ମନୋଜ ମହାନ୍ତି OPSC ସଦସ୍ୟ ନିଯୁକ୍ତ

ଭୁବନେଶ୍ୱର,୧୦।୭: IAS ମନୋଜ କୁମାର ମହାନ୍ତିଙ୍କୁ ରାଜ୍ୟ ସରକାର ଗୁରୁବାର OPSC ସଦସ୍ୟ ଭାବେ ନିଯୁକ୍ତ କରିଛନ୍ତି। ମନୋଜଙ୍କୁ ୬ ବର୍ଷ ପାଇଁ ରାଜ୍ୟ ସରକାର ଏହି ନିଯୁକ୍ତି ଦେଇଛନ୍ତି। ପୂର୍ବରୁ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ।

Share
Tags: OPSC