Posted inଖେଳ

ଆଇସିସି ଚାମ୍ପିୟନ୍ସ ଟ୍ରଫି: ଭାରତ ଚାମ୍ପିୟନ

ଦୁବାଇ, ୯।୩: ୨୦୨୫ ଆଇସିସି ଚାମ୍ପିୟନ୍ସ ଟ୍ରଫିରେ ଚାମ୍ପିୟନ ହୋଇଛି ଟିମ୍‌ ଇଣ୍ଡିଆ। ସ୍ପିନରଙ୍କ ଚମତ୍କାର ପ୍ରଦର୍ଶନ ଓ ଅଧିନାୟକ ରୋହିତ ଶର୍ମାଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ରବିବାର ଅନୁଷ୍ଠିତ ଫାଇନାଲରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ ୫୦ ଓଭରରେ ୭ ଉଇକେଟ ହରାଇ ୨୫୧ ରନ କରିଥିଲା। ଜବାବରେ ଭାରତ ୪୯ ଓଭରରେ ୬ ଉଇକେଟ ହରାଇ ୨୫୪ ରନ ସଂଗ୍ରହ କରି ନେଇଥିଲା।

ଏହା ପୂର୍ବରୁ ଭାରତ ୨୦୦୨ ଓ ୨୦୧୩ରେ ଚାମ୍ପିୟନ ହୋଇଥିଲା। ଏଥର ଚାମ୍ପିୟନ ହୋଇ ତୃତୀୟ ଥର ଟାଇଟଲ ହାସଲ କରିବା ସହ ଟୁର୍ନାମେଣ୍ଟର ସବୁଠାରୁ ସଫଳ ଦଳ ହେବାର ରେକର୍ଡ କରିଛି। ଅନ୍ୟପକ୍ଷରେ ୨୦୦୦ରେ ଚାମ୍ପିୟନ ନ୍ୟୁଜିଲାଣ୍ଡ ୨୦୦୯ ଭଳି ଏଥର ମଧ୍ୟ ରନରଅପ୍‌ରେ ସନ୍ତୁଷ୍ଟ ହୋଇଛି। ଭାରତ ୨୦୦୦ ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାସ୍ତ ହୋଇଥିଲା। ଏଥର ସମାନ ପ୍ରତିଦ୍ୱନ୍ଦ୍ୱୀକୁ ହରାଇ ସେହି ପରାଜୟର ମଧୁର ପ୍ରତିଶୋଧ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

‘ବସ-ଉଠ’ ହେଲେ ଅଭିଷେକ ଶର୍ମା, ଜନ୍ମଦିନରେ ସ୍ବତନ୍ତ୍ର ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟର ଅଭିଷେକ ଶର୍ମା ଆଜି ତାଙ୍କର ୨୬ତମ ଜନ୍ମଦିନ ପାଳନ କରୁଛନ୍ତି। ୪ ସେପ୍ଟେମ୍ବର ୨୦୦୦ରେ ଜନ୍ମଗ୍ରହଣ କରିଥିବା ଅଭିଷେକ ଟି-୨୦ ଦଳର ଜଣେ…

ବଡ଼ ଘୋଷଣା କଲା BCCI, ଟିମ ଇଣ୍ଡିଆ ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁକ୍ରବାର ବଡ଼ ଘୋଷଣା କରିଛି। ଏସିଆନ ଗେମ୍ସରେ ନିଜ ଅଭିଯାନ ଆରମ୍ଭ କରିବା ପୂର୍ବରୁ ଭାରତୀୟ ପୁରୁଷ କ୍ରିକେଟ…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri