Posted inଜାତୀୟ

ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଇଟାନଗର,୧୮ ।୧୧: ଭାରତୀୟ ବାୟୁସେନାର ଏମ୍‌ଆଇ-୭୦ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ହୋଇଛି । ତେବେ ହେଲିକପ୍ଟରରେ ଥିବା ୨ ପାଇଲଟ ଓ ୩ କ୍ରିୟୁ ମେମ୍ବର ସୁରକ୍ଷିତ ଥିବା ଜଣାପଡିଛି । ଭାରତୀୟ ବାୟୁସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି । କୁହାଯାଉଛି କି ବେଶ କିଛିଦିନ ହେବ ହେଲିକପ୍ଟରଟି ବ୍ୟବହାର ହେଉ ନ ଥିଲା । ଗୁରୁବାର ଯେତେବେଳେ ପାଇଲଟ ଏହାକୁ ଉଡାଇବାକୁ ଚେଷ୍ଟା କରିଥିଲେ ସେତେବେଳେ ଏହା କ୍ରାସ ହୋଇଯାଇଥିଲା । ଘଟଣାର ସଠିକ୍ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଦୁର୍ଘଟଣା ପରେ କୋର୍ଟ ଅଫ୍ ଇନକ୍ୱାରିର ନିର୍ଦ୍ଦେଶ ଦିଆଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ୩ ମାସ ମଧ୍ୟରେ…

ନୂଆଦିଲ୍ଲୀ,୨୮।୯: ସୁପ୍ରିମକୋର୍ଟ ସୋମବାର ନିର୍ବାଚନ କମିଶନଙ୍କୁ ଏକ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ତୃଣମୂଳ କଂଗ୍ରେସ (TMC)ର ଦୁଇ ବିରୋଧୀ ଗୋଷ୍ଠୀ ମଧ୍ୟରେ ‘ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ’…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?