Posted inଖେଳ

ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସ: ଶୀର୍ଷସ୍ଥାନ ବଜାୟ ରଖିଲା ଭାରତ, ଜାଣନ୍ତୁ ଦ୍ୱିତୀୟ, ତୃତୀୟ ସ୍ଥାନରେ କେଉଁ ଦେଶ…

ଦୁବାଇ,୫ା୫: ୩ ଥରର ବିଶ୍ୱକପ୍‌ ବିଜେତା ଭାରତ ମଙ୍ଗଳବାର ଆଇସିସି ଟି୨୦ ଟିମ୍‌ ର଼୍ୟାଙ୍କିଙ୍ଗ୍ସରେ ଶୀର୍ଷସ୍ଥାନ ବଜାୟ ରଖିଛି। ଗତ ମାର୍ଚ୍ଚରେ ଭାରତ ପ୍ରଥମ ଦଳ ଭାବେ ସଫଳତାର ସହିତ ଟି୨୦ ବିଶ୍ୱକପ୍‌ ଟାଇଟଲ ବଜାୟ ରଖିବା ସହ ରେକର୍ଡ ତୃତୀୟଥର ପାଇଁ ଟ୍ରଫି ଜିତି ଇତିହାସ ରଚିଥିଲା।

ପ୍ରକାଶିତ ର଼୍ୟାଙ୍କିଙ୍ଗ୍ସରେ ୨୦୨୫ ମେ’ଠାରୁ ଖେଳାଯାଇଥିବା ସମସ୍ତ ମ୍ୟାଚ୍‌ର ୧୦୦ ପ୍ରତିଶତ ଓ ଗତ ଦୁଇବର୍ଷରେ ଖେଳାଯାଇଥିବା ମ୍ୟାଚ୍‌ର ୫୦ ପ୍ରତିଶତ ଅଂଶ ରହିଛି। ଭାରତ ୨୭୫ ପଏଣ୍ଟ ସହ ଶୀର୍ଷରେ ଥିବା ବେଳେ ଇଂଲଣ୍ଡ (୨୬୨) ଓ ଅଷ୍ଟ୍ରେଲିଆ (୨୫୮) ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହିଛନ୍ତି। ତେବେ ଟପ୍‌-୭ ଦଳ ମଧ୍ୟରେ କୌଣସି ପରିବର୍ତ୍ତନ ହୋଇନାହିଁ। ନ୍ୟୁଜିଲାଣ୍ଡ(୨୪୭), ଦକ୍ଷିଣ ଆଫ୍ରିକା(୨୪୪), ପାକିସ୍ତାନ(୨୪୦) ଓ ଓ୍ବେଷ୍ଟଇଣ୍ଡିଜ୍‌(୨୩୩) ଟପ୍‌-୭ ମଧ୍ୟରେ ରହିଛନ୍ତି। କିନ୍ତୁ ଶ୍ରୀଲଙ୍କା(୨୨୧) ନବମ ସ୍ଥାନକୁ ଖସିଥିବା ବେଳେ ବାଂଲାଦେଶ(୨୨୫) ୮ମ ସ୍ଥାନକୁ ଉଠିଛି। ଆଫଗାନିସ୍ତାନ(୨୨୦) ଦଶମ ସ୍ଥାନରେ ଥିବା ବେଳେ ଜିମ୍ବାଓ୍ବେ ଓ ଆୟର୍ଲାଣ୍ଡ ଯଥାକ୍ରମେ ଏକାଦଶ ଏବଂ ଦ୍ୱାଦଶ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…

ମମତାଙ୍କ ଟିଏମ୍‌ସିର ନୂଆ ଲୋଗୋ ଉନ୍ମୋଚିତ

କୋଲକାତା, ୨୨।୯: ନିର୍ବାଚନ ଆୟୋଗଙ୍କ ଦ୍ୱାରା ପୁରୁଣା ନାମ ଏବଂ ଘାସ-ଫୁଲ ପ୍ରତୀକ ଜବତ ହେବା ପରେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀ ଏହାର ନୂତନ…

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?