Posted inଖେଳ

ଦିନିକିଆ ବିଶ୍ୱକପ ୨୦୨୩: ଇଡେନ ଗାର୍ଡେନ୍ସରେ ଖେଳାଯିବାକୁ ଥିବା ସେମିଫାଇନାଲର ଟିକେଟ୍‌ ମୂଲ୍ୟ କେତେ ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୭: ଭାରତରେ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ ୨୦୨୩ ମ୍ୟାଚର ଟିକେଟ୍‌ ମୂଲ୍ୟକୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ପ୍ରଶଂସକଙ୍କ ଏହି ଅପେକ୍ଷାର ସମାପ୍ତ ଘଟିଛି। ବିଶ୍ୱକପ ଦ୍ୱିତୀୟ ଫାଇନାଲ ମ୍ୟାଚ ୧୬ ନଭେମ୍ବରରେ କୋଲକାତାରେ ଇଡେନ ଗାଡେନ୍ସ ଷ୍ଟାଡିୟମରେ ଖେଳାଯିବ। ସୋମବାର ଦିନ ପଶ୍ଚିମବଙ୍ଗ କ୍ରିକେଟ ଆସୋସିଏଶନ ଏକ ବିବୃତ୍ତିରେ କହିଛି ଯେ ସେମିଫାଇନାଲର ଟିକେଟ୍‌ ମୂଲ୍ୟ ୯୦୦ ରୁ ଆରମ୍ଭ ହେବ।

ବେଙ୍ଗଲ କ୍ରିକେଟ ଆସୋସିଏଶନର ବିବୃତ୍ତିରେ କୁହାଯାଇଛି ଯେ, ଇଡେନ ଗାର୍ଡେନ୍ସରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପ ସେମିଫାଇନାଲ ଏବଂ ଭାରତ-ଆଫ୍ରିକା ମ୍ୟାଚ ପାଇଁ ଟିକେଟ୍‌ ୯୦୦ରୁ ୩୦୦ଟଙ୍କା ମଧ୍ୟରେ ହେବ। ୯୦୦ ଟିକେଟ୍‌ ଉପର ପାଇଁ ହେବ। ସେହିପରି ବି, ଏଲ ବ୍ଲକ ଟିକେଟ ମୂଲ୍ୟ ୩୦୦୦ ହେବ। ୧୫୦୦ ଟଙ୍କା (ଡି, ଏଚ ବ୍ଲକ) ଏବଂ ୨୫୦୦ଟଙ୍କା (ସି, କେ ବ୍ଲକ) ହେବ।

ଇଡେନ ଗାର୍ଡେନ୍ସର ୬୩,୫୦୦ ଦର୍ଶକଙ୍କ ବସିବାର କ୍ଷମତା ଅଛି। ଏଠାରେ ବିଶ୍ୱକପର ମୋଟ ୫ଟି ମ୍ୟାଚ ଖେଳାଯିବ। ଏଠାରେ ବାଂଲାଦେଶ ଏବଂ ନେଦରଲ୍ୟାଣ୍ଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ପାଇଁ ଟିକେଟ ସବୁଠୁ ଶସ୍ତା ହେବ । ଏହି ମ୍ୟାଚ ଦେଖିବାକୁ ପ୍ରଶଂସକମାନଙ୍କୁ ୬୫୦ ଟଙ୍କା (ଉପର ସ୍ତର)ରୁ ୧୫୦୦ ଟଙ୍କା (ବି, ସି, କେ, ଏଲ ବ୍ଲକ) ଦେବାକୁ ପଡିବ। ଏହି ମ୍ୟାଚରେ ଡି ଏବଂ ଏଚ ବ୍ଲକ ପାଇଁ ୧୦୦୦ ଟଙ୍କା ଟିକେଟ ରହିବ।

ଏହି ଗ୍ରାଉଣ୍ଡରେ ପାକିସ୍ତାନକୁ ଇଂଲଣ୍ଡ ଏବଂ ବାଂଲାଦେଶ ବିପକ୍ଷରେ ଦୁଇଟି ମ୍ୟାଚ ଖେଳିବାକୁ ପଡିବ। ଏହି ଦୁଇଟି ମ୍ୟାଚ ପାଇଁ ଟିକେଟ ୮୦୦ ଟଙ୍କା (ଉପର ସ୍ତର), ୧୨୦୦(ଡି, ଏଚ ବ୍ଲକ), ୨୦୦୦(ସି, କେ ବ୍ଲକ) ଏବଂ ୨୨୦୦ (ବି, ଏଲ ବ୍ଲକ) ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟକ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ ଙ୍କ ଶ୍ରାଦ୍ଧ ଦିବସ: ଗଣ୍ୟମାନ୍ୟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି         

ଦିଗପହଣ୍ଡି,୭|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମରେ ସ୍ଵାଧୀନତା ସଂଗ୍ରାମୀ ବିଶିଷ୍ଟ କମ୍ୟୁନିଷ୍ଟ ନେତା ପୂର୍ବତନ ବିଧାୟକ ସ୍ବର୍ଗତ ସର୍ଦ୍ଦାର ଦଣ୍ଡପାଣି ସ୍ବାଇଁ…

କେସିଙ୍ଗାର ଯୁବ ପ୍ରତିଭା, ସାମାଜିକ କର୍ମୀ ରମେଶ କୁମାର ଜେନାଙ୍କ ଅକାଳ ବିୟୋଗ: ଝୁରୁଛି ଗାଁ ମାଟି

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୧୧ ନମ୍ବର ୱାର୍ଡର ଅନନ୍ତ ରାମ ଜେନାଙ୍କ ପୁତ୍ର ତଥା ସଜନୀ ଜେନାଙ୍କ ସୁପୁତ୍ର ରମେଶ…

ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫…

ବୁଧ ଓ ମଙ୍ଗଳଙ୍କ ଶୁଭ ଯୋଗ! ଭାଗ୍ୟ ନେବ ମୋଡ଼, ୮ ଅଗଷ୍ଟରୁ ୪ ରାଶିକୁ ମିଳିବ ବଡ଼ ଲାଭ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ଅଗଷ୍ଟ ୮ ତାରିଖ ଅପରାହ୍ନରେ ଏକ ବିଶେଷ ମହାଜାଗତିକ ଘଟଣା ଘଟିବାକୁ ଯାଉଛି । ଏହି ଦିନ ବୁଧ ଏବଂ ମଙ୍ଗଳଙ୍କ…

କଷ୍ଟ ସହି ନ ପାରି କରିଥିଲେ ଆତ୍ମହତ୍ୟା: ୪ ବର୍ଷ ପରେ ଦୁଇ ଅଭିଯୁକ୍ତ ଗିରଫ

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନା କେସ୍ ନଂ-୪୩, ତାରିଖ ୧୫.୦୩.୨୦୨୨ରେ ରୁଜୁ ହୋଇଥିବା ୪ ବର୍ଷ ପୁରୁଣା ଏକ ଚର୍ଚ୍ଚିତ ମାମଲାରେ ଘସିପୁରା ପୋଲିସ…

ପୂର୍ବରୁ ବାହା ହୋଇଥିବା କଥା ଲୁଚାଇ ପ୍ରଲୋଭନ ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ପରେ…

ବଞ୍ଚୋ, ୭।୮ (ପ୍ରଦୋଷ ବିଶ୍ୱାଳ): ବିବାହର ପ୍ରଲୋଭନ ଦେଇ ଶାରୀରିକ ସମ୍ପର୍କ ସ୍ଥାପନ ଏବଂ ପୂର୍ବରୁ ବିବାହିତ ଥିବା ସତ୍ୟ ଲୁଚାଇ ଠକେଇ କରିବା ଅଭିଯୋଗରେ ଆନନ୍ଦପୁର…

‘ମା’ କ୍ଷୀର ଶିଶୁର ଅଧିକାର, ସୁସ୍ଥ ଭବିଷ୍ୟତର ମୂଳଦୁଆ‘

କେସିଙ୍ଗା, ୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ଦୁର୍ଗାମଣ୍ଡପସ୍ଥିତ ୧୨ ନମ୍ବର ୱାର୍ଡର ଅଙ୍ଗନଓ୍ୱାଡ଼ି କେନ୍ଦ୍ରରେ ଶୁକ୍ରବାର ବିଶ୍ୱ ସ୍ତନ୍ୟପାନ ସପ୍ତାହ-୨୦୨୬ ପାଳନ କରାଯାଇଛି।…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri