ବଲିଉଡରେ ଡେବ୍ୟୁ ପାଇଁ ପ୍ରସ୍ତୁତି ହେଉଛନ୍ତି ସୈଫଙ୍କ ପୁଅ ଇବ୍ରାହିମ

ମୁମ୍ବାଇ: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ପୁଅ ଇବ୍ରାହିମ ଅଲ୍ଲୀ ଖାନ ଗତ କିଛି ଦିନ ହେବ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଶୁଣିବାକୁ ମିଳୁଥିଲା କି ଇବ୍ରାହିମ ମଧ୍ୟ ବାପା ସୈଫଙ୍କ ଭଳି ଚଳଚ୍ଚିତ୍ରରେ ନିଜର କ୍ୟାରିୟର କରିବାକୁ ନିଷ୍ପତ୍ତି ନେଇଛନ୍ତି ଏବଂ ସେ ଖୁବ୍‌ଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ନିର୍ମାତା କରଣ ଜୋହର ତାଙ୍କର ପ୍ରଥମ ସିନେମା ନିର୍ମାଣ କରିବେ। ତେବେ ବର୍ତ୍ତମାନ ଇବ୍ରାହିମଙ୍କ ଏହି ଚଳଚ୍ଚିତ୍ର ସମ୍ବନ୍ଧରେ ସବିଶେଷ ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇବ୍ରାହିମଙ୍କ ଡେବ୍ୟୁ ଚଳଚ୍ଚିତ୍ରର ନାମ ସରଜାମିନ ହେବ। ଏହା ଏକ ଇମୋଶନାଲ-ଥ୍ରୀଲର ଚଳଚ୍ଚିତ୍ର ହେବ, ଯେଉଁଥିରେ ଇବ୍ରାହିମ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ। ଫିଲ୍ମର ପ୍ରି-ପ୍ରଡକ୍ସନ କାମ ଆରମ୍ଭ ହୋଇଛି ଏବଂ ନିର୍ମାତାମାନେ ଫିଲ୍ମର ଶୁଟିଂ ପାଇଁ ପ୍ରସ୍ତୁତ ହେଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଯିବେ କି ଗଡ଼କରୀ? କହିଲେ ‘E20 ପେଟ୍ରୋଲରେ ମୋର କୌଣସି ଭୂମିକା ନାହିଁ’

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ବମ୍ବେ ହାଇକୋର୍ଟରେ ଏକ ପ୍ରସ୍ତାବିତ ଦେୱାନୀ ମାମଲା ରୁଜୁ କରି ଦାବି କରିଛନ୍ତି ଯେ…

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଲେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି । ମଙ୍ଗଳବାର…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri