Posted inଖେଳ

କୋହଲିଙ୍କୁ ଅଭିନବ ଶୈଳୀରେ ଶୁଭେଚ୍ଛା ଜଣାଇଲେ ଓ୍ବାର୍ନର : ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ରଥମ ସନ୍ତାନର ଜନକ ହେବାକୁ ଯାଉଥିବା ଟିମ୍‌ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଦଶନ୍ଧିର ଶ୍ରେଷ୍ଠ ଅନ୍ତର୍ଜାତୀୟ କ୍ରିକେଟର ହେବାର ସୌଭାଗ୍ୟ ପାଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଆଇସିସି ଦଶନ୍ଧିର ଶ୍ରେଷ୍ଠ ଦିନିକିଆ, ଟେଷ୍ଟ ଏବଂ ଟି-୨୦ ଦଳ ଘୋଷଣା କରିଥିଲା। କିନ୍ତୁ ଭାରତୀୟ ଅଧିନାୟକ ବିରାଟ କୋହଲି ହେଉଛନ୍ତି ଏକମାତ୍ର ଖେଳାଳି ଯିଏକି ତିନୋଟି ପାଇଁ ଫିଟ୍‌। ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍‌ ଡେଭିଡ୍‌ ଓ୍ବାର୍ନର ତାଙ୍କୁ ଭିନ୍ନ ଶେଳୀରେ ଅଭିନନ୍ଦନ ଜଣାଇଛନ୍ତି।
ଓ୍ବର୍ନର୍‌ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ଏହି ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଓ୍ବାର୍ନରଙ୍କୁ କୋହଲିଙ୍କ ରୂପରେ ଦେଖିବାକୁ ମିଳିଛି। ଅର୍ଥାତ୍‌ କୋହଲିଙ୍କ ଫଟୋରେ ଓ୍ବର୍ନର ନିଜର ମୁହଁ ଲଗାଇଛନ୍ତି। ଏହି ଭିଡିଓ ପୋଷ୍ଟକରି କ୍ୟାପସନରେ ଲେଖିଛନ୍ତି, ଏହି ପ୍ଲୋର ଅଫ୍‌ ଡିକେଡକୁ କେହି ଚିହ୍ନିପାରିବେ ନାହିଁ। ବିରାଟ କୋହଲିଙ୍କୁ ଅଭିନନ୍ଦନ।
ଆଇସିସି ଦ୍ୱାରା ଦଶଦ୍ଧିର ଶ୍ରେଷ୍ଠ ପୁରୁଷ କ୍ରିକେଟର ଭାବେ ବରାଟ କୋହଲିଙ୍କୁ ସାର୍‌ ଗାର ଫିଲ ୍ଡସୋବର୍ସ ପୁରସ୍କାରରେ ସମ୍ମାନିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri