ସେବା ନିବୃତ୍ତ ହେଲା ‘ଆଇସିଜିଏସ୍‌ ସରୋଜିନୀ ନାଇଡୁ’

ପାରାଦୀପ,୨୬।୧୧(ସ୍ବ.ପ୍ର.): ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ)ର ଓଡ଼ିଶା ଉପକୂଳରେ ଗତ ୨୦ ବର୍ଷ ଧରି ସାମୁଦ୍ରିକ ପାଟ୍ରୋଲିଂ କରୁଥିବା ଜାହାଜ ‘ଆଇସିଜିଏସ୍‌ ସରୋଜିନୀ ନାଇଡୁ’ ଶୁକ୍ରବାର ସୂର୍ଯ୍ୟାସ୍ତ ସମୟରେ ସେବା ନିବୃତ୍ତ ହୋଇଛି। ଏନେଇ କୋଷ୍ଟଗାର୍ଡ ପକ୍ଷରୁ ପାରାଦୀପ ବନ୍ଦର ଭିତରେ ଥିବା କୋଷ୍ଟଗାର୍ଡ ବର୍ଥରେ ବିଦାୟକାଳୀନ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ଭାବେ କୋଷ୍ଟଗାର୍ଡ ଡିଆଇଜି ୱାଇ.କେ.ସିଂ ଯୋଗଦେଇ ଏହା ଘୋଷଣା କରିଥିଲେ। ଏହାପରେ କୋଷ୍ଟଗାର୍ଡ ଯବାନମାନେ ଜାହାଜରେ ଲାଗିଥିବା ପତାକାକୁ ସସମ୍ମାନେ ଅବତରଣ କରି କୋଷ୍ଟଗାର୍ଡ କମାଣ୍ଡାଣ୍ଟ ଜଗନ୍ନାଥ ବେହେରାଙ୍କୁ ଦେଇଥିଲେ।
ଏହି ପାଟ୍ରୋଲିଂ ଜାହାଜ ଗୋଆରେ ପ୍ରଥମ କରି ସେବା ଆରମ୍ଭ କରିଥିଲା। ପରେ ଓଡ଼ିଶା ଓ ପଶ୍ଚିମବଙ୍ଗ ସାମୁଦ୍ରିକ ସୀମାରେ ସେବା ଯୋଗାଉଥିଲା। ମହିଳା ସ୍ବାଧୀନତା ସଂଗ୍ରାମୀ ସରୋଜିନୀ ନାଇଡୁଙ୍କ ନାମାନୁସାରେ ଏହାର ନାମକରଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri