Posted inଖେଳ

ମାତ୍ର କିଛି ଘଣ୍ଟା ପରେ ନମ୍ବର-୧ ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୧୫।୨: ଆଇସିସି ଟେଷ୍ଟ ମାନ୍ୟତା ଦୃଷ୍ଟିରୁ ବୁଧବାର ଏକ ରୋଚକ ଦିନ ଥିଲା। ଭାରତୀୟ ଦଳ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗରେ ଏକ ନମ୍ବର ହୋଇଥିଲା, ମାତ୍ର ସାଢେ ୪ ଘଣ୍ଟା ପରେ ଅଷ୍ଟ୍ରେଲିଆ ଦଳ ପୁଣି ଏକ ନମ୍ବର ସ୍ଥାନରେ ରହିଲା। ବୁଧବାର ଦିନ ପ୍ରାୟ ୧.୩୦ ସମୟରେ ଅଷ୍ଟ୍ରେଲିଆ ଦଳ ଆଇସିସି ଟେଷ୍ଟ ମାନ୍ୟତାରେ ଏକ ନମ୍ବର ସ୍ଥାନରେ ରହିଥିଲା, କିନ୍ତୁ ଦିନ ୧.୩୨ରେ ଟିମ ଇଣ୍ଡିଆ ଶୀର୍ଷରେ ପହଞ୍ଚିଥିଲା। ତେବେ ଭାରତୀୟ ଦଳର ନମ୍ବର-୧ ଆସନ ଅଧିକ ସମୟ ତିଷ୍ଠି ପାରିଲା ନାହିଁ। ଅଷ୍ଟ୍ରେଲିଆ ଦଳ ପୁଣି ସା ୭.୦୮ରେ ଏକ ନମ୍ବର ହେଲା।
ଆଇସିସି ୱେବସାଇଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଏହା ଘଟିଥିବା ଜଣାପଡିଛି। ତେବେ ଆଇସିସି ୱେବସାଇଟରେ ଏମିତି ତ୍ରୁଟି ଦେଖାଯିବା ଏହା ପ୍ରଥମ ଥର ନୁହେଁ। ଏହାପୂର୍ବରୁ ଗତ ମାସ ମଧ୍ୟ ଆଇସିସି ୱେବସାଇଟରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ତେବେ ଅଷ୍ଟ୍ରେଲିଆ ଦଳ ଆଇସିସି ଟେଷ୍ଟ ମାନ୍ୟତାର ୧୨୬ ରେଟିଂ ପଏଣ୍ଟ ସହ ଅଷ୍ଟ୍ରେଲିଆ ଦଳ ଶୀର୍ଷରେ ଅଛି। ୧୧୫ ରେଟିଂ ପଏଣ୍ଟ ସହିତ ଟିମ ଇଣ୍ଡିଆ ଦ୍ୱିତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଷୟ ତୃତୀୟାରେ ସୁନା କିଣିବାକୁ ଯାଉଛନ୍ତି କି? ପୂର୍ୱରୁ ଜାଣିନିଅନ୍ତୁ ସୁନା ଦୋକାନର ସ୍କିମ୍‌ ପଛର ସତ…

ନୂଆଦିଲ୍ଲୀ,୧୮।୪: କିସ୍ତିରେ ସୁନା କିଣିବା ଏକ ବୁଦ୍ଧିମାନ ଧାରଣା। ଆପଣ ପ୍ରତି ମାସରେ ଏକ ନିର୍ଦ୍ଦିଷ୍ଟ ପରିମାଣର ରାଶି ରଖିଛନ୍ତି, ଏବଂ ସମୟସୀମା ଶେଷ ହେବା ପର୍ଯ୍ୟନ୍ତ,…

ଇରାନ-ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା କେବେ ଏବଂ କେଉଁଠି ହେବ? ସାମ୍ନାକୁ ଆସିଲା ସ୍ଥାନ ସହ ତାରିଖ

ତେହରାନ,୧୮।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, କୂଟନୈତିକ ପ୍ରୟାସ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ସୋମବାର (୨୦ ଏପ୍ରିଲ, ୨୦୨୬) ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ…

କୋହଲିଙ୍କ ଫଟୋରେ ‘ଲାଇକ୍‌’ ମାରିବା ପରେ ମୁହଁ ଖୋଲିଲେ ଅଭିନେତ୍ରୀ: ମୁଁ ଏବେ ଦୁଃଖିତ…

ନୂଆଦିଲ୍ଲୀ,୧୮।୪: ଆଜିର ସମୟରେ ସୋସିଆଲ ମିଡିଆ ଏକ ଏପରି ପ୍ଲାଟଫର୍ମରେ ପରିଣତ ହୋଇଛି, ଯେଉଁଠାରେ ସାମାନ୍ୟ କାର୍ଯ୍ୟକଳାପ ମଧ୍ୟ ଏକ ବଡ଼ ସମସ୍ୟାର ରୂପ ନେଇପାରେ। ଭାରତୀୟ…

ହୋଟେଲ ଉପରେ ଅତର୍କିତ ଚଢ଼ାଉ: ମୁଖ୍ୟ ସଡ଼କରୁ ଜବରଦଖଲ ଉଚ୍ଛେଦ

ଭଞ୍ଜନଗର,୧୮।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହେଉଛି। ଯାତ୍ରା ସମୟରେ ଟ୍ରାଫିକ ନିୟନ୍ତ୍ରଣ କରିବା ଏବଂ ହୋଟେଲ ଗୁଡିକରେ…

ରୋହିତ ଶର୍ମାଙ୍କୁ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ସ୍ମୃତି ମନ୍ଧାନା

ନୂଆଦିଲ୍ଲୀ,୧୮।୪: ଭାରତୀୟ ଟି-୨୦ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଇତିହାସ ରଚିଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ ଅନ୍ତର୍ଜାତୀୟ ଟି-୨୦ ରେ ଭାରତ ପାଇଁ ସର୍ବାଧିକ ରନ ସ୍କୋରର…

ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା: ଗାଡି ଚଳାଚଳ, ଶିକ୍ଷାନୁଷ୍ଠାନ ସବୁ ବନ୍ଦ, କଂଗ୍ରେସର ସମର୍ଥନ

ବାରିପଦା,୧୮।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାକବନ୍ଧ ଆଶ୍ରମରେ ବିଷାକ୍ତ ଖାଦ୍ୟ ଖାଇ ଜଣେ ଛାତ୍ରୀ ମୃତ୍ୟୁ ଓ ୧୪୬ରୁ ଅଧିକ ଅସୁସ୍ଥ ଘଟଣାରେ…

ବାଦ୍‌ ପଡ଼ିବ ନାହିଁ କୌଣସି ଘର: ଜନଗଣନା ସର୍ଭେ ଆରମ୍ଭ

ମହାକାଳପଡ଼ା,୧୮ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବହୁ ପ୍ରତୀକ୍ଷିତ ଭାରତୀୟ ଜନ ଗଣନା ସର୍ଭେ ୨୦/୨୬-୨୭ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରତି ଘର ଜନଗଣନା ସର୍ଭେରେ ସାମିଲ ହେବେ। ସର୍ଭେ ସମ୍ପର୍କରେ…

ପରବର୍ତ୍ତୀ ଟାର୍ଗେଟକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଲେ ୭୦ ବର୍ଷ ଧରି ଅପେକ୍ଷା କରିଛନ୍ତି ଲୋକେ

ଓ୍ବାଶିଂଟନ୍‌,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ପରିସ୍ଥିତି ସ୍ବାଭାବିକ ନୁହେଁ। ଏହି ସମୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ ତାଙ୍କର ପରବର୍ତ୍ତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri