Posted inଖେଳ

ଧୋନୀଙ୍କ ନିଷ୍ପତ୍ତିରେ ଖୁସି ଆଇସିସି

ଦୁବାଇ,୨।୧୧: କିଙ୍ଗସ ଏକାଦଶ ପଞ୍ଜାବ ବିପକ୍ଷରେ ବିଜୟ ସହ ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ ୨୦୨୦ରେ ନିରାଶାଜନକ ଯାତ୍ରା ଶେଷ କରିଛି। ମ୍ୟାଚ୍‌ ପୂର୍ବରୁ ଧୋନୀ ଚେନ୍ନାଇ ପାଇଁ ଏହା ତାଙ୍କର ଶେଷ ମ୍ୟାଚ ନୁହେଁ ବୋଲି କହି ପ୍ରଶଂସକଙ୍କୁ ଖୁସି କରିଥିଲେ। ଏହି ମ୍ୟାଚ୍‌ରେ ଧୋନୀ ଟସ ଜିତିବା ପରେ କ୍ରିକେଟ୍‌ ସମୀକ୍ଷକ ଡାନି ମରିସନ୍‌ ତାଙ୍କୁ ହଳିଦିଆ ଜର୍ସିରେ ଏହା ଶେଷ ମ୍ୟାଚ୍‌ କି ବୋଲି ପଚାରିଥିଲେ। ଏହା ଶୁଣି ଧୋନୀ କହିଥିଲେ ଆଦୌ ନୁହେଁ। ଧୋନୀଙ୍କ ଏହି ନିଷ୍ପତ୍ତିର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ସମୟରେ ଧୋନୀଙ୍କ ଏଭଳି ନିଷ୍ପତ୍ତିକୁ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ(ଆଇସିସି) ମଧ୍ୟ ସ୍ବାଗତ କରିଛି। ଧୋନୀଙ୍କ ଫଟୋ ମଧ୍ୟ ଶେୟାର କରି ଏହାର କ୍ୟାପସନରେ ଆଇସିସି ଲେଖିଛି, ୧୯୨୯ ଘଣ୍ଟାରୁ ଏମଏସ ଧୋନୀଙ୍କୁ ଅବସର ନେବାକୁ ପଡିବ, ଆଦୌ ନୁହେଁ। ଏମଏସ ଧୋନୀଙ୍କ ଦଳ ଚେନ୍ନାଇ ସୁପର କିଙ୍ଗସ ଏପର୍ଯ୍ୟନ୍ତ ୧୧ଥର ଆଇପିଏଲରେ ଭାଗ ନେଇଛି। ଏଥିମଧ୍ୟରୁ ଦଳ ୧୦ଥର ପ୍ଲେ ଅଫ୍‌କୁ ଯାଇଛି। ଚଳିତବର୍ଷ ପ୍ରଥମଥର ପାଇଁ ଚେନ୍ନାଇ ପ୍ଲେ ଅଫରେ ପ୍ରବେଶ କରିନାହିଁ।

 इस बीच आईसीसी ने भी धोनी के आईपीएल से रिटायर न होने के फैसले का स्वागत किया. आईसीसी ने धोनी के पोस्ट को कैप्श्न में डालते हुए लिखा, 1929 hours से एमएस धोनी को रिटायर माने, बिलकुल नहीं. इसके साथ ही धोनी की तस्वीर भी शेयर की.


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?