ଭିଜିଲାନ୍ସ ଜାଲରେ ଆଇସିଡିଏସ୍‌ ସୁପରଭାଇଜର

ନୂଆପଡା, ୨୨।୧୧(ଡି.ଏନ୍‌.ଏ.): ନୂଆପଡା ଜିଲା ସିନାପାଲି ବ୍ଲକର ଆଇସିଡିଏସ୍‌ ସୁପରଭାଇଜର ହର୍ଷମଣି ଦେଈ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସିନାପାଲି ବ୍ଲକର ଆଇସିଡିଏସ୍‌ ସୁପରଭାଇଜର ହର୍ଷମଣି ସ୍ଥାନୀୟ ସାଗୁନଭାଡି ୨ ନମ୍ବର ସେଣ୍ଟର ଅଙ୍ଗନୱାଡି ପଦବୀ କରାଇ ଦେବା ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଧରାପଡ଼ିଥିଲେ। ସୁପରଭାଇଜର ଖଡିଆଳ ଥାନା ଅଁଳାଭଟା ଗାଁର ହୋଇଥିବା ବେଳେ ଖଡିଆଳରେ ଭଡା ନେଇ ରହୁଥିଲେ । ସିନାପାଲି ଅଫିସ ଓ ଖଡିଆଳ ଭଡାଘର ସମେତ ଅଁଳାଭାଟା ତିନୋଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ :ମରାମତି ଦାବି କଲା ବ୍ୟବସାୟୀ ସଂଘ

ଡୁବୁରୀ,୪-୯(ଡି.ଏନ୍‌.ଏ.)- ଡୁବୁରୀ-ସୁକିନ୍ଦା ୫୩ ନମ୍ବର ଜାତୀୟ ରାଜପଥ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡିଛି। ଡୁବୁରୀ-ସୁକିନ୍ଦା ୯ କିଲୋମିଟର ପାଖାପାଖି ରାସ୍ତାର ଅଧିକାଂଶ ସ୍ଥାନ...

ଆଶ୍ୱସ୍ତି ଆଣିଲା ଅଦିନିଆ ବର୍ଷା

ଢେଙ୍କାନାଳ ଅଫିସ, ୬ା୫ ପାଖାପାଖି ୧୫ଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରେ ଆଉଟୁପାଉଟୁ ହେଉଥିବା ଢେଙ୍କାନାଳ ଜିଲାବାସୀଙ୍କୁ ଗୁରୁବାର ମିଳିଛି ସାମାନ୍ୟ ଆଶ୍ୱସ୍ତି। କାଳବୈଶାଖୀ ପ୍ରଭାବରେ ଅପରାହ୍ନରେ...

ଧର୍ମଶାଳା ତହସିଲ ୩ ବାଲିଘାଟରେ ୧୪୪ ଧାରା ଜାରି

ଜେନାପୁର,୬।୧୨ (ଡି.ଏନ୍‌.ଏ.)- ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ନଦୀର ଜେନାପୁର, ବୃନ୍ଦାଦେଈପୁର ଓ ମର୍ଜିତାପୁର ବାଲି ଘାଟରେ ଗୁରୁବାର ତହସିଲ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି...

ବରୀରେ ୧୭୩ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୧୨।୫(ଡି.ଏନ.ଏ)-ବରୀ ବ୍ଲକରେ କାର୍ଯ୍ୟରତ ସ୍ବାସ୍ଥ୍ୟବିଭାଗର ଅଧିକାରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ପଦ ପଦବୀ ଦାୟିତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ମନୋରଞ୍ଜନ...

ଟୋକନ ବାହାରିବା ମାତ୍ରେ ଧାନ କିଣ: ୨୪ ଘଣ୍ଟା ମଧ୍ୟରେ ଆକାଉଣ୍ଟ କୁ ଯିବ ଟଙ୍କା

ଛତ୍ରପୁର,୧୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଧାନସଂଗ୍ରହ ପ୍ରକ୍ରିୟା ଚାଲିଛି । ଏହି କାର୍ଯ୍ୟର ସଠିକ୍‌ ପରିଚାଳନା ଦିଗରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜୁମ୍‌ ଭିସି...

ବାଲେଶ୍ୱରର ଜଣେ ବରିଷ୍ଠ ଶିକ୍ଷାବିତଙ୍କ ପରଲୋକ

ବାଲେଶ୍ବର ଅଫିସ,୧୭।୭: ବାଲେଶର ଜିଲାର ଜଣେ ବରିଷ୍ଠ ଶିକ୍ଷାବିତ ଓ ସତ୍ୟସାଇ ଇଞ୍ଜିନିୟରିଂ କଲେଜର ପରିଚାଳନା ନିର୍ଦ୍ଦେଶକ ତଥା ଯୁବ ନେତା ବେଣୁମାଧବ ପଣ୍ଡାଙ୍କ ପରଲୋକ...

ହୋଟେଲ ଉପରକୁ ମାଡିଗଲା ଟ୍ରକ

ବୌଦ୍ଧ, ୧୮ା୪(ସ୍ବ.ପ୍ର.)-ବୌଦ୍ଧ ସହରର ପୂରୁଣା ବ୍ଲକ ଛକଠାରେ ଥିବା ଏକ ହୋଟେଲ ଉପରକୁ ଶନିବାର ଏକ ଟ୍ରକ ମାଡି ଯାଇଥିଲା। ଟ୍ରକ ହୋଟେଲର ଟିଣଛାତ ଓ...

ବିଚାରାଧୀନ କଏଦୀ ମୃତ

ନୟାଗଡ଼,୧୯।୧(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସବ୍‌ଜେଲ୍‌ରେ ବିଚାରାଧୀନ ଥିବା ଜଣେ କଏଦୀଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ କୃଷ୍ଣଚନ୍ଦ୍ର ପାତ୍ର (୪୫)। ସୂଚନାଯୋଗ୍ୟ, ଏକ...

Advertisement
Archives

Model This Week