ମୁଁ ନଇଁବି ନାହିଁ…ଅର୍ଦ୍ଧଶତକ ପରେ ପୁଷ୍ପା ଷ୍ଟାଇଲ୍‌ରେ ସେଲିବ୍ରେଶନ କଲେ ନୀତୀଶ

ମେଲବୋର୍ନ,୨୮।୧୨: ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଚତୁର୍ଥ ଟେଷ୍ଟର ପ୍ରଥମ ଇନିଂସରେ ଏପର୍ଯ୍ୟନ୍ତ ଭାରତୀୟ ଏବଂ ଅଷ୍ଟ୍ରେଲିଆ ଦ୍ୱାରା ପାଞ୍ଚ ଅର୍ଦ୍ଧଶତକ ଏବଂ ଏକ ଶତକୀୟ ସ୍କୋର କରାଯାଇଛି। ଏଥିରେ ଅଷ୍ଟ୍ରେଲୀୟ ଯୁବ ଖେଳାଳି ସାମ କନଷ୍ଟାସ୍‌ଙ୍କ ଅର୍ଦ୍ଧ ଶତକ ଚର୍ଚ୍ଚାରେ ଥିଲା। ବର୍ତ୍ତମାନ ଭାରତୀୟ ଖେଳାଳି ନୀତୀଶ କୁମାର ରେଡ୍ଡୀଙ୍କ ଅର୍ଦ୍ଧଶତକ ମଧ୍ୟ ଏକ ଚର୍ଚ୍ଚାର ବିଷୟ ପାଲଟିଛି। ଏହା ହେଉଛି ନୀତୀଶ କୁମାରଙ୍କ ପ୍ରଥମ ଟେଷ୍ଟ ଅର୍ଦ୍ଧ ଶତକ , ଯାହାକୁ ସେ ଏକ ନିଆରା ଢଙ୍ଗରେ ସେଲିବ୍ରେଶନ୍‌ କରିଥିଲେ। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହେବାରେ ଲାଗିଛି।
ନୀତୀଶ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ କ୍ୟାରିୟରର ପ୍ରଥମ ଅର୍ଦ୍ଧଶତକ ହାସଲ କରିଛନ୍ତି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଥିବା ଟେଷ୍ଟ କ୍ୟାରିୟରର ତୃତୀୟ ମ୍ୟାଚର ଷଷ୍ଠ ଇନିଂସରେ ସେ ଏହି ଅର୍ଦ୍ଧଶତକ ହାସଲ କରିଥିଲେ। ଚତୁର୍ଥ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ନୀତୀଶ କୁମାର ଅର୍ଦ୍ଧଶତକ ହାସଲ କରିଥିଲେ।
ଅର୍ଦ୍ଧଶତକ ହାସଲ ପରେ ନୀତୀଶ ଦକ୍ଷିଣ ଚଳଚ୍ଚିତ୍ର ସୁପରଷ୍ଟାର ଅଲୁ ଅର୍ଜୁନଙ୍କ ପୁଷ୍ପାଙ୍କ ଟ୍ରେଡ ମାର୍କ ସେଲିବ୍ରେଶନ୍‌ କରିଥିଲେ।
ଖବର ଲେଖିବା ପର୍ଯ୍ୟନ୍ତ ନୀତୀଶ କୁମାର ରେଡ୍ଡୀ ୱାଶିଂଟନ ସୁନ୍ଦରଙ୍କ ସହ ଭାଗିଦାରୀ କରିବାରେ ଏକ ବଡ଼ ରେକର୍ଡ ସୃଷ୍ଟି କରୁଛନ୍ତି। ନୀତୀଶ କୁମାର ବର୍ତ୍ତମାନ ୧୦୦ ବଲ୍‌ର ସମ୍ମୁଖୀନ ହୋଇ ୬୬ ରନ ସ୍କୋର କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?