Posted inଜାତୀୟ

ସ୍ବାମୀକୁ ଛାଡପତ୍ର ଦେବେ ଆଇଏଏସ୍‌ ଟିନା ଡାବି

ଜୟପୁର,୨୦।୧୧-୨୦୧୫ କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସସି)ରେ ଟପ୍ପର ହୋଇଥିବା ଟିନା ଡାବି ତାଙ୍କ ସ୍ବାମୀ ଅଥର ଅମିର ଖାନଙ୍କଠୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଜୟପୁରର ଏକ ଫ୍ୟାମିଲି କୋର୍ଟରେ ଉଭୟେ ସ୍ବାମୀ ସ୍ତ୍ରୀ ସହମତି ଭିତ୍ତିରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି।
ସୂଚନାଯୋଗ୍ୟ, ୟୁପିଏସସି ୨୦୧୫ର ଟପ୍ପର ଟିନା ୨୦୧୮ ଏପ୍ରିଲରେ ଅଥରଙ୍କୁ ବିବାହ କରିଥିଲେ। ଅଥର ମଧ୍ୟ ଜଣେ ପ୍ରଶାସନିକ ଅଧିକାରୀ। ସେ ୟୁପିଏସସି ପରୀକ୍ଷା ୨୦୧୫ ରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଉଭୟ ଟିନା ଏବଂ ଅଥର ରାଜସ୍ଥାନ କ୍ୟାଡରର ଅଧିକାରୀ।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ମୁ-କଶ୍ମୀର ଗସ୍ତରେ ଶାହ: ଘାଟିରେ ସିଆର୍‌ପିଏଫର ଭିଆଇପି ୟୁନିଟ ମୁତୟନ

ଜମ୍ମୁ,୨୩ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅକ୍ଟୋବର ୨୩ରୁ ଜମ୍ମୁ-କଶ୍ମୀର ଗସ୍ତ କରୁଛନ୍ତି । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏଥିପାଇଁ ଶୁକ୍ରବାରଠାରୁ...

ଶଶୀ ଥରୁରଙ୍କୁ ମିଳିଲା ଫ୍ରାନ୍ସର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ,୧୧।୮: ବରିଷ୍ଠ କଂଗ୍ରେସ ନେତା ଶଶୀ ଥରୁରଙ୍କୁ ଲେଖା ଏବଂ ବକ୍ତୃତା ପାଇଁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଚେଭାଲିଅର ଡି ଲା ଲେଗିଅନ୍‌’ରେ ସମ୍ମାନିତ...

ପୁଲଓ୍ବାମା ଆକ୍ରମଣ: ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା କଲା ସିଆର୍‌ପିଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୪।୯: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ରିପୋର୍ଟର ତଥ୍ୟ ପ୍ରକାଶ ପାଇଛି। ସିଆର୍‌ପିଏଫ୍‌ ପକ୍ଷରୁ ପ୍ରକାଶିତ ଏହି ରିପୋର୍ଟରେ ଗୋଇନ୍ଦା ବିଭାଗ ବିଫଳତାକୁ ଇସାରା...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଜଣଙ୍କୁ ଏନ୍‌କାଉଣ୍ଟର, ଅନ୍ୟ ଜଣେ ଗିରଫ…

ଶ୍ରୀନଗର,୧୪।୮: ସ୍ବାଧୀନତା ଦିବସର ଗୋଟିଏ ଦିନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ କୁଲଗାମ୍‌ ଜିଲାରେ...

ହିମାଳୟ ପାଇଁ ଖୋଲିବ ଜଳବାୟୁ କେନ୍ଦ୍ର

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ହିମାଳୟ ପାର୍ବତ୍ୟାଞ୍ଚଳ ପାଇଁ ଏକ ଆଞ୍ଚଳିକ ଜଳବାୟୁ କେନ୍ଦ୍ର ଖୋଲିବା ଲାଗି ଭାରତ ସରକାର ଯୋଜନା କରୁଛନ୍ତି। ଏହା କେବଳ ଆମ ଦେଶକୁ...

ମହାରାଷ୍ଟ୍ରର ନୂଆ ସମୀକରଣକୁ ଦେଖି କିଛି ଲୋକଙ୍କ ପେଟ କାଟୁଛି: ଶିବସେନା

ମୁମ୍ବାଇ,୧୬।୧୧: ମହାରାଷ୍ଟ୍ରରେ ଏବେ ସରକାର ଗଢିବାକୁ ଶିବସେନା ପୁଣି ଥରେ ପାଗ ଭିଡୁଛି। ଏତିକି ବେଳେ ଭାରତୀୟ ଜନତା ପାର୍ଟି(ଭାଜପା) ଏହାକୁ ହଜମ କରିପାରୁ ନ...

ପୁଣି ଆହ୍ଲାବାଦ ହାଇକୋର୍ଟକୁ ଫେରିଲା ଲଖିମପୁର ଖେରୀ ମାମଲା,…

ନୂଆଦିଲ୍ଲୀ, ୧୮।୪ : ଲଖିମପୁର ଖେରୀ ମାମଲାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରଙ୍କ ଜାମିନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ଏହା ସହ ଶୀର୍ଷ ଅଦାଲତ ପୁନର୍ବାର...

ଜମ୍ମୁ ଛାଡିଲେ ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ

ଶ୍ରୀନଗର,୩୦।୬: ଅମରନାଥ ତୀର୍ଥଯାତ୍ରୀଙ୍କ ପ୍ରଥମ ଦଳ ରବିବାର ଜମ୍ମୁ ଛାଡିଛନ୍ତି। ସେମାନେ କଶ୍ମୀରରେ ପହଞ୍ଚିବା ପରେ ସୋମବାରଠାରୁ ୪୫ ଦିନିଆ ଅମରନାଥ ଯାତ୍ରା ଆରମ୍ଭ ହେବ।...

Advertisement
Archives

Model This Week