Posted inଜାତୀୟ

ଉପହାର ପାଖରେ ରଖିପାରିବେ ଆଇଏଏସ୍‌, ଆଇପିଏସ୍‌ ଅଫିସର

ନୂଆଦିଲ୍ଲୀ, ୨୨।୯(ପି.ଟି.): ଆଇଏଏସ୍‌, ଆଇପିଏସ୍‌ ଏବଂ ଆଇଏଫ୍‌ଏସ୍‌ ଅଫିସରମାନେ ବିଦେଶୀ ମାନ୍ୟଗଣ୍ୟ ବ୍ୟକ୍ତିଙ୍କଠାରୁ ଗ୍ରହଣ କରିଥିବା ଉପହାର ପାଖରେ ରଖିପାରିବେ। ଏଥିପାଇଁ କେନ୍ଦ୍ର ସରକାର ୫୦ ବର୍ଷର ପୁରୁଣା ନିୟମାବଳୀରେ ସଂଶୋଧନ କରିଛନ୍ତି। ପ୍ରଚଳିତ ନିୟମାବଳୀରେ ବିବାହ, ବାର୍ଷିକୋତ୍ସବ ଏବଂ ଧର୍ମୀୟ ଉତ୍ସବରେ ନିକଟ ସମ୍ପର୍କୀୟଙ୍କଠାରୁ ଏବଂ ସରକାରୀ କାରବାର ନ ଥିବା ବ୍ୟକ୍ତିଗତ ବନ୍ଧୁଙ୍କଠାରୁ ଅଫିସରମାନେ ଉପହାର ଗ୍ରହଣ କରିବା ଅନୁମତି ରହିଛି। ଉପହାରର ମୂଲ୍ୟ ୨୫,୦୦୦ ଟଙ୍କାରୁ ଅଧିକ ହୋଇଥିଲେ, ସରକାରଙ୍କୁ ଜଣାଇବାକୁ ପଡ଼ିବ। ସର୍ବଭାରତୀୟ ସେବା (ଆଚରଣ) ନିୟମାବଳୀ, ୧୯୬୮ ଅନୁଯାୟୀ ସରକାରଙ୍କ ବିନା ଅନୁମତିରେ ଅଧିକାରୀମାନେ ୫୦୦୦ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ଉପହାର ଗ୍ରହଣ କରି ପାରିବେ ନାହିଁ। କାର୍ମିକ ମନ୍ତ୍ରଣାଳୟ ଏବେ ଉକ୍ତ ନିୟମରେ ସଂଶୋଧନ କରିକରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମଙ୍ଗଳ ବିଭାଗର ୨୨ ବିଦ୍ୟାଳୟର ଶତପ୍ରତିଶତ ପାସ

କୋରାପୁଟ,୪ା୫(ଅମିତାଭ ବେହେରା): ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ କୋରାପୁଟ ଜିଲା ମଙ୍ଗଳ ବିଭାଗ ଶତପ୍ରତିଶତ ସଫଳତା ହାସଲ କରିଛି। ମୋଟ ପାସ ହାର ୯୯ ପ୍ରତିଶତ ରହିଛି। ୩୭ରୁ…

ମାତ୍ର ୨ବର୍ଷରେ ଘଟିଲା ଏମିତି, ଯାହା ଦିଦିଙ୍କ ପରାଜୟର କାରଣ ସାଜିଲା!

କୋଲକାତା,୪।୫: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ଏବେ ରାଜ୍ୟର ନେତୃତ୍ୱ ଛାଡିବା ଅନିବାର୍ଯ୍ୟ ମନେ ହେଉଛି। ୪…

Bangal New CM: ମମତାଙ୍କ ପରାଜୟର ସଠିକ ଭବିଷ୍ୟବାଣୀ କରିଥିବା ବ୍ୟକ୍ତିଙ୍କଠାରୁ ଜାଣନ୍ତୁ କିଏ ହେବେ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ

କୋଲକାତା,୪।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଭାଜପାର ଉତ୍ଥାନ ଏବଂ ଟିଏମସିର ପତନର ସ୍ପଷ୍ଟ ସୂଚନା ଦେଉଛି। ବର୍ତ୍ତମାନର ଧାରା ଅନୁସାରେ, ଭାଜପା ୧୯୪ଟି ଆସନରେ ଆଗୁଆ…

ରାଜସ୍ଥାନ ଫ୍ରାଞ୍ଚାଇଜର ୭୫% ଅଂଶଧନ କିଣିଲେ ମିତ୍ତଲ ପରିବାର

ନୂଆଦିଲ୍ଲୀ,୪ା୫: ଶିଳ୍ପପତି ଲକ୍ଷ୍ମୀ ମିତ୍ତଲ ଏବଂ ତାଙ୍କ ପୁଅ ଆଦିତ୍ୟ ମିତ୍ତଲଙ୍କ ସହିତ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଆଇଆଇ)ର ଆଦାର ପୁନାଓ୍ୱାଲା ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜର…

କଫ୍‌ ସିରପ ଜବତ, ୩ କୋର୍ଟ ଚାଲାଣ

ନୂଆପଡ଼ା,୪ା୫(ମକାରୁ ବେମାଲ):ନୂଆପଡ଼ା ଜିଲା ସଦର ଥାନା ପୋଲିସ ୧୪୩ ବୋତଲ କଫ୍‌ ସିରପ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ, ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

କେନ୍ଦ୍ରାପଡ଼ା,୪ା୫(ଜଗନ୍ନାଥ ଧଳ): ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ…

ଧୋନିଙ୍କଠାରୁ ବଡ଼ ଷ୍ଟାର ହୋଇଗଲେ ବିଜୟ! ସତ୍ୟ ହେଲା ପିକେଙ୍କ ଭବିଷ୍ୟବାଣୀ; ବଦଳିଗଲା ୬୦ ବର୍ଷର ଇତିହାସ

ଚେନ୍ନାଇ,୪।୫: ଏଥର ତାମିଲନାଡୁ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖାଯାଉଛି। ପ୍ରାୟ ୬୦ ବର୍ଷ ଧରି ରାଜ୍ୟର ରାଜନୈତିକ ଦୃଶ୍ୟପଟରେ ପ୍ରାଧାନ୍ୟ ବିସ୍ତାର କରିଥିବା ଡିଏମକେ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri