Posted inଜାତୀୟ

ପଦୋନ୍ନତି ପାଇଲେ ଟିନା ଡାବି: ଟୁଇଟ କରି ଦେଲେ ସୂଚନା

ଜୟପୁର, ୨୭।୧୧-୨୦୧୫ ମସିହାର ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଟପ୍ପର ଟିନା ଡାବିଙ୍କୁ ମିଳିଛି ପଦୋନ୍ନତି। ରାଜସ୍ଥାନ ସରକାର ତାଙ୍କୁ ଫାଇନାନ୍ସ (ଟ୍ୟାକ୍ସ) ଯୁଗ୍ମ ସଚିବ ଭାବରେ ନିଯୁକ୍ତ କରିଛନ୍ତି। ଏ ନେଇ ଶୁକ୍ରବାର ଟିନା ଏକ ଫଟୋ ଟୁଇଟ କରି ସୂଚନା ଦେଇଛନ୍ତି। ଫଟୋରେ ଟିନା ଅଫିସରେ ବସି କାର୍ଯ୍ୟ କରୁଥିବା ଦେଖାଯାଇଛି। ଏହାପୂର୍ବରୁ ଟିନା ଗଙ୍ଗନଗରରେ ଜିଲା ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

ଖୁସିରେ ଗଦଗଦ ହୋଇ ମୋଦିଙ୍କୁ ଏମିତି ମେସେଜ୍‌ କରିଦେଲେ ଟ୍ରମ୍ପ: ଚାହିଁ ରହିଗଲା ସାରା ବିଶ୍ୱ

ନୂଆଦିଲ୍ଲୀ,୧୧।୬:ଲଗାତର ଅଧିକ ଦିନ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହେରୁଙ୍କ କାର୍ଯ୍ୟକାଳ ରେକର୍ଡକୁ ବୁଧବାର ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିକ୍ରମ କରିଛନ୍ତି। ୨୦୧୪ ମେ’…

ଆଜିଠୁ ସିଜେପିର ଦେଶବ୍ୟାପୀ ବିକ୍ଷୋଭ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୦ା୬(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଏବଂ ସିବିଏସ୍‌ଇ ପରୀକ୍ଷା ଅନିୟମିତତାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ କକ୍‌ରୋଚ ଜନତା ପାର୍ଟି (ସିଜେପି) ଗୁରୁବାରଠାରୁ…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ନେହେରୁଙ୍କ ରେକର୍ଡ ଭାଙ୍ଗିବା ପରେ ଆସିଲା ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା, କଂଗ୍ରେସର ପ୍ରତାରଣା ପରେ ଦେଶବାସୀ…

ନୂଆଦିଲ୍ଲୀ,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ୧୨ ବର୍ଷ ପୂରଣ ଉପଲକ୍ଷେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA)ର ଏକ ପ୍ରମୁଖ ବୈଠକ ଅନୁଷ୍ଠିତ ହୋଇଥିଲା।…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri