Posted inଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ଘୋଷଣା ହେଲା କାର୍ଯ୍ୟସୂଚୀ: ଏହି ତାରିଖରେ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୧୭।୮:ଆନ୍ତର୍ଜାତୀୟ କ୍ରିକେଟ ପରିଷଦ ଆଜି ଟି -୨୦ ବିଶ୍ୱକପ ୨୦୨୧ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଆଇସିସି ଦ୍ୱାରା ପ୍ରକାଶିତ କାର୍ଯ୍ୟସୂଚୀ ଅନୁଯାୟୀ, ଅକ୍ଟୋବର ୧୭ ରେ ଓମାନ ଏବଂ ପାପୁଆ ନ୍ୟୁ ଗିନି ମଧ୍ୟରେ ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚ ଖେଳାଯିବ। ସେହି ଦିନ ଦ୍ୱିତୀୟ ମ୍ୟାଚ ବାଂଲାଦେଶ ଏବଂ ସ୍କଟଲ୍ୟାଣ୍ଡ ମଧ୍ୟରେ ହେବ। ଭାରତ ଟି -୨୦ ବିଶ୍ୱକପରେ ପ୍ରଥମ ମ୍ୟାଚ ଅକ୍ଟୋବର ୨୦ରେ ପାକିସ୍ତାନ ବିପକ୍ଷରେ ଖେଳିବ। ଭାରତରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ କରୋନା ଯୋଗୁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଏହାକୁ ୟୁଏଇ ଏବଂ ଓମାନକୁ ସ୍ଥାନାନ୍ତର କରିଛି।

୨୦୨୧ ଟି-୨୦ ବିଶ୍ୱକପରେ ଭାରତ କାର୍ଯ୍ୟସୂଚୀ

୨୪ ଅକ୍ଟୋବର- ଭାରତ ବନାମ ପାକିସ୍ତାନ

୩୧ ଅକ୍ଟୋବର-ଭାରତ ବନାମ ନ୍ୟୁଜିଲାଣ୍ଡ

୩ ନଭେମ୍ବର- ଭାରତ ବନାମ ଆଫଗାନିସ୍ତାନ

୫ ନଭେମ୍ବର-ଭାରତ ବନାମ ବି୧

୮ ନଭେମ୍ବର ଭାରତ ବନାମ ଏ୨


Enter your email to get our daily news in your inbox.

All Right Reserved By Dharitri.Com

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

ପ୍ରକାଶ ପାଇଲା ସମ୍ବଲପୁର, ପୁରୀ ମେୟର ପଦର ସଂରକ୍ଷଣ ଚିଠା

ଭୁବନେଶ୍ୱର,୨୯ା୭(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯାଇଛି। ଏନେଇ ନିକଟରେ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ…

ଧର୍ମେନ୍ଦ୍ରଙ୍କୁ ସ୍ବାଗତ କଲେ ଭାଜପାର ଏସବୁ ନେତା: ବିରୋଧୀ କହିଲେ ବରାଦିଆ

ଭୁବନେଶ୍ୱର,୨୯।୭ (ସୁନିତ୍‌ ମିଶ୍ର):ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କକ୍‌ରୋଚ୍‌ ଜନତା ପାର୍ଟି(ସିଜେପି)ର ପ୍ରବଳ ବିରୋଧ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର ରାଶ

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

କୁତ୍ରିମ ସୂର୍ଯ୍ୟ ନିର୍ମାଣ ପାଇଁ ଚାଇନା ହେଉଛି ସଜବାଜ: ବିଶ୍ୱର ସର୍ବବୃହତ୍‌ ଚୁମ୍ବକ ପ୍ରସ୍ତୁତି ଶେଷ

ବେଜିଂ,୨୯ା୭:ଚାଇନା ଏହାର ‘କୃତ୍ରିମ ସୂର୍ଯ୍ୟ’ ନିର୍ମାଣ କାର୍ଯ୍ୟକ୍ରମ ପାଇଁ ବିଶ୍ୱର ସର୍ବବୃହତ୍‌ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍‌ ଚୁମ୍ବକ ତିଆରି ଓ ପରୀକ୍ଷା ଶେଷ କରିଛି। ଆଣବିକ ଫ୍ୟୁଜନ୍‌ ଜରିଆରେ…

ସ୍କୁଲ ମଧ୍ୟାହ୍ନଭୋଜନରେ ମଲା ଅସରପା, ଝିଟିପିଟି

ମହାକାଳପଡ଼ା, ୨୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ ବଡ଼ତୋଟା ଛପାଲି ଅମ୍ବିକା ସୁନ୍ଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଧ୍ୟାହ୍ନଭୋଜନରେ ମଲା ଅସରପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri