତ୍ରବାଦୀ ଶାସକ: ତାରିକ୍‌ ଅନଓ୍ବାର

ପାଟନା, ୭।୧୨: କଂଗ୍ରେସ ପକ୍ଷରୁ ଲଗାତାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟାର୍ଗେଟ୍‌ କରାଯାଉଛି। ଏବେ କଂଗ୍ରେସ ସଦସ୍ୟ ତାରିକ୍‌ ଅନଓ୍ବାର ମୋଦିଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ...

ମୋଦିଙ୍କ ସମ୍ପତ୍ତି ବଢ଼ିଛି, ଶାହାଙ୍କର କମିଛି

ନୂଆଦିଲ୍ଲୀ, ୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ନିଜ ନିଜର ସମ୍ପତ୍ତିର ସୂଚନାକୁ ସାର୍ବଜନୀକ କରିଛନ୍ତି। ଏହି ସୂଚନା www.pmindia.gov.inରେ ଉପଲବ୍ଧ ହେଉଛି।...

ପାର୍ବଣରେ ୨.୫ ଲକ୍ଷ କୋଟି ଖର୍ଚ୍ଚ କରିବେ ଭାରତୀୟ

ନୂଆଦିଲ୍ଲୀ,୨୫।୯: ଗତ ୨ ବର୍ଷ ହେବ କୋଭିଡ୍‌ ମହାମାରୀ ପାଇଁ ପାର୍ବଣ ବଜାର ମାନ୍ଦା ପଡ଼ିଯାଇଥିଲା। ବିଶେଷକରି ୨୦୨୦ ଏବଂ ୨୦୨୧ରେ ପାର୍ବଣର ମଜା ଉଠାଇପାରି...

ଉଦ୍ଧବଙ୍କ ଉପରେ ଖପ୍ପା: ଭାଜପାରେ ଯୋଗଦେଲେ ୪୦୦ ଶିବସେନା କାର୍ଯ୍ୟକର୍ତ୍ତା

ମୁମ୍ବାଇ,୫।୧୨: ମହାରାଷ୍ଟ୍ରରେ ଶିବସେନାକୁ ଝଟ୍‌କା ଲାଗିଛି। ଦଳର ୪୦୦ କାର୍ଯ୍ୟକର୍ତ୍ତା ଭାଜପାରେ ଯୋଗଦେଇଛନ୍ତି। ରାଜ୍ୟରେ ଶିବସେନା ଏନସିପି ଏବଂ କଂଗ୍ରେସ ସହ ମିଶି ସରକାର ଗଢିବାକୁ...

Advertisement
Archives

Model This Week