Posted inଖେଳ

ଆଇସିସି ଜାରି କଲା ଷ୍ଟାଣ୍ଡିଂ ଟିକେଟ: ଦାମ୍‌ କେତେ ଜାଣନ୍ତୁ…

ଦୁବାଇ,୨୫ା୮: ଆଇସିସି ଟି୨୦ ବିଶ୍ୱକପ୍‌କୁ ଆଉ କିଛି ମାସ ରହିଛି। ଏଭଳି ସ୍ଥିତିରେ ଭାରତ-ପାକିସ୍ତାନ ମହାମୁକାବିଲା ପୁଣି ଚର୍ଚ୍ଚାକୁ ଆସିଛି। ଏହି ମ୍ୟାଚ୍‌ ପାଇଁ ଆଇସିସି ପକ୍ଷରୁ ଷ୍ଟାଣ୍ଡିଂ ରୁମ୍‌ ଟିକେଟ୍‌ ରିଲିଜ୍‌ କରାଯାଇଛି। ଭାରତ-ପାକିସ୍ତାନ ମୁକାବିଲା ପାଇଁ ଟିକେଟ ଜାରି ହେବାର ୫ ମିନିଟ୍‌ ମଧ୍ୟରେ ସମସ୍ତ ଟିକେଟ ବିକ୍ରି ହୋଇଯାଇଥିଲା। ଏନେଇ ଆଇସିସି ପକ୍ଷରୁ ଏହି ବ୍ୟବସ୍ଥା ଗ୍ରହଣ କରାଯାଇଛି। ଫେବୃୟାରୀରେ ବିଶ୍ୱକପ୍‌ ନିମନ୍ତେ ସାଧାରଣ ଟିକେଟ୍‌ ବିକ୍ରି କରାଯାଇଥିଲା। ଗୁରୁବାର ଷ୍ଟାଣ୍ଡିଂ ରୁମ୍‌ ଟିକେଟ୍‌ ଜାରି କରାଯାଇଥିବା ବେଳେ ଏହାର ମୂଲ୍ୟ ୩୦ ଅଷ୍ଟ୍ରେଲିଆନ୍‌ ଡଲାର ଓ ଭାରତୀୟ ମୁଦ୍ରାରେ ୧୧୬୯ ଟଙ୍କା ରହିଛି। ଆଇସିସି ପକ୍ଷରୁ ୪ ହଜାର ଷ୍ଟାଣ୍ଡିଂ ଟିକଟ ଜାରି କରାଯାଇଛି। ଏହି ଟିକଟ ଦ୍ୱାରା ଷ୍ଟାଡିୟମରେ ଛିଡା ହୋଇ ଖେଳ ଦେଖିବାର ମଜା ନେଇ ପାରିବେ ଦର୍ଶକ। ଅକ୍ଟୋବର ୨୩ରେ ଭାରତ-ପାକିସ୍ତାନ ମଧ୍ୟରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପିତାଙ୍କ ଜୀବନ ବଞ୍ଚାଇଥିବା ଯୁବତୀଙ୍କ ପ୍ରେମରେ ପଡିଲେ ଏହି କ୍ରିକେଟର୍‌

ଭାରତ ପାଇଁ ବେଶ ଚମତ୍କାର ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ନବଦୀପ ସଇନି ଭାରତ ପାଇଁ ଆଜି ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି।...

ପଡିଆରେ ମ୍ୟାଚ୍‌ ଖେଳୁଥିଲେ ଏହି ଖେଳାଳି, ଅଚାନକ ଆସିଲା ମା’ଙ୍କ ମୃତ୍ୟୁ ଖବର

ସିଡନୀ,୧୨।୧୧: ଅଷ୍ଟ୍ରେଲିଆ ଏ ବିପକ୍ଷରେ ଅଭ୍ୟାସ ମ୍ୟାଚ୍‌ ଖେଳୁଥିବା ପାକିସ୍ତାନ ଦଳ ପାଇଁ ଏକ ଦୁଃଖଦ ଖବର ଆସିଛି। ଦଳର ୧୬ ବର୍ଷୀୟ ବୋଲି ନସିମ...

ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି ଏହିସବୁ କ୍ରିକେଟର୍‌

କ୍ରିକେଟରଙ୍କ ପ୍ରେମ ଏବଂ ବିବାହକୁ ନେଇ ସବୁବେଳେ ଚର୍ଚ୍ଚା ହୋଇଥାଏ। ବିଶ୍ୱରେ ଏମିତି କିଛିି କ୍ରିକେଟର ଅଛନ୍ତି ଯେଉଁମାନେ ନିଜ ସମ୍ପର୍କୀୟ ଭଉଣୀଙ୍କୁ ବିବାହ କରିଛନ୍ତି।...

ବିରାଟ କୋହଲି ମୋତେ କରୁଥିଲେ ସ୍ଲେଜିଂ; ମୁମ୍ବାଇ ଇଣ୍ଡିଆନ୍ସର ଏହି କ୍ରିକେଟରଙ୍କ ଖୁଲାସା

ମୁମ୍ବାଇ,୨୬।୫: ଭାରତୀୟ ଅଧିନାୟକ ବିରାଟ କୋହଲି ପ୍ରାୟତଃ ପଡ଼ିଆରେ ଆକ୍ରମଣାତ୍ମକ ଆଚରଣ କରନ୍ତି। ଏହି କାରଣରୁ ତାଙ୍କୁ ଅନେକ ଥର ସମାଲୋଚନା କରାଯାଇଛି। କିନ୍ତୁ କୋହଲି...

ନ୍ୟୁଜିଲାଣ୍ଡ କବ୍‌ଜାରେ ଦିନିକିଆ ସିରିଜ୍‌

ଅକ୍‌ଲାଣ୍ଡ,୮।୨- ସ୍ଥାନୀୟ ଇଡେନ ପାର୍କଠାରେ ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୨୨ ରନ୍‌ରେ ବିଜୟ ହାସଲ କରିଛି। ଏଥି ସହିତ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ...

ଗୋଟିଏ କଥାରେ ଚେନ୍ନାଇର ଏହି ଖେଳାଳିଙ୍କ ସହ ଝଗଡ଼ା କରିଥାନ୍ତି ଧୋନୀ; ଆର୍‌ସିବି ବିପକ୍ଷ ମ୍ୟାଚ୍‌ ଜିତିବା ପରେ…

ଆବୁଧାବି,୨୫।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୩୫ତମ ମ୍ୟାଚ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ୬ ଉଇକେଟରେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ପରାସ୍ତ କରିଛି। ବିରାଟ ସେନା ଟସ୍‌ ହାରିବା...

୧୦ ମିନିଟ୍‌ରେ ବିକ୍ରି ହେଲା ଫେଡରର-ନାଡାଲଙ୍କ ସମସ୍ତ ମ୍ୟାଚ୍‌ ଟିକେଟ

ଜୋହାନ୍ସବର୍ଗ,୫।୯(ଏଏଫ୍‌ପି)- ଟେନିସ ଇତିହାସର ଦୁଇ କିମ୍ବଦନ୍ତୀ ରୋଜର ଫେଡରର ଓ ରାଫାଲ ନାଡାଲଙ୍କ ମ୍ୟାଚ୍‌ ଉପଭୋଗ କରିବା ଲାଗି ବିଶ୍ୱର ଟେନିସ ପ୍ରଶଂସକମାନେ ସର୍ବଦା ଅପେକ୍ଷା...

ବିବାଦକୁ ଭୁଲିଗଲେଣି କି ଅଷ୍ଟ୍ରେଲିଆ ଅଧିନାୟକ? କୋହଲିଙ୍କୁ ନେଇ ଦେଲେ ଏଭଳି ବଡ଼ ବୟାନ

ନୂଆଦିଲ୍ଲୀ,୧୪।୫: ଭାରତୀୟ ଅଧିନାୟକ ବିରାଟ କୋହଲି ଦୁନିଆର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। କ୍ରିକେଟ୍‌ର ତିନୋଟିଯାକ ଫର୍ମାଟ୍‌ରେ ତାଙ୍କର ରେକର୍ଡ ଅନ୍ୟଙ୍କ ପାଇଁ ପ୍ରେରଣା। ଟେଷ୍ଟ ହେଉ ଅଥବା...

Advertisement
Archives

Model This Week