Posted inଖେଳ

ଜାରି ହେଲା ଆଇସିସି ଟେଷ୍ଟ ରାଙ୍କିଙ୍ଗ୍‌, ତଳକୁ ଖସିଲେ ରୋହିତ

ନୂଆଦିଲ୍ଲୀ,୨୪।୦୭: ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳା ଯାଇଥିବା ଦ଼୍ବିତୀୟ ଟେଷ୍ଟ ମ୍ୟାଚ୍‌ ପରେ ଆଇସିସି ପକ୍ଷରୁ ଟେଷ୍ଟ ମାନ୍ୟତା ଜାରି କରାଯାଇଛି । ଇଂଲଣ୍ଡର ପୂର୍ବତନ କ୍ୟାପ୍ଟେନ୍‌ ଜୋ ରୁଟ୍‌ ଏକ ନମ଼୍ବର ସ୍ଥାନରେ ରହିପାରନ୍ତି ବୋଲି ପୂର୍ବରୁ ଚର୍ଚ୍ଚା ହେଉଥିଲା । କିନ୍ତୁ ସେ ସମାନ୍ୟ କିଛି ପଏଣ୍ଟ ଅନ୍ତରରୁ ଏହି ସ୍ଥାନ ପାଇ ପାରିନାହାନ୍ତି । ହେଲେ ଇଂଲଣ୍ଡର ହେରି ବ୍ରୁକ୍‌ ରାଙ୍କିଙ୍ଗ୍‌ରେ ଉପରକୁ ଉଠିବାରୁ ରୋହିତ ତଳକୁ ଖସିଛନ୍ତି । ଏହାପରେ ବି ଭାରତୀୟ ଟିମ୍‌ର ତ ଖେଳାଳି ୧୦ ଜଣଙ୍କ ମଧ୍ୟରେ ରହିଛନ୍ତି ।

ଆଇସିସି ଟେଷ୍ଟ ମାନ୍ୟତାରେ ନ୍ୟୁଜିଲ୍ୟାଣ୍ଡର କେନ ୱିଲିୟମସନ ଏବେ ମଧ୍ୟ ଏକ ନମ୍ବର ବ୍ୟାଟ୍ସମ୍ୟାନ ରହିଛନ୍ତି। ବର୍ତ୍ତମାନ ତାଙ୍କର ରେଟିଙ୍ଗ୍‌ ୮୫୯ ରହିଛି । ଇଂଲଣ୍ଡର ଜୋ ରୁଟ ତାଙ୍କ ସହ ଅତି ନିକଟତର ହୋଇଛନ୍ତି । ଏଥର ମଧ୍ୟ ଜୋ ରୁଟ ଦ୍ୱିତୀୟ ସ୍ଥାନରେ ଅଛନ୍ତି, କିନ୍ତୁ ତାଙ୍କର ରେଟିଂ ବୃଦ୍ଧି ପାଇଛି। ଏହା ପରେ ଇଂଲଣ୍ଡର ହ୍ୟାରି ବ୍ରୁକ ସିଧା ତିନି ନମ୍ବରକୁ ଡେଇଁଛନ୍ତି। ତାଙ୍କୁ ଚାରିଟି ସ୍ଥାନ ଡେଇଁଛନ୍ତି । ବର୍ତ୍ତମାନ ତାଙ୍କର ରେଟିଙ୍ଗ୍‌ ୭୭୧ କୁ ବୃଦ୍ଧି ପାଇଛ

ଭାରତର ଯଶସ଼୍ବୀ ଜୈଶ଼୍ବାଲ ରେଟିଂ ୭୪୦ସହ ୮ ନମ୍ବର ସ୍ଥାନରେ ଅଛନ୍ତି । ଶ୍ରୀଲଙ୍କାର ଦାମୁଥ କରୁଣାତ୍ନେ ୭୩୯ ରେଟିଂ ସହିତ ୯ ନମ୍ବରରେ ରହିଛନ୍ତି । ଶ୍ରେଷ୍ଠ ୧୦ରେ ଭାରତର ବିରାଟ କୋହଲି ଶେଷ ସ୍ଥାନରେ ଅଛନ୍ତ ି। ତାଙ୍କର ରେଟିଂ ଏପର୍ଯ୍ୟନ୍ତ ୭୩୭ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?