Posted inଜାତୀୟ

ଗୃହ ସୁରୁଖୁରୁରେ ନ ଚାଲିବା ପର୍ଯ୍ୟନ୍ତ ବାଚସ୍ପତି ଆସନରେ ବସିବି ନାହିଁ: ଓମ ବିର୍ଲା…

ନୂଆଦିଲ୍ଲୀ,୨।୮ : ମଙ୍ଗଳବାର (ଅଗଷ୍ଟ ୧) ଲୋକସଭାରେ ଘଟିଥିବା ଘଟଣାରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଗୃହ ସୁରୁଖୁରୁରେ ନ ଚାଲିବା ପର୍ଯ୍ୟନ୍ତ ବାଚସ୍ପତି ଆସନରେ ବସିବି ନାହିଁ। ଦଳର ସଦସ୍ୟ ତଥା ବିରୋଧୀ ଦଳର ସମସ୍ୟଙ୍କ କାର୍ଯ୍ୟରେ ଅସନ୍ତୋଷ ବ୍ୟକ୍ତ କରି ଲୋକସଭା ବାଚସ୍ପତି ତାଙ୍କର ଏହି ନିଷ୍ପତ୍ତି ବିଷୟରେ କହିଛନ୍ତି।

ଗୃହରେ ଶୃଙ୍ଖଳା ପୁନଃସ୍ଥାପିତ ନ ହେବା ପର୍ଯ୍ୟନ୍ତ ସେ ବାଚସ୍ପତି ଆସନକୁ ଯିବେ ନାହିଁ। ମୋ ପାଇଁ ଗୃହର ସମ୍ମାନ ସର୍ବୋଚ୍ଚ ଅଟେ। ଗୃହର ମର୍ଯ୍ୟଦା ବଜାୟ ରଖିବା ସମସ୍ତଙ୍କ ସାମୂହିକ ଦାୟିତ୍ୱ। ଗୃହରେ କିଛି ସଦସ୍ୟଙ୍କ ଆଚରଣ ଗୃହର ଉଚ୍ଚ ପରମ୍ପରା ବିରୁଦ୍ଧ।

ବାଚସ୍ପତି ର୍ବିଲା ତାଙ୍କ ନିଷ୍ପତ୍ତି ସମ୍ପର୍କରେ ଉଭୟ ପକ୍ଷଙ୍କୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri