Posted inଖେଳ

ଆଇସିସି ଟି୨୦ ବିଶ୍ୱକପ୍‌: ଯୋଗ୍ୟତା ହାସଲ କଲା ଆୟର୍ଲାଣ୍ଡ

ଏଡିନ୍‌ବର୍ଗ,୨୮ା୭(ପି.ଟି.): ଜର୍ମାନୀ ବିପକ୍ଷ ମ୍ୟାଚ ବର୍ଷା ଯୋଗୁ ସମ୍ଭବ ନ ହେବାରୁ ଓ୍ବେଷ୍ଟଇଣ୍ଡିଜ ଓ ଯୁକ୍ତରାଷ୍ଟ୍ର ଆମେରିକାରେ ହେବାକୁଥିବା ଆଇସିସି ଟି୨୦ ବିଶ୍ୱକପ୍‌ ୨୦୨୪ ପାଇଁ ଆୟର୍ଲାଣ୍ଡ ଯୋଗ୍ୟତା ହାସଲ କରିଛି। ୟୁରୋପିଆନ କ୍ୱାଲିଫାୟର୍ସର ଶ୍ରେଷ୍ଠ ୨ ଦଳ ମୁଖ୍ୟ ରାଉଣ୍ଡକୁ ଉନ୍ନୀତ ହେବେ। ଆୟର୍ଲାଣ୍ଡ ବର୍ତ୍ତମାନ ଦ୍ୱିତୀୟ ସ୍ଥାନରେ ଅଛି। ଦଳ ଏହାର ଅନ୍ତିମ ମ୍ୟାଚ ସ୍କଟଲାଣ୍ଡ ବିପକ୍ଷରେ ଖେଳିବ, ଯେଉଁ ଦଳ ପୂର୍ବରୁ ମୁଖ୍ୟ ରାଉଣ୍ଡକୁ ଯୋଗ୍ୟତା ଅର୍ଜନ କରିସାରିଛି। ଆୟର୍ଲାଣ୍ଡ ଏପର୍ଯ୍ୟନ୍ତ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚରୁ ୪ଟିରେ ବିଜୟ ହାସଲ କରିଥିବା ବେଳେ ଗୋଟିଏ ଡ୍ର ରଖିଛି। ଦଳ ଯଦି ଶୁକ୍ରବାର ସ୍କଟଲାଣ୍ଡକୁ ଜିତେ ତେବେ ଟେବୁଲ ଶୀର୍ଷରେ ରହିବ। ଆୟର୍ଲାଣ୍ଡ ଅଧିନାୟକ ପଲ୍‌ ଷ୍ଟିର୍ଲିଂ କହିଛନ୍ତି, ସ୍କଟଲାଣ୍ଡକୁ ହରାଇ ଟେବୁଲ ଶୀର୍ଷରେ ରହିବା ପରେ ଯାଇ ବିଶ୍ୱକପ୍‌ ଯୋଗ୍ୟତା ହାସଲ ଉତ୍ସବ ମନାଇବେ। ଆସନ୍ତା ମାସରେ ଆମେ ଏକ ଟି୨୦ ସିରିଜ ଖେଳିବା ଲାଗି ଭାରତ ଗସ୍ତରେ ଯିବୁ। ସେଠାରେ ଭଲ ପ୍ରଦର୍ଶନ ଜାରି ରଖିବା ଲାଗି ଆମେ ଚେଷ୍ଟା କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

ଶ୍ରୀଲଙ୍କାର ବଡ଼ ଅନୁରୋଧ: ମ୍ୟାଚ୍‌ ବର୍ଜନ ଉପରେ ପୁନଃ ବିଚାର କରିପାରେ ପାକିସ୍ତାନ

କରାଚୀ,୭ା୨- ଆସନ୍ତା ୧୫ ତାରିଖରେ କଲମ୍ବୋରେ ଭାରତ ବିପକ୍ଷ ଟି୨୦ ମ୍ୟାଚ୍‌କୁ ବର୍ଜନ କରିବା ନିଷ୍ପତ୍ତି ଉପରେ ପାକିସ୍ତାନ ପୁନଃ ବିଚାର କରିପାରେ। ଭାରତ-ପାକିସ୍ତାନ ବହୁ ପ୍ରତିକ୍ଷିତ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ପଞ୍ଜାବୀ ଗୀତ ବୁଝି ପାରିଲେନି Vaibhav Suryavanshi! ବିଜୟ ପରେ ଡ୍ୟାନ୍ସ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୨: ୧୯ ବର୍ଷରୁ କମ ବିଶ୍ୱକପ ଇତିହାସର ସବୁଠାରୁ ଶକ୍ତିଶାଳୀ ପ୍ରଦର୍ଶନ ପରେ, Vaibhav Suryavanshi ଏକ ଜବରଦସ୍ତ ଉତ୍ସବ ସହିତ ଭାରତର ବିଜୟ ପାଳନ କଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri