ଆଇସ୍‌କ୍ରିମପ୍ରିୟ ତମନ୍ନା

ନିଜର ମନ ପସନ୍ଦର ଖାଦ୍ୟ ଖାଇବାକୁ ସେ ତ ପଛାଇ ନ ଥାନ୍ତି। ହେଲେ ଗୋଟିଏ ଜିନିଷ ଦେଖିଲେ ତାଙ୍କ ପାଟିରୁ ଲାଳ ଗଡ଼େ। ତାକୁ ନ ଖାଇବା ପର୍ଯ୍ୟନ୍ତ ତାଙ୍କ ମନକୁ ଶାନ୍ତି ଆସି ନ ଥାଏ। ତାହା କ’ଣ ଜାଣନ୍ତି ? ଆଇସକ୍ରିମ୍‌। ଆଇସକ୍ରିମ୍‌ ବ୍ୟତୀତ ଚକୋଲେଟ୍‌ ଖାଇବାକୁ ସେ ପସନ୍ଦ କରିଥାଆନ୍ତି। ତମନ୍ନା ଭାଟିଆଙ୍କର ଆକ୍ଟିଂ କ୍ୟାରିୟର ଆରମ୍ଭ ହୋଇଥିଲା ୨୦୦୫ରୁ। ସେତେବେଳେ ତାଙ୍କୁ ହୋଇଥିଲା ମାତ୍ର ୧୪ବର୍ଷ। ହେଲେ ପ୍ରଥମ ସିନେମା ଦର୍ଶକଙ୍କୁ ପ୍ରଭାବିତ କରିବାରେ ବିଫଳ ହୋଇଥିଲା। କିନ୍ତୁ ବର୍ତ୍ତମାନ କେବଳ ଦକ୍ଷିଣ ଭାରତୀୟ ସିନେମା ନୁହେଁ ବଲିଉଡ୍‌ରେ ତମନ୍ନା ଭାଟିଆ ଜଣେ ପରିଚିତା ଅଭିନେତ୍ରୀ। ଏବେ ନିଜର ଅଭିନୟ ଦକ୍ଷତା ବଳରେ ସେ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ତାଙ୍କର ପସନ୍ଦୀୟ ରଙ୍ଗ ହେଲା ଧଳା। ପୁଣି ସେ ଅଧିକାଂଶ ସମୟ ଧଳା ଡ୍ରେସ ପିନ୍ଧିବାକୁ ପସନ୍ଦ କରିଥାଆନ୍ତି। ସୁପରଷ୍ଟାର ମହେଶ ବାବୁ ହେଉଛନ୍ତି ତାଙ୍କର ମନ ପସନ୍ଦର ଅଭିନେତା। ସମୟ ମିଳିବା ମାତ୍ରେ ସେ ଜିମ୍‌ ଯାଇଥାଆନ୍ତି। ତା’ ସହ ଇଣ୍ଟରନେଟ୍‌ ସହ ନିଜକୁ ଜଡିତ ରଖନ୍ତି ଏବଂ ବହି ମଧ୍ୟ ପଢ଼ନ୍ତି। ଇଂଲିଶ, ହିନ୍ଦୀ ବ୍ୟତୀତ ତାମିଲ, ତେଲୁଗୁ, ମାଲାୟାଲମ, ସିନ୍ଧି ଏବଂ ମରାଠୀ ଭାଷାରେ ତାଙ୍କର ବେଶ୍‌ ଦକ୍ଷତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ତାଣ୍ଡବ ରଚିଲା ବର୍ଷା! ରାଜଧାନୀରେ ଭୁଶୁଡ଼ିଲା କୋଠା; ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୬।୯: ରାଜଧାନୀ ଦିଲ୍ଲୀରେ ପୁଣି ଥରେ ପ୍ରବଳ ବର୍ଷା ଯୋଗୁ ତାଣ୍ଡବ ସୃଷ୍ଟି ହୋଇଛି। ଦକ୍ଷିଣ ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ରବିବାର ହଠାତ ଏକ କୋଠା…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri