ଆଉ ୬ ମାସ ଛୁଟିରେ ଯାଇଥାନ୍ତେ ସୁଜାତା କାର୍ତ୍ତିକେୟନ: ମୋହନ ସିଧା କହିଲେ…

ଭୁବନେଶ୍ୱର, ୨୬।୧୧: ୨୦୦୦ ବ୍ୟାଚର ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତ୍ତିକେୟନଙ୍କୁ ନେଇ ପ୍ରଶାସନିକ ସ୍ତରରେ ଜୋରଦାର ଚର୍ଚ୍ଚା ଚାଲି ଥିବାବେଳେ ତାଙ୍କୁ ବଡ଼ ଝଟ୍‌କା ଲାଗିଛି। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ଥିବା ବେଳେ ଆଉ  ସେ ୬ ମାସ ଛୁଟି ଆବେଦନ କରିଥିଲେ । ତେବେ ତାଙ୍କ ଛୁଟିକୁ ନାଁ କରିଦେଲେ ମୋହନ ସରକାର। ୨୭ ତାରିଖ ଅର୍ଥାତ ବୁଧବାରଠାରୁ ତାଙ୍କୁ କାର୍ଯ୍ୟରେ ଯୋଗ ଦେବକୁ ନିର୍ଦ୍ଦେଶ ଦିଆଯାଇଛି। ଆଇଏଏସ୍‌ କାର୍ତ୍ତିକେୟନ ମେ ୩୧ରୁ ଛୁଟିରେ ଯାଇଥିବା ବେଳେ ଆଉ ୬ ମାସ ଛୁଟିରେ ରହିବାକୁ ଚାହୁଁଥିଲେ। ତେବେ ତାଙ୍କ ଛୁଟିକୁ ମୋହନ ସରକାର ନାଁ କରିଦେବା ସହ ତାଙ୍କୁ  ବୁଧବାର  କାର୍ଯ୍ୟରେ ଯୋଗ ଦେବାକୁ କୁହାଯାଇଛି।  ତେବେ ଆଇଏଏସ ସୁଜାତା ଯୋଗ ଦେଲେ ଲୋକସେବା ଭବନରେ କେଉଁଠି ବସିବେ ? ଗୁରୁତ୍ୱପୂଣ୍ଣ ନା ଗୌଣ ବିଭାଗ ମିଳବ ? ଏଭଳି କେତେକ ପ୍ରଶ୍ନକୁ ନେଇ ପାଓ୍ୱାର କରିଡରରେ ଆଲୋଚନା ହେଉଛି ।

ନବୀନ ସରକାର ସମୟରେ ସୁଜାତା କାର୍ତ୍ତିକେୟନ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିଲେ । ନିର୍ବାଚନ ସମୟରେ ତାଙ୍କୁ ବଦଳି କରିଯାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ପୋଷ୍ଟିଂ କରାଯାଇଥିଲା ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

ମୁନିଗୁଡାରେ ୩ ଘର ଉପରକୁ ମାଡ଼ିଗଲା ଟ୍ୟାଙ୍କର: ପରେ…

ମୁନିଗୁଡା,୨୨।୩(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ମୁନିଖୋଲ କନକ ପରମେଶ୍ୱରୀ ମନ୍ଦିର ନିକଟରେ ରବିବାର ଭୋର ସମୟରେ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବକ୍ସାଇଟ…

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri