ଆଇସ୍‌ଲାଣ୍ଡରେ ଲାଭା ଉଦ୍‌ଗିରଣ ଆଶଙ୍କା: ସତର୍କ କଲା ପ୍ରଶାସନ

ରେକ୍‌ଜାଭିକ୍‌,୧୨ା୧୧: ଆଇସ୍‌ଲାଣ୍ଡର ଦକ୍ଷିଣପଶ୍ଚିମରେ ଥିବା ରେକ୍‌ଜାନେସ୍‌ ଉପଦ୍ୱୀପରେ ଶକ୍ତିଶାଳୀ ଭୂକମ୍ପ ହେବା ପରେ ଗତ ୧୪ ଘଣ୍ଟା ମଧ୍ୟରେ ୮୦୦ ଥର କମ୍ପନ ଅନୁଭୂତ ହୋଇଛି। ଫଳରେ ଆଇସ୍‌ଲାଣ୍ଡରେ ଜରୁରୀ ସ୍ଥିତି (ଏମର୍ଜେନ୍ସି) ଜାରି କରାଯାଇଛି।

ଏହା ଆଗ୍ନେୟଗିରିରୁ ଲାଭା ଉଦ୍‌ଗିରଣର ପୂର୍ବାଭାସ ବୋଲି କୁହାଯାଉଛି। ଗ୍ରିଣ୍ଡାଭିକ୍‌ର ଉତ୍ତରରେ ଥିବା ସୁନ୍ଧଞ୍ଜୁକଗିଗରରେ ସର୍ବାଧିକ କମ୍ପନ ଅନୁଭୂତ ହୋଇଥିବା ନାଗରିକ ସୁରକ୍ଷା ଓ ଜରୁରୀ ପରିଚାଳନା ବିଭାଗ ପକ୍ଷରୁ କୁହାଯାଇଛି। ଆଗକୁ ଆହୁରି ଶକ୍ତିଶାଳୀ ଭୂକମ୍ପ ଓ ଲାଭା ଉଦ୍‌ଗିରଣ ହୋଇପାରେ ବୋଲି ପ୍ରଶାସନ ପକ୍ଷରୁ ସତର୍କ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri