Posted inଖେଳ

ଇତିହାସ ରଚିଲେ ସୂର୍ଯ୍ୟକୁମାର, କ୍ରମାଗତ ୨ଥର ପାଇଁ ଜିତିଲେ ଆଇସିସି ଟି -୨୦ ପ୍ଲେୟର ଅଫ୍‌ ଦ ଇୟର ଆଓ୍ବାର୍ଡ

ନୂଆଦିଲ୍ଲୀ,୨୪।୧: ଭାରତର ବିସ୍ଫୋରକ ବ୍ୟାଟର୍‌ ସୂର୍ଯ୍ୟକୁମାର ଯାଦବଙ୍କୁ ଆଇସିସି ୨୦୨୩ ବର୍ଷ ପାଇଁ ଟି -୨୦ ପ୍ଲେୟର ଅଫ୍‌ ଦ ଇୟର ଭାବେ ଚୟନ କରିଛି। ଲଗାତାର ଦ୍ୱିତୀୟ ଥର ପାଇଁ ସୂର୍ଯ୍ୟକୁମାରଙ୍କୁ ଏହି ପୁରସ୍କାର ମିଳିଛି। ସୂର୍ଯ୍ୟକୁମାର ମଧ୍ୟ ଏହା ପୂର୍ବରୁ ଟି -୨୦ ଟିମ୍‌ ଅଫ୍‌ ଦ ଇୟର ରଖାଯାଇଥିଲା ଏବଂ ତାଙ୍କୁ ଅଧିନାୟକ କରାଯାଇଥିଲା। ସୂର୍ଯ୍ୟ ହେଉଛନ୍ତି ପ୍ରଥମ ଖେଳାଳି, ଯାହାଙ୍କୁ କ୍ରମାଗତ ଦୁଇଥର ଟି -୨୦ ପ୍ଲେୟାର ଅଫ ଦ ଇୟର ମିଳିଛି । ଏହାପୂର୍ବରୁ ସେ ୨୦୨୨ବର୍ଷ ପାଇଁ ଏହି ପୁରସ୍କାର ମଧ୍ୟ ପାଇଥିଲେ।

ସୂର୍ଯ୍ୟକୁମାର ୨୦୨୩ରେ ପ୍ରାୟ ୫୦ ହାରାହାରି ଏବଂ ୧୫୦ରୁ ଅଧିକ ଷ୍ଟ୍ରାଇକ ହାର ସହିତ ଅନ୍ତର୍ଜାତୀୟ ଟି -୨୦ରେ ପ୍ରାଧାନ୍ୟ ବିସ୍ତାର କରିଥିଲେ।ଗତ ବର୍ଷ ସେ ଅନେକ ମ୍ୟାଚରେ ଭାରତକୁ ବିଜୟୀ କରାଇଛନ୍ତି। ଜିମ୍ବାୱେର ସିକନ୍ଦର ରଜା, ଉଗାଣ୍ଡାର ଆଲପେଶ ରମଜାନି ଏବଂ ନ୍ୟୁଜିଲ୍ୟାଣ୍ଡର ମାର୍କ ଚାପମ୍ୟାନଙ୍‌କୁ ପରାସ୍ତ କରି ସୂର୍ଯ୍ୟକୁମାର ଏହି ପୁରସ୍କାର ଜିତିଛନ୍ତି। ଗତ ବର୍ଷ ସୂର୍ଯ୍ୟ ୧୭ଟି ଇନିଂସରେ ୭୩୩ ରନ୍‌ ସଂଗ୍ରହ କରିଥିଲେ। ଏହି ଅବଧି ମଧ୍ୟରେ ତାଙ୍କର ହାରାହାରି ୪୮.୮୬ ଏବଂ ଷ୍ଟ୍ରାଇକ ହାର ୧୫୫. ୯୫ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମୃତ ପୋଲିସ ପରିବାରଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା

ଭୁବନେଶ୍ୱର,୨୨।୨: ଝାରସୁଗୁଡ଼ା ଜିଲା ସଦର ଥାନାରୁ ପ୍ରାୟ ଶହେ ମିଟର ଦୂର ଏଚ୍‌ କଣ୍ଟାପାଲି ଏନ୍‌ଏଚ୍‌ ୪୯ରେ ରବିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ଜଣ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri