Posted inଖେଳ

ଧୋନୀଙ୍କ ନିଷ୍ପତ୍ତିରେ ଖୁସି ଆଇସିସି

ଦୁବାଇ,୨।୧୧: କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷରେ ବିଜୟ ସହ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ ୨୦୨୦ରେ ନିରାଶାଜନକ ଯାତ୍ରା ଶେଷ କରିଛି। ମ୍ୟାଚ୍‌ ପୂର୍ବରୁ ଧୋନୀ ଚେନ୍ନାଇ ପାଇଁ ଏହା ତାଙ୍କର ଶେଷ ମ୍ୟାଚ ନୁହେଁ ବୋଲି କହି ପ୍ରଶଂସକଙ୍କୁ ଖୁସି କରିଥିଲେ। ଏହି ମ୍ୟାଚ୍‌ରେ ଧୋନୀ ଟସ ଜିତିବା ପରେ କ୍ରିକେଟ୍‌ ସମୀକ୍ଷକ ଡାନି ମରିସନ୍‌ ତାଙ୍କୁ ହଳିଦିଆ ଜର୍ସିରେ ଏହା ଶେଷ ମ୍ୟାଚ୍‌ କି ବୋଲି ପଚାରିଥିଲେ। ଏହା ଶୁଣି ଧୋନୀ କହିଥିଲେ ଆଦୌ ନୁହେଁ। ଧୋନୀଙ୍କ ଏହି ନିଷ୍ପତ୍ତିର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ସମୟରେ ଧୋନୀଙ୍କ ଏଭଳି ନିଷ୍ପତ୍ତିକୁ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ(ଆଇସିସି) ମଧ୍ୟ ସ୍ବାଗତ କରିଛି। ଧୋନୀଙ୍କ ଫଟୋ ମଧ୍ୟ ଶେୟାର କରି ଏହାର କ୍ୟାପସନରେ ଆଇସିସି ଲେଖିଛି, ୧୯୨୯ ଘଣ୍ଟାରୁ ଏମଏସ ଧୋନୀଙ୍କୁ ଅବସର ନେବାକୁ ପଡିବ, ଆଦୌ ନୁହେଁ। ଏମଏସ ଧୋନୀଙ୍କ ଦଳ ଚେନ୍ନାଇ ସୁପର କିଙ୍ଗସ ଏପର୍ଯ୍ୟନ୍ତ ୧୧ଥର ଆଇପିଏଲରେ ଭାଗ ନେଇଛି। ଏଥିମଧ୍ୟରୁ ଦଳ ୧୦ଥର ପ୍ଲେ ଅଫ୍‌କୁ ଯାଇଛି। ଚଳିତବର୍ଷ ପ୍ରଥମଥର ପାଇଁ ଚେନ୍ନାଇ ପ୍ଲେ ଅଫରେ ପ୍ରବେଶ କରିନାହିଁ।

 इस बीच आईसीसी ने भी धोनी के आईपीएल से रिटायर न होने के फैसले का स्वागत किया. आईसीसी ने धोनी के पोस्ट को कैप्श्न में डालते हुए लिखा, 1929 hours से एमएस धोनी को रिटायर माने, बिलकुल नहीं. इसके साथ ही धोनी की तस्वीर भी शेयर की.


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri