Posted inଜାତୀୟ

ବାଂଲାଦେଶ-ମ୍ୟାନମାର୍‌କୁ ଗୁପ୍ତ ସୂଚନା ଦେବ ଆଇବି

ନୂଆଦିଲ୍ଲୀ,୨୬।୧୨: ଅନ୍ତର୍ଜାତୀୟ ସୀମାରେ ଆତଙ୍କବାଦୀ କାର୍ଯ୍ୟକଳାପ ଉପରେ ରୋକ ଲଗାଇବା ପାଇଁ ଭାରତ, ବାଂଲାଦେଶ ଏବଂ ମ୍ୟାନମାର୍‌ ମଧ୍ୟରେ ବୁଝାମଣା ହୋଇଛି। ଏହା ଅନ୍ତର୍ଗତ ଭାରତର ଇଣ୍ଟେଲଜେନ୍ସ୍‌ ବ୍ୟୁରୋ (ଆଇବି) ବାଂଲାଦେଶ ଏବଂ ମ୍ୟାନମାର୍‌କୁ ଆତଙ୍କବାଦ ସମ୍ପର୍କିତ ଗୁପ୍ତ ସୂଚନା ଯୋଗାଇଦେବ। ଏହାଦ୍ୱାରା ଆତଙ୍କବାଦ ବିରୋଧରେ ଅନ୍ତର୍ଜାତୀୟସ୍ତରରେ ଲଢ଼େଇ ଜୋର୍‌ଦାର୍‌ ହୋଇପାରିବ। ଆଇବିର ମଲ୍ଟି ଏଜେନ୍ସି ସେଣ୍ଟର (ମ୍ୟାକ୍‌) ଏକ୍ଷେତ୍ରରେ କାର୍ଯ୍ୟ କରିବ। ଆଇବି ସମ୍ପ୍ରତି ୮୨୫ ଅଞ୍ଚଳରେ କାର୍ଯ୍ୟ ଜାରି ରଖିଛି। ପ୍ରତିଦିନ ପ୍ରାୟ ୧୫୦ ଗୁପ୍ତତଥ୍ୟ ସଂଗ୍ରହ କରାଯାଉଥିବା କୁହାଯାଉଛି। ଆଇବି ଏବେ ୧୯୮୪ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ଅରବିନ୍ଦ କୁମାରଙ୍କ ନେତୃତ୍ୱରେ କାର୍ଯ୍ୟ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ପିଲାଙ୍କ ମା’ ସାଜୁଥିଲେ କନ୍ୟା: ଚତୁର୍ଥୀ ରାତି ପୂର୍ବରୁ ବରଘରେ ବୁଲାଉଥିଲେ କଳାକନା

ଭୋପାଳ, ୮।୮: ଦେଶରେ ଗୋଟିଏ ପଟେ କରୋନା ମହାମାରୀ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଲକ୍‌ ଡାଉନ୍‌ ଯୋଗୁ ଲୋକଙ୍କ ପାଖରେ ଟଙ୍କାର ଅଭାବ...

ଦିଲ୍ଲୀ ସରକାରଙ୍କର ହୋମ୍‌ ଡେଲିଭରି ସେବାରେ ଯୋଡି ହେବ ଆଉ ୩୦ ସେବା

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀ ସରକାରଙ୍କର ଆଉ ୩୦ଟି ସରକାରୀ ସେବା ହୋମ୍‌ ଡେଲିଭରି ମାଧ୍ୟମରେ ମିଳିପାରିବ ବୋଲି ଜଣାପଡିଛି। ଏଥିପାଇଁ ଏବେଠାରୁ କାମ ଆରମ୍ଭ ହୋଇଥିବା କୁହାଯାଇଛି।...

ଗାଙ୍ଗୁଲୀ ପୁଣି ହସ୍ପିଟାଲରେ ଭର୍ତ୍ତି: ଛାତିରେ ଯନ୍ତ୍ରଣା

କୋଲକାତା, ୨୭।୧: ବିବିସିଆଇ ଅଧ୍ୟକ୍ଷ କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ବୁଧବାର ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ଆପୋଲୋ...

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ଆତଙ୍କବାଦୀ ଠିକଣା ଧ୍ୱଂସ, ବ୍ୟାପକ ଗୋଳାବାରୁଦ ଜବତ

ଶ୍ରୀନଗର,୧୩।୮: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀମାନେ ଲସ୍କର-ଏ-ତୋଏବାର ୨ଟି ବଡ଼ ଠିକଣାକୁ ଧ୍ୱଂସ କରିବାରେ ସଫଳ ହୋଇଛନ୍ତି। ଦକ୍ଷିଣ କଶ୍ମୀର ପୁଲଓ୍ବାମା ଜିଲା...

ଦିଲ୍ଲୀ ସରକାରଙ୍କର ମୁମ୍ବାଇଠାରୁ ଶିଖିବାର ଆବଶ୍ୟକତା ରହିଛି…

ନୂଆଦିଲ୍ଲୀ,୫।୫: ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ନେଇ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ମୁମ୍ବାଇ ସରକାରଙ୍କଠାରୁ ଦିଲ୍ଲୀ ସରକାର ଶିଖିବା ଆବଶ୍ୟକ ବୋଲି...

ସମସ୍ତ ସୁପାରିସ ମାନିବାକୁ ରାଜ୍ୟ ସରକାର ବାଧ୍ୟ ନୁହନ୍ତି

ନୂଆଦିଲ୍ଲୀ,୧୯।୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ବ୍ୟାପାରରେ ଆଇନ ପ୍ରଣୟନ କରିବା କ୍ଷମତା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ରହିଛି। ଜିଏସ୍‌ଟି କାଉନସିଲର...

ଛଦ୍ମ ରାଷ୍ଟ୍ରବାଦକୁ ‘ଝାଡୁ’:ଏକ ଅଙ୍କରେ ସୀମିତ ଭାଜପା, କଂଗ୍ରେସ ଏଥର ବି ମୂଳପୋଛ

ନୂଆଦିଲ୍ଲୀ,୧୨।୨ :ଯାହା ଅନୁମାନ କରାଯାଉଥିଲା ତାହା ହିଁ ହେଲା। ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ବିପୁଳ ବିଜୟ ହାସଲ କରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ...

ଗଲଓ୍ବାନ ଉପତ୍ୟକା କଳହ ମଞ୍ଜି

ନୂଆଦିଲ୍ଲୀ,୧୭ା୬ : ଖ୍ରୀଷ୍ଟପୂର୍ବ ୫୦୦ରେ ଚାଇନାର ନାମଚୀନ ସେନା ଜେନେରାଲ ସୁନ୍‌ ଜୁ ‘ଦି ଆର୍ଟ ଅଫ୍‌ ଓ୍ବାର୍‌’ ଶୀର୍ଷକ ପୁସ୍ତକରେ ଲେଖିଥିଲେ, ଯୁଦ୍ଧର ସର୍ବୋତ୍ତମ...

Advertisement
Archives

Model This Week