ଡ୍ରୋନ୍‌ରେ ସହରର ସମସ୍ତଙ୍କ ପାଇଁ ପହଞ୍ଚିଲା ଆଇସ୍‌କ୍ରିମ୍‌-ବିୟର…

ତେଲ୍‌ ଅଭିବ୍‌,୧୨।୧୦: ଇସ୍ରାଏଲ୍‌ ଡ୍ରୋନ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାରେ ଏକ ଇତିହାସ ସୃଷ୍ଟି କରିଛି। ତେଲ୍‌ ଅଭିବ୍‌ ସହରରେ ସମସ୍ତଙ୍କ ପାଇଁ ଡ୍ରୋନ୍‌ରେ ଆଇସ୍‌କ୍ରିମ୍‌-ବିୟର ପହଞ୍ଚିଛି। ଏହା ସହିତ ସହରବାସୀ ଚାଉଳରେ ପ୍ରସ୍ତୁତ ହୋଇଥିବା ସୁସ୍ବାଦୁ ଖାଦ୍ୟ ସୁଶି ମଧ୍ୟ ଯୋଗାଇ ଦିଆଯାଇଛି। ତେଲ୍‌ ଅଭିବ୍‌ ସହର ଆକାଶରେ ଡ୍ରୋନ୍‌ଗୁଡ଼ିକ ଉଡ଼ିବୁଲି ଖାଦ୍ୟ ଠିକଣା ଯାଗାରେ ପହଞ୍ଚାଇଛନ୍ତି।

ଏକ ସରକାରୀ କାର୍ଯ୍ୟକ୍ରମ ଅନ୍ତର୍ଗତ ପରୀକ୍ଷାମୂଳକ ଭାବେ ଏଭଳି କରାଯାଇଛି। ଜରୁରୀକାଳୀନ ପରିସ୍ଥିତିରେ କିଭଳି ଡ୍ରୋନ୍‌ ଦ୍ୱାରା ଆବଶ୍ୟକ ସାମଗ୍ରୀ ଲୋକଙ୍କ ପାଖରେ ପହଞ୍ଚାଯିବ ସେ ନେଇ ସରକାରଙ୍କ ପକ୍ଷରୁ ଏହା କରାଯାଇଛି। ପରବର୍ତ୍ତୀ ସମୟରେ ଡ୍ରୋନ୍‌ କମ୍ପାନୀଗୁଡ଼ିକୁ ଦେଶବ୍ୟାପୀ ସାମଗ୍ରୀ ଯୋଗାଣରେ ଲଗାଯିବାର କାର୍ଯ୍ୟକ୍ରମ ରହିଛି ବୋଲି ସjରକାରଙ୍କ ପକ୍ଷରୁ କୁହାଯାଇଛି।

ପ୍ରଥମେ ଦେଶର ସହରାଞ୍ଚଳ ଏବଂ ପରେ ଗ୍ରାମାଞ୍ଚଳରେ ଏହି ସୁବିଧା ଯୋଗାଇ ଦେବାକୁ ଯୋଜନା ପ୍ରସ୍ତୁତ କରାଯାଇଛି। ତେବେ ସୁରକ୍ଷା ସମ୍ପର୍କିତ କେତେକ ବାଧା ଏକ୍ଷେତ୍ରରେ ରହିଥିବା ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?