ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି ହ୍ରାଇଡ୍ରାମା କରିଥିଲେ ଜଣେ ନାବାଳିକା। ନାବାଳିକା ଜଣକ ମଞ୍ଚେଶ୍ୱର ଥାନା ଝରଣାବସ୍ତି(ଖ) ଅଞ୍ଚଳରେ ରହୁଥିବାବେଳେ ପୋଲିସ ତାଙ୍କୁ ଉଦ୍ଧାର କରି ସୁଧାର ଗୃହରେ ଛାଡିଛି।
ଅନୁଯାୟୀ, ଝରଣାବସ୍ତିରେ ରହୁଥିବା ଯୁବତୀଙ୍କ ପ୍ରେମିକ ପୋକ୍‌ସୋ ମାମଲାରେ ଗିରଫ ହୋଇ ମାସେ ହେବ ଜେଲରେ ଅଛନ୍ତି। ନାବାଳିକା ପ୍ରେମିକଙ୍କ ଘରେ ଥିବା ବେଳେ ତାଙ୍କ ମା’ବାପା ମଞ୍ଚେଶ୍ୱର ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ପ୍ରେମିକଙ୍କୁ ଗିରଫ କରି ଜେଲ ପଠାଇବା ସହ ନାବାଳିକାଙ୍କୁ ଉଦ୍ଧାର କରିଥିଲା। ମଙ୍ଗଳବାର ଏହି ମାମଲାରେ ବୟାନ ରେକର୍ଡ ପାଇଁ ନାବାଳିକା ଜଣକ କୋର୍ଟକୁ ଯାଇଥିଲେ। ପରେ ବାପା-ମାଙ୍କ ସହିତ ଘରକୁ ଆସିବାକୁ ରାଜି ନ ହୋଇ ରାସ୍ତାରେ ଚିତ୍କାର କରିଥିଲେ। ଏହି ଘଟଣାକୁ ନେଇ କୋର୍ଟ ସାମ୍ନାରେ କିଛି ସମୟ ଭିଡ ଦେଖିବାକୁ ମିଳିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?