Posted inଖେଳ

ଏସିଆ କପରେ ନିୟମ ଉଲ୍ଲଂଘନ ପାଇଁ ପାକିସ୍ତାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇପାରେ ICC: ରିପୋର୍ଟ

ଦୁବାଇ,୧୮ା୯: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ବିରୋଧରେ ଏସିଆ କପରେ ଏକାଧିକ ନିୟମ ଉଲ୍ଲଂଘନ ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ ବିଚାର କରୁଛି। ବୁଧବାର ପାକିସ୍ତାନ ଓ ୟୁଏଇ ମଧ୍ୟରେ ମ୍ୟାଚ ପୂର୍ବରୁ ପିସିବି ମ୍ୟାଚ ରେଫରୀ ଆଣ୍ଡି ପାଇକ୍ରଫ୍ଟଙ୍କୁ ହଟାଇବା ଦାବି କରି ମ୍ୟାଚ ବିଳମ୍ବ କରିଥିଲା।

ଆଇସିସି ସିଇଓ ସଞ୍ଜୋଗ ଗୁପ୍ତା ପିସିବିକୁ ଇ-ମେଲ ପଠାଇ ଖେଳାଳି ଓ ମ୍ୟାଚ ଅଫିସିଆଲ ଏରିଆ (ପିଏମଓଏ) ନିୟମର “ଅନୁଚିତ ଆଚରଣ” ଓ “ଏକାଧିକ ଉଲ୍ଲଂଘନ” ଅଭିଯୋଗ ଉଠାଇଛନ୍ତି। ପିସିବିର ମିଡିଆ ମ୍ୟାନେଜର ନାଇମ ଗିଲାନୀ ଟସ ପୂର୍ବରୁ ପାଇକ୍ରଫ୍ଟ, କୋଚ ମାଇକ ହେସନ ଓ ଅଧିନାୟକ ସଲମାନ ଆଲି ଅଘାଙ୍କ ବୈଠକ ଫିଲ୍ମ କରିଥିବା ନେଇ ଅଭିଯୋଗ ହୋଇଛି, ଯାହା ପିଏମଓଏ ନିୟମର ଉଲ୍ଲଂଘନ। ଆଇସିସି ଏହାକୁ ଖେଳର ସ୍ୱାର୍ଥ ଓ ପିଏମଓଏର ପବିତ୍ରତା ବିରୁଦ୍ଧରେ ଏକ ଗୁରୁତର ଉଲ୍ଲଂଘନ ବୋଲି ବିବେଚନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଭାଗ୍ୟ ବଳରେ

କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିିଟାଲରେ ୧୫ ମାର୍ଚ୍ଚ ବିଳମ୍ବିତ ରାତ୍ରିରେ ଟ୍ରମା କେୟାର ଇଣ୍ଟେନସିଭ୍‌ କେୟାର ୟୁନିଟ (ଆଇସିୟୁ)ରେ ଅଗ୍ନିକାଣ୍ଡ ଘଟି ୧୦…

ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩(ବନ୍ଦନା ସେଠୀ): ପୂର୍ବଭାରତ ଉପରେ ରହିଥିବା ଉପ-ଉଷ୍ମକଟୀବନ୍ଧୀୟ (ସବ୍‌ଟ୍ରପିକାଲ୍‌) ପଶ୍ଚିମୀ ଜେଟ୍‌ ଷ୍ଟ୍ରିମ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହେଉଛି।…

ଟ୍ରମ୍ପ୍‌ ବାଟବଣା, ମୁହଁ ମୋଡ଼ୁଛନ୍ତି ନାଟୋ ସହଯୋଗୀ

ନୂଆଦିଲ୍ଲୀ,୧୭।୩: ଇରାନ୍‌ ବିରୋଧରେ ଯୁଦ୍ଧ ଆରମ୍ଭ କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ବାଟବଣା ହୋଇପଡ଼ିଛନ୍ତି। ସ୍ଥିତି ଏଭଳି ହୋଇଛି , ଟ୍ରମ୍ପ୍‌ ଯୁଦ୍ଧ ବନ୍ଦ…

ଆଫଗାନିସ୍ତାନ କାବୁଲରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ

ନୂଆଦିଲ୍ଲୀ,୧୭।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ସଂଘର୍ଷ ଯୋଗୁଁ ସମଗ୍ର ବିଶ୍ୱ ଗଭୀର ଚିନ୍ତିତ । ଏହି ବ୍ୟାପକ ସଂଘର୍ଷ ମଧ୍ୟରେ, ପାକିସ୍ତାନ ଏବଂ…

୧୧ କ୍ରସ୍‌ ଭୋଟିଂରେ ଦିଲୀପ ଜିତିଲେ

ଭୁବନେଶ୍ୱର, ୧୭।୪(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ସୋମବାର ଅନୁଷ୍ଠିତ ହୋଇଥିବା ନିର୍ବାଚନରେ କ୍ରସ୍‌ ଭୋଟିଂକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିଛି। କଂଗ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri