Posted inଖେଳ

ଟି-୨୦ରେ ଟପ୍‌-୫ରେ ଏଣ୍ଟ୍ରି କଲେ କିଙ୍ଗ୍‌ କୋହଲି

ନୂଆଦିଲ୍ଲୀ,୧୭।୩: ଆଇସିସି ବୁଧବାର ଏକଦିସବୀୟ ଏବଂ ଟି -୨୦ ମାନ୍ୟତା ପ୍ରକାଶ କରିଛି। ଖେଳର ଛୋଟର ଫର୍ମାଟରେ ବିରାଟ କୋହଲି ଟପ-୫ରେ ପ୍ରବେଶ କରିଛନ୍ତି। ଇଂଲଣ୍ଡ ବିପକ୍ଷ ସିରିଜରେ ସେ କ୍ରମାଗତ ଅର୍ଦ୍ଧଶତକ ବଳରେ ବିରାଟ ଏହି ସ୍ଥାନରେ ପହଞ୍ଚି ପାରିଛନ୍ତି। ସେହିପରି କିଙ୍ଗ କୋହଲି ଏକଦିବସୀୟ ର଼୍ୟାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କରି ନଂ-୧ରେ ଅଛନ୍ତି। ରୋହିତ ଶର୍ମା ଦ୍ୱିତୀୟ ଶ୍ରେଷ୍ଠ ଏକଦିବସୀୟ ବ୍ୟାଟ୍ସମ୍ୟାନ। ଟପ -୭ ରେ କୌଣସି ପରିବର୍ତ୍ତନ ହୋଇନାହିଁ। ଶ୍ରୀଲଙ୍କା ବିପକ୍ଷରେ ଶେଷ ହୋଇଥିବା ଏକ ଦିନିକିଆ ସିରିଜରେ ସର୍ବାଧିକ ୨୫୮ରନ ସ୍କୋର କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ ଶାଇ ହୋପ ଟପ -୧୦ ତାଲିକାରେ ସ୍ଥାନ ପାଇଛନ୍ତି।
ଗତ ଚାରି ଇନିଂସରେ ୦, ୦, ୧,୦ ସ୍କୋର କରିଥିବା କେ.ଏଲ ରାହୁଲ ଟି -୨୦ ର଼୍ୟାଙ୍କିଙ୍ଗରେ ତୃତୀୟରୁ ଚତୁର୍ଥ ସ୍ଥାନକୁ ଖସି ଆସିଛନ୍ତି। ଟି -୨୦ର ଟପ -୧୦ରେ ଦୁଇଜଣ ଭାରତୀୟ ବ୍ୟାଟ୍ସମ୍ୟାନ, ଦୁଇ ନ୍ୟୁଜିଲାଣ୍ଡ, ଦୁଇଜଣ ଅଷ୍ଟ୍ରେଲୀୟ ଅଛନ୍ତି। ସେହିପରି ଜଣେ ଇଂଲଣ୍ଡ, ପାକିସ୍ତାନୀ, ଦକ୍ଷିଣ ଆଫ୍ରିକୀୟ ଏବଂ ଆଫଗାନିସ୍ତାନ ବ୍ୟାଟ୍ସମ୍ୟାନ ମଧ୍ୟ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ହେଲା ଖରାପ ସମୟ: ମେଷ ସମେତ ଏହି ରାଶି ରୁହନ୍ତୁ ସତର୍କ, କେତୁ -ଚନ୍ଦ୍ରଙ୍କ ସଂଯୋଗ କରିଦେବ ବର୍ବାଦ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ କେତୁ ଓ ଚନ୍ଦ୍ରମାଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ମାନ୍ୟତା ରହିଛି ଯେ, ଏହି ଦୁଇ ଗ୍ରହଙ୍କ ଯୁତି ଜାତକଙ୍କ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

ମଘା ନକ୍ଷତ୍ରରେ ଅଛନ୍ତି କେତୁ: ଡିସେମ୍ବର ଯାଏ ୫ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଚାକିରି-ବ୍ୟବସାୟରେ…

ବୈଦିକ ଜ୍ୟୋତିଷ ଅନୁସାରେ କେତୁ ଗ୍ରହଙ୍କ ନକ୍ଷତ୍ର ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ। ବର୍ତ୍ତମାନ କେତୁ ମଘା ନକ୍ଷତ୍ରରେ ରହିଛନ୍ତି ଏବଂ ୫ ଡିସେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri