ମାସ୍କ, ପିପିଇ କିଣା ଦୁର୍ନୀତି ପ୍ରସଙ୍ଗ: ଲୋକାୟୁକ୍ତରେ ହାଜର ହେଲେ ଆଇଏଏସ୍‌ ହେମନ୍ତ ଶର୍ମା, ରାଜ୍ୟ ଔଷଧ ନିଗମର ଅଧ୍ୟକ୍ଷା ଯାମିନୀ ଷଡ଼ଙ୍ଗୀ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): କରୋନା ମହାମାରୀ ସମୟରେ ମାସ୍କ ଓ ପିପିଇ କିଣା ଦୁର୍ନୀତିକୁ ନେଇ ହୋଇଥିବା ଅଭିଯୋଗର ପକ୍ଷ ରଖିବାକୁ ସୋମବାର ଲୋକାୟୁକ୍ତଙ୍କ ପାଖରେ ହାଜର ହୋଇଛନ୍ତି ବରିଷ୍ଠ ଆଇଏଏସ୍‌ ହେମନ୍ତ ଶର୍ମା ଓ ରାଜ୍ୟ ଔଷଧ ନିଗମର ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ। ଦୁହେଁ ଲୋକାୟୁକ୍ତଙ୍କ ପାଖରେ ହାଜର ହୋଇ ନିଜ ନିଜର ପକ୍ଷ ରଖିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ କଂଗ୍ରେସ ଓ ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ମାସ୍କ,ପିପିଇ କିଣାକୁ ନେଇ ଦୁର୍ନୀତି ଅଭିଯୋଗ ହୋଇଥିଲା। ରାଜ୍ୟ ସରକାର ଚଢ଼ା ଦାମରେ ମାସ୍କ ଓ ପିପିଇ କିଟ୍‌ କିଣିଥିବା ଅଭିଯୋଗ କରାଯାଇଥିଲା। ତେଣୁ ଏ ସମ୍ପର୍କରେ ଆଜି ପକ୍ଷ ରଖିବାକୁ ବରିଷ୍ଠ ଆଇଏଏସ ହେମନ୍ତ ଶର୍ମା ଓ ରାଜ୍ୟ ଔଷଧ ନିଗମର ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ ଲୋକାୟୁକ୍ତଙ୍କୁ ସାକ୍ଷାତ କରିଛନ୍ତି। ଲୋକାୟୁକ୍ତଙ୍କୁ ସାକ୍ଷାତ କରିବା ପରେ ହେମନ୍ତ ଶର୍ମା କହିଛନ୍ତି ଯେ, ଯାହା ସୂଚନା ଦେବା କଥା ସେ ଲୋକାୟୁକ୍ତଙ୍କୁ ଦେଇଛନ୍ତି। ଏବିଷୟରେ ଗଣମାଧ୍ୟମରେ କହିବା ଲୋକାୟୁକ୍ତଙ୍କ ପ୍ରତି ଅବମାନନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri