Posted inଖେଳ

ପାକିସ୍ତାନ ଦଳକୁ ମିଳିଲା ଭିସା, ଏହି ଦିନ ଭାରତରେ ପହଞ୍ଚିବେ…

ନୂଆଦିଲ୍ଲୀ,୨୬।୯: ପାକିସ୍ତାନ କ୍ରିକେଟ ଟିମ୍‌ ଲାଗି ଭାରତୀୟ ଭିସା ଜାରି କରାଯାଇଛି। ଏନେଇ ଅନ୍ତରାଷ୍ଟ୍ରୀୟ କ୍ରିକେଟ ପରିଷଦ ସୋମବାର ସୂଚନା ଦେଇଛି। ଏଣୁ ଦଳ ସେପ୍ଟେମ୍ବର ୨୭ରେ ଭାରତ ଆସିବ ବୋଲି ଜଣାପଡ଼ିଛି।

ସେପ୍ଟେମ୍ବର ୨୯ରେ ପାକିସ୍ତାନ ଟିମ୍‌ ହାଇଦ୍ରାବାଦରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ଅଭ୍ୟାସ ମ୍ୟାଚ୍‌ ଖେଳିବ। ଏହାର ୪୮ ଘଣ୍ଟାରୁ ମଧ୍ୟ କମ୍‌ ସମୟ ପୂର୍ବରୁ ଭିସା ନେଇ ମଞ୍ଜୁରି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରୋକୋ କଲେ ଚାଷୀ, ଘଟଣାସ୍ଥଳରେ ପୋଲିସ: ଏହି କାରଣକୁ ନେଇ ତାତିଲେ….

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନଥିବା କାରଣରୁ ଚାଷୀମାନେ ବୁଧବାର ପ୍ରତିବାଦ ଏବଂ ରାସ୍ତାରୋକୋ…

ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା ଶୁଭାରମ୍ଭ କଲେ ବିଧାୟକ, ସ୍ଲୋଗାନରେ ପ୍ରକମ୍ପିତ ହେଲା ସହର

ଗଞ୍ଜାମ,୧୨।୮(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ହର ହର ତ୍ରିରଙ୍ଗା ଘର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି l…

ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ବଡ଼ ଚମତ୍କାର! ଏହି ୩ ରାଶିଙ୍କୁ ମିଳିବ ଧନ ଓ କ୍ୟାରିୟରରେ ଜବରଦସ୍ତ ଲାଭ

ମଙ୍ଗଳ ଗ୍ରହ ୨୪ ଜୁଲାଇରେ ମୃଗଶିରା ନକ୍ଷତ୍ରରେ ପ୍ରବେଶ କରିଥିଲେ। ବର୍ତ୍ତମାନ ଆଜି ୧୨ ଅଗଷ୍ଟ ବୁଧବାର ରାତ୍ରୀ ୧୦ଟା ୪୨ ମିନିଟରେ ମଙ୍ଗଳ ଗ୍ରହ ଆର୍ଦ୍ରା…

ନାବାଳିକାକୁ ଅପହରଣ କରି ଯାଜପୁରରେ ବଳାତ୍କାର, ପରେ…

ଭୁବନେଶ୍ୱର, ୧୨।୮: ଭୁବନେଶ୍ୱରର ଇନଫୋସିଟି ଥାନା ଅଞ୍ଚଳରୁ ଜଣେ ନାବାଳିକାକୁ ଅପହରଣ କରି ଯାଜପୁର ନେଇଯିବା ଏବଂ ସେଠାରେ ତାଙ୍କ ବଳାତ୍କାର ରାଯାଇଥିବା ନେଇ ଅଭିଯୋଗ ହୋଇଛି।…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri