Posted inଖେଳ

ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ଭାରତ ଆସିବ ନେଦରଲାଣ୍ଡ୍ସ

ବେଙ୍ଗାଲୁରୁ,୩ା୮: ଆଇସିସି ବିଶ୍ୱକପ୍‌ ୨୦୨୩ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନେଦରଲାଣ୍ଡ୍ସ ଦଳ ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ଭାରତ ଆସିବ ବୋଲି ସୂଚନା ମିଳିଛି।

ନେଦରଲାଣ୍ଡ୍ସ ଆଗୁଆ ଆସି କେତୋଟି ଅଭ୍ୟାସ ମ୍ୟାଚ ଖେଳିବ। ହେଲେ ଏପର୍ଯ୍ୟନ୍ତ ଭେନ୍ୟୁ ଓ ତାରିଖ ଧାର୍ଯ୍ୟ ସ୍ଥିର କରାଯାଇନାହିଁ। ଅଫିସିଆଲ ମ୍ୟାଚ ପୂର୍ବରୁ ଅଭ୍ୟାସ ମ୍ୟାଚ ଖେଳିବାକୁ ଇଚ୍ଛୁକ ଥିବା ନେଦରଲାଣ୍ଡ୍ସ କ୍ରିକେଟ ଆସୋସିଏଶନ ପକ୍ଷରୁ କୁହା କରାଯାଇଛି।

ବେଙ୍ଗାଲୁରୁରେ ଅଭ୍ୟାସ ଗେମ୍‌ ଖେଳିସାରିବା ପରେ ନେଦରଲାଣ୍ଡ୍ସ ଅଫିସିଆଲ ଓ୍ବାର୍ମଅପ୍‌ ଖେଳିବା ଲାଗି ହାଇଦ୍ରାବାଦ କିମ୍ବା ଥିରୁଭାନନ୍ଥପୂରମ ଗସ୍ତ କରିବ। ନେଦରଲାଣ୍ଡ୍ସ ଅକ୍ଟୋବର ୬ରେ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ପାକିସ୍ତାନ ବିପକ୍ଷରେ ଖେଳି ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିବ। ଏହି ଭେନ୍ୟୁରେ ସେମାନେ ଅକ୍ଟୋବର ୯ରେ ନ୍ୟୁଜିଲାଣ୍ଡ ସହ ମୁକାବିଲା କରିବେ। ଜଳବାୟୁ ସହିତ ଅଭ୍ୟସ୍ତ ଲାଗି ଦଳ ଆଗୁଆ ଭାରତ ଆସିବ ବୋଲି ନେଦରଲାଣ୍ଡ୍ସ କୋଚ୍‌ ର଼୍ୟାନ୍‌ କୁକ୍‌ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

ଗଞ୍ଜେଇ ମାମଲାରେ ଯୁବକଙ୍କୁ ମୋହନାରୁ ଗିରଫ କଲା ତାମିଲନାଡୁ ପୋଲିସ

ମୋହନା, ୨୮।୮ (ମନ୍ମଥ ମିଶ୍ର): ତାମିଲନାଡୁରେ ଗଞ୍ଜେଇ ଜବତ ଘଟଣାର ତଦନ୍ତ କରି ଓଡ଼ିଶାର ଗଜପତି ଜିଲାରେ ପହଞ୍ଚିଛି ତାମିଲନାଡୁ ପୋଲିସ। ଗଞ୍ଜେଇ ଚାଲାଣ ମାମଲାରେ ମୋହନା…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri