Posted inଖେଳ

ରୋହିତଙ୍କୁ ଝଟକା: ଚାମ୍ପିୟନ୍ସ ଟ୍ରଫିର ସର୍ବଶ୍ରେଷ୍ଠ ଖେଳାଳିଙ୍କ ନାଁ ଘୋଷଣା କଲା ICC, ଭାରତର ଏହି ୫ ଖେଳାଳି…

ନୂଆଦିଲ୍ଲୀ,୧୦।୩: ICC ଚାମ୍ପିୟନ୍ସ ଟ୍ରଫି ୨୦୨୫ର ଶ୍ରେଷ୍ଠ ଦଳ ଘୋଷଣା କରିଛି। ଏହି ଦଳରେ ଦ୍ୱାଦଶ ଶ୍ରେଷ୍ଠ ଖେଳାଳିଙ୍କୁ ମଧ୍ୟ ସାମିଲ କରାଯାଇଛି। ମଜାଦାର କଥା ହେଉଛି ଯେ ପାକିସ୍ତାନ, ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ଭଳି ବଡ଼ ଦଳଗୁଡ଼ିକର ଜଣେ ବି ଖେଳାଳି ଶ୍ରେଷ୍ଠ ପ୍ଲେଇଂ ଇଲେଭେନରେ ସ୍ଥାନ ପାଇନାହାଁନ୍ତି। ଚାମ୍ପିୟନ୍ସ ଟ୍ରଫିର ଶ୍ରେଷ୍ଠ ୧୧ ଖେଳାଳିଙ୍କ ମଧ୍ୟରେ ପାଞ୍ଚ ଜଣ ଭାରତୀୟଙ୍କୁ ସାମିଲ କରାଯାଇଛି। ଚାମ୍ପିୟନ୍ସ ଟ୍ରଫିର ଶ୍ରେଷ୍ଠ ପ୍ଲେଇଂ ଏକାଦଶରେ ନ୍ୟୁଜିଲାଣ୍ଡର ଚାରି ଜଣ ଏବଂ ଆଫଗାନିସ୍ତାନର ଦୁଇଜଣ ଖେଳାଳିଙ୍କୁ ମଧ୍ୟ ସାମିଲ କରାଯାଇଛି।

ଚାମ୍ପିୟନ୍ସ ଟ୍ରଫି ୨୦୨୫ର ଶ୍ରେଷ୍ଠ ଦଳରେ ସାମିଲ ହୋଇଥିବା ପାଞ୍ଚ ଜଣ ଭାରତୀୟ ଖେଳାଳିଙ୍କ ନାମ ହେଉଛି ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ ରାହୁଲ, ମହମ୍ମଦ ଶାମି ଏବଂ ବରୁଣ ଚକ୍ରବର୍ତ୍ତୀ। ଜଣେ ଭାରତୀୟ (ଅକ୍ଷର ପଟେଲ)ଙ୍କୁ ମଧ୍ୟ ଦ୍ୱାଦଶ ଖେଳାଳି ଭାବରେ ସ୍ଥାନ ଦିଆଯାଇଛି। ଏହି ସମଗ୍ର ଟୁର୍ନାମେଣ୍ଟରେ ବିରାଟ କୋହଲି ୨୧୮ ରନ କରିଛନ୍ତି। ସେହିପରି ଶ୍ରେୟସ ଆୟର ୨୪୩ ରନ କରିଛନ୍ତି। ଏଥିସହ ୨୦୨୫ ଚାମ୍ପିୟନ୍ସ ଟ୍ରଫିରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର୍‌ ମଧ୍ୟ ଥିଲେ ଆୟର।

ଚାମ୍ପିୟନ୍ସ ଟ୍ରଫିର ଶ୍ରେଷ୍ଠ ପ୍ଲେଇଂ ଏକାଦଶ: ରଚିନ ରବିନ୍ଦ୍ର, ଇବ୍ରାହିମ ଜାଦ୍ରାନ, ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ (ଉଇକେଟ୍‌), ଗ୍ଲେନ ଫିଲିପ୍ସ, ଆଜମତୁଲ୍ଲା ଉମରଜାଇ, ମିଚେଲ ସାଣ୍ଟନର (ଅଧିନାୟକ), ମହମ୍ମଦ ଶାମି, ମ୍ୟାଟ ହେନରୀ, ବରୁଣ ଚକ୍ରବର୍ତ୍ତୀ, ଅକ୍ଷର ପଟେଲ (ଦ୍ୱାଦଶ ଖେଳାଳି) ।


Enter your email to get our daily news in your inbox.

All Right Reserved By Dharitri.Com

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri