ଅଞ୍ଚଳର ବିକାଶ ପାଇଁ କାମ କରିବି

କୋକସରା,୨୫।୩(ଡି.ଏନ.ଏ): କଳାହାଣ୍ଡି ଜଲା କୋକସରା ପଞ୍ଚାୟତ ସମିତିର ନବ ନିର୍ବାଚିତ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଏବଂ ଉପାଧ୍ୟକ୍ଷ ରାଜିବ ଅଗ୍ରୱାଲ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହି ଅବସରରେ ଅଧ୍ୟକ୍ଷା ଏବଂ ଊପାଧ୍ୟକ୍ଷ ଅଞ୍ଚଳର ବିକାଶ ପାଇଁ କାମ କରିବେ ବୋଲି କହିଥିଲେ। କୋକସରା ବ୍ଲକର ମୁଖ୍ୟ କିରାଣୀ ଅଚ୍ୟୁତାନନ୍ଦ ନାଗ, ବ୍ଲକ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ନାରାୟଣ ଭୋଇ, ପିଇଓ ବିରଞ୍ଚି ଖର୍ସେଲ ପ୍ରମୁଖ ଉପସ୍ଥିତ ଥିଲେ।

କୋକସରା ବ୍ଲକର ଖବରଦାତାଙ୍କ ପକ୍ଷରୁ ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କୁ ଫୁଲତୋଡା ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ବରିଷ୍ଠ କଂଗ୍ରେସ ନେତା ପୁରୁଷୋତ୍ତମ ଗୁପ୍ତା, ନବୀନ ନାଏକ, ରାଜେନ୍ଦ୍ର ନାଏକ, ତ୍ରିଭୁବନ ନାଏକ, ସୁଶିଳ ଅଗ୍ରୱାଲ, ବିଜେଡି ସଭାପତି ସୁଶାନ୍ତ ବେହେରା, ପ୍ରଣବ ବେହେରା, ରମେଶ ଶର୍ମା, ଲକ୍ଷ୍ମୀ ନାରାୟଣ ପ୍ରଧାନୀ, ସୋନୁ ଅଗ୍ରୱାଲ, ଅରୁଣ ଅଗ୍ରୱାଲ ସମେତ ବ୍ଲକ କର୍ମଚାରୀ ଉପସ୍ଥିତ ରହି ଅଧ୍ୟକ୍ଷା ଓ ଉପାଧ୍ୟକ୍ଷଙ୍କୁ ଶୁଭେଚ୍ଛା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ହଜାର ଟଙ୍କାରେ ୭ମାସର ଶିଶୁପୁତ୍ରକୁ ବିକିଲା ବାପା

ଝରିଗାଁ,୯।୭(ସ୍ବ.ପ୍ର)- ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ୭ମାସର ଶିଶୁପୁତ୍ରକୁ ବାପା ବିକ୍ରି କରି ଦେଇଥିବା ଥାନାରେ ଅଭିଯୋଗ ହୋଇଛି। ଉମରକୋଟ ବ୍ଲକ ପୂଜାରୀଗୁଡା ଗ୍ରାମର...

ଅନିଶ୍ଚିତତାରେ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜଗତ୍‌ସିଂହପୁର ଅଫିସ,୨୪।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ପକ୍ଷରୁ ଚଳିତବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ବାତିଲ କରି ଦିଆଯାଇଛି।...

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ବୁଲାଇ ନେବା ବାହାନାରେ ଗର୍ଭ ନଷ୍ଟ

କୁଚିଣ୍ଡା,୨୭ା୨: ବିବାହ ପ୍ରତିଶ୍ରୁତି ଦେଇ ପ୍ରେମିକ ଶାରୀରିକ ସମ୍ପର୍କ ରଖିବା ପରେ ଜଣେ ନାବାଳିକା ଗର୍ଭବତୀ ହୋଇଥିଲେ। ପରେ ନାବାଳିକା ବିବାହ ପାଇଁ ଜିଦି କରିଥିଲେ।...

ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ: ୧୧ ଆହତ

ଖଇରା, ୧୩ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର-କୁପାରୀ ରାସ୍ତାର ଦାନ୍ତିଆ ଛକ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ପୋଲିସ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୧ଜଣ ଆହତ ହୋଇଛନ୍ତି। ସେମାନଙ୍କ...

ବଦଳୁନି ଭିତ୍ତିଭୂମି: ଗୋଟିଏ ଗୃହରେ ୫ଶ୍ରେଣୀ

ପଦ୍ମପୁର, ୩।୧୦(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଗୋ ପଞ୍ଚାୟତର କଲ୍ୟାଣପୁର ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ କୋଠରିରେ ୫ ଟି ଶ୍ରେଣୀର ଛାତ୍ରୀଛାତ୍ରଙ୍କୁ...

ମାଲକାନଗିରି ଜିଲାରେ ପୁଷ୍ଟିହୀନତା ସମସ୍ୟା:ପ୍ରତି ଜିଲାରେ ନିଯୁକ୍ତ ହେବେ ସ୍ବତନ୍ତ୍ର ଅଧିକାରୀ

କଟକ ଅଫିସ,୧୭।୧୨: ଅପପୁଷ୍ଟିକୁ ରୋକିବା ପାଇଁ ସରକାର ବହୁବିଧ ଯୋଜନା କରିଛନ୍ତି। ମାତ୍ର ଏହାର ପ୍ରଭାବ ମାଲକାନଗିରି ଜିଲାରେ ପଡୁନାହିଁ। ଉକ୍ତ ଜିଲାରେ ବହୁ ସଂଖ୍ୟକ...

ରୋଗ୍‌ରେ ପଡ଼ି ଅକରମା ଗଜିନ୍ଦ୍ର: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

  ଲୋଇସିଂହା,୧୮।୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗଁାର ଗଜିନ୍ଦ୍ର କୁମ୍ଭାର(୪୭)। ଆଏଜ୍‌କେ ୫ ବଛର ହେଲା ପେଟ୍‌ ବେମାରୀରେ ପୀଡ଼ିତ ଅଛନ୍‌। ଅପରେଶନ...

୧ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଶିକ୍ଷକ

ନୟାଗଡ଼ ଅଫିସ,୧୪।୮-ଜଣେ ଶିକ୍ଷକଙ୍କ ଏମଏସ୍‌ପି (ବର୍ଦ୍ଧିତ ଦରମା) ମଞ୍ଜୁର କରାଇଦେବା ପାଇଁ ଅନ୍ୟ ଜଣେ ଶିକ୍ଷକ ୧ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ...

Advertisement
Archives

Model This Week